Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବ୍ୟାଙ୍କ ଖାତାକୁ ଆସୁଥିଲା ସରକାରୀ ଟଙ୍କା, ଜାଣିପାରୁନଥିଲେ ମହିଳା
ଦଶପଲ୍ଲା : ଜଣେ ଗରିବ, ଭୂମିହୀନ,ଅନୁସୂଚିତ ଓ ଭିନ୍ନକ୍ଷମ ମହିଳା ଅଟନ୍ତି ଦୁଡା ଗ୍ରାମ ପଞ୍ଚାୟତର ଦୁଡା ଗ୍ରାମର ବାନାମ୍ବର ବେହେରାଙ୍କ ପତ୍ନୀ ଶ୍ରୀମତୀ ରେବତୀ ବେହେରା । ସରକାରଙ୍କ ଉନ୍ନୟନ ମୂଳକ ଯୋଜନା ଯଥାକ୍ରମେ ସୁଭଦ୍ରା ଓ ମୁଖ୍ୟମନ୍ତ୍ରୀ କିଶାନ ଇତ୍ୟାଦି ଯୋଜନା ପାଇଁ ସେ ଆବେଦନ!-->…
Read More...
Read More...
ସ୍ପେଶାଲ OTET ପୁଣି ସ୍ଥଗିତ
ଭୁବନେଶ୍ୱର: ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।ଖୁବଶୀଘ୍ର OTET ପରୀକ୍ଷାର ଆଉ ଏକ ତାରିଖ!-->…
Read More...
Read More...
ସେପ୍ଟେମ୍ବର୧୮ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଅଗଷ୍ଟ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ଅଗଷ୍ଟ ୨୫ ତାରିଖ ଯାଏଁ ଚାଲିବ।
Read More...
Read More...
୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ ସେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଉଠାଇଛନ୍ତି।
ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ!-->!-->!-->…
Read More...
Read More...
ଆହୁରି ୫ଦିନ ବର୍ଷିବ
ଭୁବନେଶ୍ୱର: ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ!-->…
Read More...
Read More...
ନୂତନ ସହର ରୂପରେଖ ନେଇ ଆଲୋଚନା
ଭୁବନେଶ୍ୱର :ସିଙ୍ଗାପୁର ସ୍ଥିତ ଅର୍ନ୍ତଜାତୀୟ ପରାମର୍ଶଦାତା ସଂସ୍ଥା ସୁରବନ ଜୁରଙ୍ଗର ଦକ୍ଷିଣ ଏସିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀ ଅବିନାଶ ମିଶ୍ରା ଏବଂ ଆଞ୍ଚଳିକ ନିର୍ଦ୍ଦେଶକ ଶ୍ରୀ ଅଭିଷେକ ମାଲହୋତ୍ରା ଆଜି ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା!-->…
Read More...
Read More...
ନବୀନଙ୍କୁ ପରାମର୍ଶ ଦେଲେ ମୋଦୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍ରେ କଥା ହୋଇଛନ୍ତି। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ସମ୍ପୂର୍ଣ୍ଣ!-->…
Read More...
Read More...
ଉପରାଷ୍ଟ୍ରପତି ନିର୍ବାଚନ : NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ ଦାଖଲ କଲେ ନାମାଙ୍କନ , ପ୍ରଧାନମନ୍ତ୍ରୀ ମୋଦି ହେଲେ…
ନୂଆଦିଲ୍ଲୀ। ଉପରାଷ୍ଟ୍ରପତି ପଦ ପାଇଁ NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଥିଲେ।
ରାଧାକ୍ରିଷ୍ଣନଙ୍କ ନାମାଙ୍କନ ଦାଖଲ ସମୟରେ ବିଜେପି ସଭାପତି ଜେପି ନଡ୍ଡା, ପ୍ରତିରକ୍ଷା!-->!-->!-->…
Read More...
Read More...
ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ
ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ ଘଟିଛି। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ପଦ୍ମଶ୍ରୀ ବିନୋଦ ପଶାୟତ । ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହୋଉଥିଲେ।
ବିନୋଦ!-->!-->!-->…
Read More...
Read More...
ଗଣଶିକ୍ଷା ବିଭାଗର ନୂଆ ପଦକ୍ଷେପ, ଶିଶୁ ବାଟିକା ପିଲାଙ୍କୁ ମିଳିବ ଏହି ସବୁ ସୁବିଧା
ଭୁବନେଶ୍ବର : ପିଲାଙ୍କୁ ସରକାରୀ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ଏବଂ ଡ୍ରପ୍ ଆଉଟ୍ ରୋକିବା ପାଇଁ ଗଣଶିକ୍ଷା ବିଭାଗର ନୂଆ ପଦକ୍ଷେପ । ଶିଶୁ ବାଟିକା ପିଲାଙ୍କୁ ମାଗଣାରେ ମିଳିବ ୟୁନିଫର୍ମ । ରାଜ୍ୟର ୪୫ ହଜାର ପ୍ରାଥମିକ ସ୍କୁଲରେ ଶିଶୁ ବାଟିକାରେ ନାମ ଲେଖାଇଥିବା ପିଲାଙ୍କୁ ମାଗଣାରେ !-->…
Read More...
Read More...