Browsing Category

ରାଜ୍ୟ

ଆସୁଛି ଆଉ ଏକ ଲଘୁଚାପ, ୨୪ରୁ ଛେଚିବ

ଭୁବନେଶ୍ୱର,୧୮।୭: ଆସୁଛି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଲଘୁଚାପ ଘନିଭୂତ ହେବା ନେଇ ସ୍ପଷ୍ଟ ସୂଚନା ଜଣାପଡିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷେ ଆଭ୍ୟନ୍ତରୀଣ
Read More...

କଟକଣା ପ୍ରତ୍ୟାହାର କଲେ ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ

କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପିକାଙ୍କ ପାଇଁ ପୂର୍ବ କଟକଣା ପ୍ରତ୍ୟାହାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। ଘଣ୍ଟାଏରେ ବଦଳିଗଲା ନୋଟିସ। ସାଢ଼େ ୫ଟା ପରେ ବି କ୍ୟାମ୍ପସରେ ରହିପାରିବେ ଛାତ୍ରୀ ଓ ମହିଳା କର୍ମଚାରୀ। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ
Read More...

ରେଭେନ୍ସା ବିଶ୍ୱବିଦ୍ୟାଳୟ ପକ୍ଷରୁ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି  

କଟକ: ବାଲେଶ୍ୱର ଫକୀରମୋହନ  ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା  ପରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି  ହୋଇଛି । ଏଣିକି ଅପରାହ୍ଣ ସାଢ଼େ ୫ଟା ପରେ ବିଶ୍ୱବିଦ୍ୟାଳୟ  କ୍ୟାମ୍ପସ୍‌ରେ କୌଣସି ଅଧ୍ୟାପିକା, ମହିଳା କର୍ମଚାରୀ କିମ୍ବା
Read More...

ଦେଢଶୁରଙ୍କ କୋଦାଳ ଚୋଟରେ ଭାଇବୋହୂଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ଢେପାଗୁଡା ଗ୍ରାମରେ ଦେଢଶୁରଙ୍କ କୋଦାଳ ଚୋଟରେ ଭାଇବୋହୂଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।  ପରିବାର ଲୋକଙ୍କ କହିବା ଅନୁଯାୟୀ ଆଜି ସକାଳେ ଭାଇ ବୈମାଝୀ ପ୍ରେପକା ନିଜ ବିଲକୁ ଯାଇ କାମ କରୁଥିବା
Read More...

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର:ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ
Read More...

ମାଡ଼ିଗଲା ଟ୍ରେନ୍‌: ଜଣେ ମୃତ, ୨ ଗୁରୁତର

ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍‌ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍‌ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ ସମୟରେ ଟ୍ରେନ୍‌ ଓ ଟ୍ରଲି ରହିବାରୁ
Read More...

କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ, ଜନତା ହେଉଛନ୍ତି ହଇରାଣ

ଭୁବନେଶ୍ବର- ବାଲେଶ୍ବର କଲେଜ ଛାତ୍ରୀଙ୍କୁ ନ୍ୟାୟ ଦେବାକୁ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ କରାଯାଇଥିବା ବେଳେ ଅନ୍ୟପଟେ ଓଡିଶା ବନ୍ଦ ପାଇଁ ସମସ୍ୟା ଭୋଗୁଛନ୍ତି ସାଧାରଣ ଲୋକ। ଗାଡି ଚଳାଚଳ ହେଉନଥିବାରୁ  ଭୁବନେଶ୍ୱର ରେଳ ଷ୍ଟେସନ ବାହାରେ ଶତାଧିକ ଲୋକଙ୍କ ଭିଡ ଜମିଛି। ଏହି ଭିଡ ଭିତରେ ବି
Read More...

ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଂଜୁରୀ

ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ ନିର୍ମାଣ,
Read More...

ଆସନ୍ତାକାଲି ସବୁ ପେଟ୍ରୋଲ ପମ୍ପ ବନ୍ଦ

ଭୁବନେଶ୍ୱର: ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍‌ ଆସୋସିଏଶନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ଦିନ ସମସ୍ତ ପେଟ୍ରୋଲ 
Read More...

ଜିଲ୍ଲା ମତ୍ସ୍ୟ ଫାର୍ମରେ ମାଛ ଜାଆଁଳ ଉତ୍ପାଦନ ନିମନ୍ତେ କୃତ୍ରିମ ପ୍ରଜନନ ଅନୁଷ୍ଠିତ, ଯୋଗଦେଲେ ବିଧାୟକ ତଥା ମୁଖ୍ୟ…

ବୌଦ୍ଧ:- ବୌଦ୍ଧ ଜିଲ୍ଲା ମତ୍ସ୍ୟ ଫାର୍ମ ଠାରେ ମାଛ ଜାଆଁଳ ଉତ୍ପାଦନ ନିମନ୍ତେ କୃତ୍ରିମ ପ୍ରଜନନ ପାଇଁ ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି
Read More...