Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
୩୦ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,: ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା । ୩୦ ଜଣ ମାଓବାଦୀ ବିଜାପୁର ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ।
ସୂଚନା ମୁତାବକ, ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀ ଓ ପୁଲିସ ପକ୍ଷରୁ ନିୟମିତ ଭାବେ ମାଓ!-->!-->!-->…
Read More...
Read More...
ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ଭୁବନେଶ୍ବର: କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି!-->…
Read More...
Read More...
ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ
ସମ୍ବଲପୁର,୨୮ା୮: ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ସମଲେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ!-->…
Read More...
Read More...
ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି
ପୁରୀ- ଦୀର୍ଘ ଏକବର୍ଷ ପରେ ଗଠନ ହୋଇଛି ନୂତନ ଶ୍ରୀମନ୍ଦିର ପରିଚାଳନା କମିଟି। ରାଜ୍ୟ ସରକାର ପରିଚାଳନା କମିଟି ଗଠନ କରି ଅନେକ ନୂଆ ମୁହଁକୁ ସ୍ଥାନ ଦେଇଛନ୍ତି। କମିଟିରେ ପାଞ୍ଚଜଣ ଭିନ୍ନଭିନ୍ନ ନିଯୋଗରୁ ସେବାୟତ ପ୍ରତିନିଧିଙ୍କୁ ସ୍ଥାନ ଦିଆଯାଇଛି। ମୁକ୍ତିମଣ୍ଡପ ପଣ୍ଡିତ ସଭା ତରଫରୁ ଡକ୍ଟର!-->…
Read More...
Read More...
ନୂଆଁଖାଇ ଉପଲକ୍ଷେ ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା
ଭୁବନେଶ୍ବର: ନୂଆଁଖାଇ ଉପଲକ୍ଷେ ଆଗାମୀ ୨୯ ତାରିଖକୁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) କୋର୍ଟଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି। ତେବେ ଆସନ୍ତା ମାସର ଦ୍ବିତୀୟ ଶନିବାର (!-->…
Read More...
Read More...
ପାର୍ବଣ ଋତୁ ପୂର୍ବ କଠୋର ହେଲା କମିଶନରରେଟ୍ ପୁଲିସ, ପୂଜା ପାଇଁ ଜାରି ହେଲା ସ୍ବତନ୍ତ୍ର ଗାଇଡ଼୍ଲାଇନ୍
ଭୁବନେଶ୍ୱର ୨୬/୦୮: ପାର୍ବଣ ଋତୁ ପୂର୍ବ କଠୋର ହେଲା କମିଶନରରେଟ୍ ପୁଲିସ। ପୂଜା ପାଇଁ ଜାରି ହେଲା ସ୍ବତନ୍ତ୍ର ଗାଇଡ଼୍ଲାଇନ୍। ଚଳିବ ବର୍ଷ ଗଣେଶ ପୂଜା ବାଜିପାରିବନି ଡିଜେ। ସାଉଣ୍ଡ୍ ଲିମିଟ୍ରେ ବଜାଇପାରିବେ ଭକ୍ତି ଗୀତ। ରାସ୍ତା ଉପରେ ହୋଇପାରିବନି ବଡ଼ ବଡ଼ ତୋରଣ। ରାତି ୧୦ଟା ପରେ!-->…
Read More...
Read More...
’ଆମ ଶାସନ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହେଲା ’ଆମ ଶାସନ’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି, ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ। ଯଦି କୌଣସି!-->…
Read More...
Read More...
ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର କିସ୍ତି
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ସିଏମ୍-କିଷାନ ଯୋଜନାର କିସ୍ତି ଆସନ୍ତାକାଲି (୨୭ ତାରିଖ) ପ୍ରଦାନ କରାଯିବ। ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯିବ। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯିବ। ଏହାଦ୍ବାରା ଓଡ଼ିଶାର ୫୨!-->…
Read More...
Read More...
ସରକାରଙ୍କ ତାଗିଦ୍, ଅମଲା କର୍ମଚାରୀଙ୍କ ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର:୧୫ ଦିନ ପରେ ରାଜସ୍ବ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ ରଖିବାକୁ ମଙ୍ଗଳବାର ନିଷ୍ବତ୍ତି ନେଇଛି ଅମଲା ସଂଘ। ସରକାରଙ୍କ ପ୍ରତିଶ୍ରୁତି ପରେ ଅମଲା ଆନ୍ଦୋଳନ ସ୍ଥଗିତ ନେଇ ଅମଲା ସଂଘ ସଭାପତି ସୂଚନା ଦେଇଛନ୍ତି। ଏଥିସହ ବନ୍ୟା ସ୍ଥିତି ଓ ପୂଜା ପାର୍ବଣକୁ ଦୃଷ୍ଟିରେ ରଖି ମଧ୍ୟ ନିଷ୍ପତ୍ତି!-->…
Read More...
Read More...
ବଙ୍ଗୋପସାଗରରେ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୬।୮: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଫଳରେ ରାଜ୍ୟର!-->…
Read More...
Read More...