Browsing Category

ରାଜ୍ୟ

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସାମୁହିକ ଶପଥପାଠ

ବୌଦ୍ଧ,୩୧/୧୦- ଜିଲ୍ଲାପାଳଙ୍କ ଓସ୍ୱାନ ସଭାଗୃହ ଠାରେ ଆଜି ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ବିରୋଧରେ ସାମୁହିକ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଏହି ଶପଥପାଠ କରାଇଥିଲେ । ଏଥିରେ
Read More...

ଶଗଡାରେ ଶୌଣ୍ଢିକ ସମାଜର ଜୋନସ୍ତରୀୟ ସାଙ୍ଗଠନିକ ବୈଠକ

ଜହ୍ନାପଙ୍କ,୩୧/୧୦: ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ଶଗଡା ଗ୍ରାମରେ ଶୌଣ୍ଢିକ ସମାଜର ଜିଲ୍ଲା ସଭାପତି ଭୋଳାଗିରି ସାହୁଙ୍କ ଅଧ୍ୟକ୍ଷତାରେ ଏକ ଜୋନସ୍ତରୀୟ ସାଂଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭା ପ୍ରାରମ୍ଭରେ ସମାଜର ବରିଷ୍ଠ ସଦସ୍ୟ ବିଜୟ ସାହୁ ଇଷ୍ଟଦେବୀ ସୁବର୍ଣ୍ଣଗ୍ରାହୀଙ୍କ ପୂଜା
Read More...

କୃଷି ବୀମା ପ୍ରଦାନର ଅନିୟମିତତା ନେଇ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ଖପ୍ରାଖୋଲ,୩୧/୧୦ : କୃଷି ବୀମା ଦାବିକୁ ନେଇ ଜୋର ଧରୁଛି ଆନ୍ଦୋଳନ, ତାତିଲେଣି ଚାଷୀ…..ଅନେକଥର ଧାରଣା ଓ ଆନ୍ଦୋଳନ ହେବା ପରେ ମଧ୍ୟ ଫଳ ଶୂନ..କୌଣସି ପଦକ୍ଷେପ ନାହିଁ । ଲାଠୋର ରେଳରୋକ , ଟିଟିଲାଗଡ଼ ରେଳରୋକ ପରି ଅନେକ ଥର ଚାଷୀ ତାର ବୀମା ରାଶି ପାଇବାକୁ ନ୍ୟାର୍ଯ୍ୟ ଦାବି କରିଆସୁଛି ହେଲେ
Read More...

ଅଗ୍ନି ବିପନ୍ନଙ୍କୁ ସହାୟତାର ହାତ ବଢାଇଲେ ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷ

ଦଶପଲ୍ଲା : ଆଜି ସକାଳ ୭ ଘଟିକା ସମୟରେ ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍‌ ଅନ୍ତର୍ଗତ ବାଣୀଗୋଛା ନୂଆସାହି ତ୍ରିଲୋଚନ ଭୋଇଙ୍କ ଘରେ ଆକସ୍ମିକ ଭାବରେ ନିଆଁ ଲାଗି ଦୁଇବଖରା ଘର ପୋଡିଯିବା ସହିତ ସମସ୍ତ ଆସବାବପତ୍ର, ଗଚ୍ଛିତ ଥିବା ଖାଦ୍ୟ ସାମଗ୍ରୀ ମଧ୍ୟ ପୋଡି ପାଉଁଶ ହୋଇଯାଇଥିଲା । ଏ ଖବର ପାଇ
Read More...

କୋଷାଗୁମୁଡ଼ା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

ନବରଙ୍ଗପୁର:କୋଷାଗୁମୁଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୧ ଜଣଙ୍କର ଆପତ୍ତି, ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୭ ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ
Read More...

ସହିଦ ପ୍ରତାପ ନାଏକଙ୍କ ସ୍ମୃତିରେ ରକ୍ତଦାନ ଶିବିର

ସୁବର୍ଣ୍ଣପୁର,୩୧/୧୦ - ସ୍ଥାନୀୟ ରାମଧୁନ କ୍ଲବ ସୋନପୁର ଆନୁକୂଲ୍ୟରେ ଆୟୋଜିତ ହୋଇଥିବା ୫୪ତମ କାଳୀପୂଜା ଅବସରରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ସହିଦ ପ୍ରତାପ ନାଏକଙ୍କ ସ୍ମୃତିରେ ଆୟୋଜନ ହୋଇଥିବା ଏହି ରକ୍ତଦାନ ଶିବିରକୁ ସୁବର୍ଣ୍ଣପୁରର ଅତିରିକ୍ତ ଜିଲ୍ଲାପାଳ
Read More...

ଚନ୍ଦ୍ରଗ୍ରହଣ : ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ପ୍ରକାଶିତ ପାକତ୍ୟାଗ ବିଧାନକୁ ନେଇ ଉଠିଛି ଦ୍ୱନ୍ଦ୍ୱ

ପୁରୀ : ନଭେମ୍ବର ୮ କାର୍ତ୍ତିକ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ । ଏହି ଦିନ ୨ଟା ୩୮ ମିନିଟ୍‌ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରୁଥିବା ବେଳେ ୬ଟା ୧୮ ମିନିଟ ୪୭ ସେକେଣ୍ଡରେ ଗ୍ରହଣ ମୋକ୍ଷ ହେବ । ଚନ୍ଦ୍ରଗ୍ରହଣର ବିଧି ଅନୁସାରେ ୯ ଘଣ୍ଟା ପୂର୍ବରୁ ହେବ ପାକତ୍ୟାଗ । ଏଣୁ ବିଧି ଅନୁଯାୟୀ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି:ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍‌ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ମିଳିତ ଏହି
Read More...

ବିନିକାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ
Read More...

ଗଦାପୁରଠାରେ ସୁନେତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ସୁନେତ୍ର' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋଭିଡ-୧୯ ପ୍ରଭାବ ଯୋଗୁଁ ଦୁଇ ବର୍ଷ କାଳ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ବନ୍ଦ ରହିଥିବା ବେଳେ ପିଲାମାନେ ଯେପରି
Read More...