Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ମଞ୍ଜୁରି
ଭୁବନେଶ୍ୱର -ଆଜି ରାଜ୍ୟ କ୍ୟାବିନେଟର ୨୫ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା lମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ!-->…
Read More...
Read More...
ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ
ଭୁବନେଶ୍ୱର:ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ଦାଦନ ଶ୍ରମିକ ହ୍ରାସ ନେଇ ଗଠିତ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ତୃତୀୟ ବୈଠକ ଅନୁଷ୍ଠିତ ହୋଇଛି ।
ପୂର୍ବ ବୈଠକରେ ଦାଦନ ପାଇଁ!-->!-->!-->…
Read More...
Read More...
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୮: ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ କରାଯାଇଛି ବୋଲି ଶିକ୍ଷା ମନ୍ତ୍ରାଳୟ ସୋମବାର ଘୋଷଣା କରିଛି।
ପୁରସ୍କାର ପାଇବାକୁ ଥିବା ଶିକ୍ଷକ ହେଉଛନ୍ତି ବସନ୍ତ କୁମାର ରାଣା ଓ ତାରୁଣ କୁମାର ଦାଶ। ସେମାନଙ୍କୁ ଆସନ୍ତା ସେପ୍ଟେମ୍ବର ୫,!-->!-->!-->…
Read More...
Read More...
ପୁରୀର ବିମାନବନ୍ଦର, ସାରା ବିଶ୍ୱର କୋଟି କୋଟି ଜଗନ୍ନାଥ ଭକ୍ତଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ସାଂସ୍କୃତିକ ଦ୍ୱାରପଥ ହେବ-…
ଭୁବନେଶ୍ୱର;ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and Network) ଅଧୀନରେ,!-->…
Read More...
Read More...
ନବୀନଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ରାଜ୍ୟପାଳ
ଭୁବନେଶ୍ବର: ରାଜ୍ୟ ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ହୋଇ ନବୀନନିବାସକୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭେଟିଥିଲେ। ଆଉ ଏହି କ୍ରମରେ ତାଙ୍କୁ ଭେଟିଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି। ନବୀନଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି!-->…
Read More...
Read More...
ସୁବର୍ଣ୍ଣରେଖା ଓ ବୈତରଣୀରେ ବନ୍ୟା ଜାରି
ଭୁବନେଶ୍ବର: ଏବେ ବି ସୁବର୍ଣ୍ଣରେଖା ଓ ବୈତରଣୀରେ ବନ୍ୟା ଜାରି ରହିଛି। ଆଖୁଆପଦାରେ ବୈତରଣୀ ଓ ରାଜଘାଟରେ ସୁବର୍ଣ୍ଣରେଖା ବିପଦ ସଂକେତ ଉପରେ ଅଛି। ଆସନ୍ତାକାଲି ଏହା ବିପଦ ସଂକେତ ତଳକୁ ଆସିବ। ହେଲେ ଜାମସୋଲାଘାଟରେ ବର୍ଷା ଯୋଗୁଁ ରାଜଘାଟଠାରେ ସୁବର୍ଣ୍ଣରେଖା ବଢିବ। ଏନେଇ ସୂଚନା ଦେଇଛନ୍ତି!-->…
Read More...
Read More...
ଭୁବନେଶ୍ଵର ବିମାନବନ୍ଦରରେ ମିଳିବ ଶସ୍ତା ଖାଦ୍ୟପାନୀୟ, ଉଡାନ ଯାତ୍ରୀ କାଫେର ଶୁଭାରମ୍ଭ
ଭୁବନେଶ୍ୱର : ଭୁବନେଶ୍ଵର ବିମାନବନ୍ଦରରେ ଏବେ ମିଳିବ ଶସ୍ତା ଖାଦ୍ୟପାନୀୟ। ଏୟାରପୋର୍ଟ ଭିତରେ ଉଡାନ ଯାତ୍ରୀ କାଫେର ଶୁଭାରମ୍ଭ। ୧୦ ଟଙ୍କାରେ ଚା, କଫି, ପାଣି ବୋତଲ ଓ ନଡ଼ିଆ ଲଡ଼ୁ ମିଳିବ। ସେହିପରି ୨୦ ଟଙ୍କାରେ ସିଙ୍ଗଡ଼ା ମିଳିବ। ସବୁ ଯାତ୍ରୀ ଏହି ସୁଲଭ ସୁବିଧା ନେଇ ପାରିବେ। ଉଡାନ!-->…
Read More...
Read More...
୨୮ ତାରିଖ ଯାଏ ଲାଗି ରହିବ ବର୍ଷା
ଭୁବନେଶ୍ୱର: ଆହୁରି ୩ ଦିନ ଛେଚିବ ବର୍ଷା। ସୋମବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୮ ତାରିଖ ଯାଏ ବର୍ଷା ଲାଗି ରହିବ।
ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ,!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ପୋଲିସ ଏସ୍ଆଇ
ବରଗଡ଼: ବରଗଡ଼ ଜିଲା ବିଜେପୁର ଥାନାରେ କାର୍ଯ୍ୟରତ ପୋଲିସ ଏସ୍ଆଇ ଜଗା ବରିହା ସୋମବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ସ୍କ୍ରାପ ବ୍ୟବସାୟୀଙ୍କଠାରୁ ୭ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ମାଡି ବସିଥିଲା। ତାଙ୍କ ପାଖରୁ ଲାଞ୍ଚ କାରବାରରେ ବ୍ୟବହୃତ ୭ହଜାର ଟଙ୍କା!-->…
Read More...
Read More...
ବ୍ଲକ୍ ସ୍ତରୀୟ ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ସଂସ୍କୃତ ଦିବସ ସମାରୋହ-୨୦୨୫ ପାଳିତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ସଂସ୍କୃତ ଦିବସ ସମାରୋହ-୨୦୨୫ ଆନନ୍ଦ ଉଲ୍ଲାସର ସହ ପାଳନ ହୋଇଯାଇଛି । ଏହି ଅବସରରେ ସମ୍ମାନୀତ ଅତିଥି ଭାବେ ବାରଖମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର!-->…
Read More...
Read More...