Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ନବରଙ୍ଗପୁର ମହାବିଦ୍ୟାଳୟରେ ଜାତୀୟ ଶିକ୍ଷା ଦିବସ ପାଳିତ,ଶ୍ରଦ୍ଧା ରଖ, ନିଜ ଗୋଡରେ ଠିଆ ହେବା ଶିଖ
ନବରଙ୍ଗପୁର: ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଆବୁଲ କଲାମ ଆଜାଦଙ୍କ ଜନ୍ମଦିନ ପାଳନ ଅବସରରେ ନବରଙ୍ଗପୁର ମହାବିଦ୍ୟାଳୟରେ ରେଡକ୍ରସ ଓ ଏନ ଏସ ଏସ ସହଯୋଗରେ ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଭବ୍ୟ ଉତ୍ସବରେ ସଭାପତିତ୍ୱ କରି ଅଧକ୍ଷ ଡ଼ଃ. ଭାସ୍କର ନାଥ ବିଶ୍ୱାଳ ଶିକ୍ଷା,!-->…
Read More...
Read More...
ବକେୟା ଟଙ୍କା ପାଇଁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ,୩ ଗିରଫ
ଗଞ୍ଜାମ/ବ୍ରହ୍ମପୁର: ବକେୟା ଟଙ୍କା ଫେରସ୍ତ କରିବାକୁ ନେଇ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଟାଉନ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ୩ ଜଣ ଯୁବକଙ୍କୁ ଗିରଫ କରିଛି । ସେମାନେ ହେଲେ ଖାଜା ସାହିର ଏସକେ ମାକସୁଦ୍ ଓରଫ!-->…
Read More...
Read More...
୧୩ରୁ ରାଜ୍ୟ ସ୍ତରୀୟ ଖୋ ଖୋ ଚମ୍ପିୟାନସିପ
ପୁରୀ : ଓଡିଶାର ଜଗରନଟ୍ସ ଖୋ ଖୋ ଦଳ ଚଳିତ ବର୍ଷ ଅଗଷ୍ଟରେ ପୁନେରେ ଅନୁଷ୍ଠିତ ପ୍ରତିଯୋଗିତାରେ ଚମ୍ପିୟାନ ହୋଇଥିଲା । ତେଣୁ ଖୋ ଖୋ ଖେଳକୁ ରାଜ୍ୟ ରେ ଅଧିକ ଲୋକ ପ୍ରିୟ କରିବା ଲକ୍ଷ୍ୟରେ ପୁରୀ ଠାରେ ୫୫ ତମ ସିନିୟର ବର୍ଗର ଖୋ ଖୋ ଚମ୍ପିୟାନସିପ ଚଳିତ ମାସ ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ!-->…
Read More...
Read More...
ବିଜୁ ଏକ୍ସପ୍ରେସ ହାଇୱେରେ ବସ-ଟ୍ରକ ଦୁର୍ଘଟଣା: ଜଣେ ମୃତ ଓ ୨୦ରୁ ଅଧିକ ଆହତ
ସମ୍ବଲପୁର: ସ୍ଥାନୀୟ ରେଙ୍ଗାଲି ବ୍ଲକ୍ ଅନ୍ତର୍ଗତ ଖିଣ୍ଡା ଛକଠାରେ ଆଜି ଏକ ଯାତ୍ରୀବାହୀ ବସ ଦୁର୍ଘଟଣାରେ ଜଣେ ମୃତ ଓ ୨୦ ରୁ ଅଧିକ ଆହତ ହୋଇଛନ୍ତି ଓ ତନ୍ମଧ୍ୟରୁ ୭ ଜଣ ଗୁରୁତର ଆହତଙ୍କୁ ବୁର୍ଲା ବଡ଼ ମେଡ଼ିକାଲକୁ ପଠାଯାଇଛି । ପ୍ରତିଦିନ ପରି ଆଜି ମହାଲକ୍ଷ୍ମୀ ବସ ସକାଳ ୬ ଟାରେ!-->…
Read More...
Read More...
ପଦ୍ମପୁର ଉପନିର୍ବାଚନ ନେଇ ପ୍ରାର୍ଥୀ ଘୋଷଣା କଲା ବିଜେପି
ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ନେଇ ପ୍ରାର୍ଥୀ ଘୋଷଣା କଲା ବିଜେପି । ପ୍ରଦୀପ ପୁରୋହିତଙ୍କ ନାଁରେ ମୋହର ମାରିଛି ଦଳ । ଏନେଇ ବିଜେପି ବିଦ୍ଧିବଦ୍ଧ ଭାବେ ଘୋଷଣା କରିଛି । ତେବେ ଆସନ୍ତା ୧୪ ତାରିଖରେ ନାମାଙ୍କନ ଦାଖଲ କରିବେ ପ୍ରଦୀପ । ପ୍ରଦୀପ ପୁରୋହୀତ ପ୍ରାର୍ଥୀ ହୋଇଥିବା ନେଇ କୁସୁମ!-->…
Read More...
Read More...
ସରକାରୀ ଆଶ୍ରମ ବିଦ୍ୟାଳୟରେ ରାଗିଂ, ଭିଡିଓ ଭାଇରାଲ
ବାଲିଗୁଡ଼ା: କନ୍ଧମାଳକୁ ବ୍ୟାପିଲା ରାଗିଂ । ସରକାରୀ ଆଶ୍ରମ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଶ୍ରେଣୀ ଛାତ୍ର ମାଡ଼ ମାରୁଥିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେବାରେ ଲାଗିଛି । ଭିଡିଓ ଭାଇରାଲ ହେବା ପରେ ଆଜି ବିଦ୍ୟାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଛି । ଏଭଳି!-->…
Read More...
Read More...
ବରଗଡ଼ ଧନୁଯାତ୍ରା: ଏଥର କଂସ ହୃଷିକେଶ
ବରଗଡ଼ : ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ମୁକ୍ତକାଶ ମଞ୍ଚରେ ପରିବେଶିତ ବରଗଡ଼ ଧନୁ ଯାତ୍ରାରେ କଂସ ଭୂମିକାରେ ଅଭିନୟ କରିବେ ହୃଷିକେଶ ଭୋଇ । ଗତକାଲି ବିଳମ୍ବିତ ରାତିରେ କଂସ ଭୂମିକା ପାଇଁ ହୃଷିକେଶଙ୍କ ନାଁରେ ମୋହର ମାରିଛନ୍ତି ଚୟନ କମିଟି ସଭାପତି ବରଗଡ ଏଡିଏମ ମିର୍ଦ୍ଧା ଟପୋ।ଧନୁ ଯାତ୍ରା!-->…
Read More...
Read More...
ନିଜେ ପଢ଼ିଥିବା ସ୍କୁଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀର ଦୁଇଟି ବିଦ୍ୟାଳୟରେ କିଛି ସମୟ ବିତାଇଛନ୍ତି। ପ୍ରଥମେ ସେ ଖଣ୍ଡଗିରିସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟକୁ ଗସ୍ତ କରିଥିଲେ। ସେଠାରେ ପ୍ରାୟ ୧୫ ମିନିଟ୍ ଧରି ରହିବା ପରେ ସେଠାରେ ଥିବା ଏକ ହଲରେ ଛାତ୍ରଛାତ୍ରୀଙ୍କୁ ଭେଟିଥିଲେ।!-->…
Read More...
Read More...
ଏସଆଇଟି ସ୍କାନରରେ ଅର୍ଚ୍ଚନା ନାଗ
ଭୁବନେଶ୍ୱର: ଲେଡି ବ୍ଲାକମେକର ଅର୍ଚ୍ଚନା ନାଗଙ୍କ କଳା କାରନାମାର ଗୁମର ଫିଟାଇବାକୁ ଇଡି ଏବେ ତନାଘନା ଚଳାଇଛି। ଏପରି ସମୟରେ ଏସଆଇଟି ସ୍କାନରକୁ ଚାଲି ଆସିଛନ୍ତି ଅର୍ଚ୍ଚନା ନାଗ । ନାଗଙ୍କ ବେଆଇନ୍ ଅର୍ଥ କାରବାର ମାମଲାର ରିପୋର୍ଟ ଇଡିକୁ ମାଗିଛି ଏସ୍ଆଇଟି ।
ଆସନ୍ତା ୧୩ ତାରିଖରେ!-->!-->!-->…
Read More...
Read More...
ପୋଲିସ ଉଚ୍ଚ ବିଦ୍ୟାଳୟରେ ମାଣ୍ଡିଆ ଦିବସ ପାଳିତ
ଫୁଲବାଣୀ : ସାରା ରାଜ୍ୟରେ ପ୍ରଥମଥର ପାଇଁ ମାଣ୍ଡିଆ ଦିବସ ପାଳନ କରାଯାଉଛି । ମାଣ୍ଡିଆକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ମିଲେଟ ମିଶନ ଆରମ୍ଭ କରାଯାଇଥିଲା ।ମାର୍ଗଶିର ମାସର ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ସରକାର ଘୋଷଣା କରିଥିବା ବେଳେ ଏହି ଅବସରରେ ଆଜି!-->…
Read More...
Read More...