Browsing Category

ରାଜ୍ୟ

କନ୍ଧମାଳରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟାଳୟ ଉଦଘାଟିତ

ଫୁଲବାଣୀ :-କନ୍ଧମାଳରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷରୋଦନ ମଲିକ ଓ ଉପାଧ୍ୟକ୍ଷ ଶ୍ରୀମତୀ ନଳିନୀ କହଁରଙ୍କ କାର୍ଯ୍ୟାଳୟଠାରେ ମହାସମାରୋହରେ ଉଦାଟିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ନୂତନ ଭାବେ କନ୍ଧମାଳ ଜିଲ୍ଲାର ଦାୟିତ୍ୱ ନେଇଥିବା ପର୍ଯ୍ୟବେକ୍ଷକ ବିଜୟ ନାୟକ,ଫୁଲବାଣୀ ବିଧାୟକ…
Read More...

ସଜେଇ ହେଉଛି ସାତକୋଶିଆ

ଦଶପଲ୍ଲା : ଶୀତଋତୁ ଆସିଲେ ପର୍ଯ୍ୟଟନସ୍ଥଳୀ ଚଳଚଞ୍ଚଳ ହୋଇ ଉଠେ । ପର୍ଯ୍ୟଟକଙ୍କ ଗହଳୀ ଭୋଜିଭାତ ସାଙ୍ଗକୁ ପ୍ରକୃତିର ଶୋଭାରାଜିରେ ଅବସର ବିନୋଦନର ଭରପୁର ମଜ୍ଜା ଆସିଥାଏ । ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ନୟାଗଡ ଜିଲ୍ଲା ଗଣିଆ ବ୍ଲକ ସାଉଥ୍‌ ବଡମୂଳ ମଙ୍ଗାନାସୀଠାରେ ଥିବା…
Read More...

୨୪ରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ବର: ଆସନ୍ତା ୨୪ ତାରିଖଠାରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୨୫ ତାରିଖ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ସପ୍ଲିମେଣ୍ଟାରି ବଜେଟ ଉପସ୍ଥାପନ ହେବ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି…
Read More...

ଅଧିଗ୍ରହଣ ପରେ ଅବ୍ୟବହୃତ ଚାଷଜମି ଫେରସ୍ତ ଦାବିରେ ଚାଷୀଙ୍କ ଆନ୍ଦୋଳନ

ସମ୍ବଲପୁର : ହୀରାକୁଦ ବନ୍ଧ ନିର୍ମାଣ ସମୟରେ ଚିପିଲିମା ପାୱାର ହାଉସ ପାଇଁ ଅଧିଗୃହୀତ ୬୩୪୫.୭୫ ଏକର ଜମି ମଧ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ମାତ୍ର ୫୦୦ ଏକର଼ ବ୍ୟବହାରକୁ ଆସିଛି, ଏଣୁ ବାକି ଅବ୍ୟବହୃତ ଚାଷଜମିକୁ ଫେରସ୍ତ ଦାବିରେ ସମ୍ପୃକ୍ତ ଚାଷୀମାନେ ଆଜି ଜିଲ୍ଲାପାଳଙ୍କ ଦ୍ୱାରସ୍ଥ…
Read More...

ଅସହାୟ ଦୁଇ ନାବାଳିକାଙ୍କୁ ସହାୟତାର ହାତ ବଢ଼ାଇଲେ କୁସୁମି

ବାଲିଗୁଡ଼ା: ଆରପାରିକୁ ଚାଲିଗଲେ ବାପା । ପଚାରିଲାନି ବଡ଼ ଭାଇ । ଏଭଳି ପରିସ୍ଥିତିରେ ସାନଭାଇ ଦୁଇ ଭଉଣୀଙ୍କ ସାହାରା ପାଲଟିଛି । କୁଲି ମଜୁରି କରି ଦୁଇ ଭଉଣୀଙ୍କୁ ଦି ଓଳି ଦିମୁଠା ଖାଇବା ଯୋଗାଇବାକୁ ସଂଘର୍ଷ କରୁଛି । ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜ଼ିଲ୍ଲା ବାଲିଗୁଡା…
Read More...

ପୁଲିଂ ଅଫିସର ମୃତ

ଭଦ୍ରକ: ଧାମନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ଆଜି ମତଦାନ ଜାରି ରହିଛି । ତେବେ ଏହାରି ଭିତରେ ଏକ ଦୁଃଖଦ ଖବର ସାମନାକୁ ଆସିଛି । ତାହା ହେଲା ନିର୍ବାଚନରେ ନିୟୋଜିତ ଜଣେ ପୁଲିଂ ଅଫିସରଙ୍କ ମୃତୁ୍ୟ ହୋଇଛି । ୧୩୯ ନମ୍ବର ବୁଥର ପୁଲିଂ ଅଫିସର ନଟବର ମୁଣ୍ଡାଙ୍କ ମୃତୁ୍ୟ ହୋଇଛି । କଟକ ବଡ଼…
Read More...

ଦ୍ୱିତୀୟ ଅନ୍ତର୍ଜାତୀୟ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଆୟୋଜିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ଟାଉନ ହଲ ପରିସରରେ ପାରଳାଖେମୁଣ୍ଡି ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ଶ୍ରୀ ଜଗନ୍ନାଥ ଓଡିଶୀ କଳାକେନ୍ଦ୍ର ଦ୍ୱାରା ଦ୍ୱିତୀୟ ଅନ୍ତର୍ଜାତୀୟ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ…
Read More...

ରାଜ୍ୟ ଗୃହ ନିର୍ମାଣ ଅଧକ୍ଷଙ୍କ ଖପ୍ରାଖୋଲ ଅଞ୍ଚଳ ଗ୍ରସ୍ତ, ଧଣ୍ଡାମୁଣ୍ଡା ଗାଁରେ ବାଣ୍ଟିଲେ ଭତ୍ତା

ଖପ୍ରାଖୋଲ : ରାଜ୍ୟ ଗୃହ ନିର୍ମାଣ ନିଗମ ଅଧକ୍ଷ ତଥା ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂ ଦେଓ ବୁଧବାର ଖପ୍ରାଖୋଲ ଅଂଚଳ ଗ୍ରସ୍ତ କରିଥିଲେ । ବ୍ଲକର ବିଭିନ୍ନ ଗାଁ ଗ୍ରସ୍ତ କରିଥିବା ବେଳେ ବିଜୁ ଜନତା ଦଳ ତରଫରୁ ତଥା ସ୍ଥାନୀୟ ଜନସାଧାରଣ ଭବ୍ୟ ସ୍ୱାଗତ କରିଥିଲେ । ଏହି ଅବସରରେ…
Read More...

ମୋ ସେବା କେନ୍ଦ୍ରରେ ପେନସନ ଉପଭୋକ୍ତାଙ୍କୁ ମାଗଣାରେ ଜୀବନ ପ୍ରମାଣପତ୍ର ପ୍ରଦାନ ସୁବିଧା

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟଠାରେ ବିନା ଶୁଳ୍କରେ ପେନସନ୍‌ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରରେ ସହାୟତା କାର୍ଯ୍ୟ ଆରମ୍ଭ ହୋଇଛି । ଏହି ଅବସରରେ ଉପ କୋଷାଗାର ଅଧିକାରୀ ସୁଧାକର କହଁର, ମୋ ସେବା କେନ୍ଦ୍ରର…
Read More...

ହାଇକୋର୍ଟ ବିଚାରପତି ସଞ୍ଜୟ କୁମାର ମିଶ୍ରଙ୍କ ନବରଙ୍ଗପୁର ଗସ୍ତ, ଆଇନଜୀବୀ ସଂଘ ପକ୍ଷରୁ ସ୍ମାରକ ପତ୍ର ପ୍ରଦାନ

ନବରଙ୍ଗପୁର : ଓଡ଼ିଶା ହାଇକୋର୍ଟର ମାନ୍ୟବର ବିଚାରପତି ନ୍ୟାୟମୂର୍ତ୍ତୀ ସଞ୍ଜୟ କୁମାର ମିଶ୍ର ଦିନିକିଆ ନବରଙ୍ଗପୁର ଗସ୍ତରେ ଆସି ଜିଲ୍ଲା କୋର୍ଟ ସହ ନବରଙ୍ଗପୁରର କୋର୍ଟ ଗୁଡିକ ପରିଦର୍ଶନ କରିଥିଲେ । ଏହି ଅବସରରେ ସେ ଜିଲ୍ଲା ଆଇନଜୀବୀ ସଂଘ ସଦସ୍ୟ ମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା…
Read More...