Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ
ପୁରୀ : ପୁରୀର ଏକ ହୋଟେଲରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ । ସିଟି ରୋଡ଼ ସ୍ଥିତ ଘରୋଇ ହୋଟେଲରେ ଘଟିଛି ଏ ଘଟଣା । ଉଭୟ ବିଷ ପାନ କରିଥିବା ସୂଚନା । ଉଭୟଙ୍କୁ ହୋଟେଲ କର୍ତ୍ତୃପକ୍ଷ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ତେବେ ପ୍ରେମିକର ସ୍ୱାସ୍ଥ୍ୟ!-->…
Read More...
Read More...
ସରପଞ୍ଚମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ବୌଦ୍ଧ,୧୭/୧୦: ବୌଦ୍ଧଜିଲ୍ଲାର ସମସ୍ତ ସରପଞ୍ଚ ମାନଙ୍କୁ ନେଇ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ, ଜିଲ୍ଲାପରିଷଦ ବୌଦ୍ଧ ଓ ସହଯୋଗୀ ଅନୁଷ୍ଠାନ ୱାଇସିଡିଏ ବାଉଁଶୁଣୀ ଦ୍ୱାରା ସରପଞ୍ଚ ମାନଙ୍କ ପାଇଁ ଏକ ୫ଦିନିଆ ସରପଞ୍ଚମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ!-->…
Read More...
Read More...
କୁମ୍ଭାରପଡ଼ା ଗଜଲକ୍ଷ୍ମୀ ପୂଜାରେ ସମ୍ମାନିତ ହେଲେ ରାଧାମୋହନ
ଫୁଲବାଣୀ :-କନ୍ଧମାଳ ଜିଲ୍ଲା ସଦର ମହକୁମାର ଫୁଲବାଣୀ କୁମ୍ଭାରପଡ଼ା ଠାରେ ମା'ଗଜଲକ୍ଷ୍ମୀ ପୂଜାର ସପ୍ତମ ଦିନରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ, ଯୁବ ସମାଜସେବୀ, ସଭାପତି, କନ୍ଧମାଳ ପିପୁଲସ୍ ଫୋରମ୍, ଲେଖକ ଏବଂ କନ୍ଧମାଳ ଜିଲ୍ଲାର ଜଣେ ଚର୍ଚ୍ଚିତ ଚେହେରା ରାଧାମୋହନ ମହାପାତ୍ର!-->…
Read More...
Read More...
ବିଜେଡିର ଜନ ସମ୍ପର୍କ ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
ଜହ୍ନାପଙ୍କ:ବୌଦ୍ଧ ଜିଲ୍ଲା ବିଜେଡି ପକ୍ଷରୁ ଅକ୍ଟୋବର ୨୧ ତାରିଖରେ ହେବାକୁ ଥିବା ଜନ ସମ୍ପର୍କ ପଦଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ବୌଦ୍ଧ ବ୍ଳକ ପଦ୍ମନପୁର ପଂଚାୟତ ପରିସରରେ ରାଜ୍ୟ ବିଜେଡିର ଯୁଗ୍ମ ସମ୍ପାଦକ ଅଶୋକ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ!-->…
Read More...
Read More...
ଲୁହା ପାଇପ ଚୋରିବେଳେ ଗ୍ରାମବାସୀଙ୍କ ଦ୍ୱାରା ଜଣେ ଅଟକ,୭ ଫେରାର
ଜହ୍ନ ।ପଙ୍କ,୧୭/୧୦: ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତର୍ଗତ ପଦ୍ମନପୁର ପଞ୍ଚାୟତର ତୁଳସୀପୁର ଗ୍ରାମ ନିକଟରେ ଏଲଏଣ୍ଡଟି ଦ୍ୱାରା ନିର୍ମାଣାଧିନ ଜଳଯୋଗାଣ ପ୍ରକଳ୍ପର ଓଭର ହେଡ ଟାଙ୍କିର ଲୁହା ସାମଗ୍ରୀ ଚୋରି କରୁଥିବା ବେଳେ ଗ୍ରାମବାସୀଙ୍କ ହାତରେ ଜଣେ ଯୁବକ ଧରା ପଡିଥିବା ବେଳେ ୭ ଜଣ!-->…
Read More...
Read More...
ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉତଯାପିତ: ବାଳିକା ବର୍ଗରେ ବିଏମପୁର ଓ ବାଳକ ବର୍ଗରେ ସୋନପୁର ବ୍ଲକ ବିଜୟୀ
ସୁବର୍ଣ୍ଣପୁର : ଭୁବନେଶ୍ୱରଠାରେ ଫିଫା ୧୭ ବର୍ଷରୁ କମ ମହିଳା ବିଶ୍ୱକପ ଫୁଟବଲ ଚାଲିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଳାରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଳା ପ୍ରଶାସନ ଓ ଜିଲ୍ଳା ଶିକ୍ଷା ବିଭାଗର ମିଳିତ ସହଯୋଗରେ ୧୭ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ବର୍ଗରେ ଜିଲ୍ଲାସ୍ତରୀୟ!-->…
Read More...
Read More...
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଉଲୁଣ୍ଡା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି!-->…
Read More...
Read More...
କନ୍ଧମାଳ ଜିଲା ସମବାୟ ସଂଘର ସଭାପତି ଭାବେ ସୁପ୍ରଭା ନାୟକ ନିର୍ବାଚିତ
ଫୁଲବାଣୀ :-କନ୍ଧମାଳ ଜିଲା ସମବାୟ ସମିତି ନିବନ୍ଧକଙ୍କ ଅଧିନରେ ଥିବା ଜିଲା ସମବାୟ ସଂଘର ନିର୍ବାଚନରେ ସଭାପତି ରୂପେ ସୁପ୍ରଭା ନାୟକ ନିର୍ବାଚିତ ହୋଇଛନ୍ତି । ଓଡିଶା ସମବାୟ ସମିତି ନିୟମାବଳୀ ୧୯୯୨ ଅନୁଯାୟୀ କନ୍ଧମାଳ ଜିଲ୍ଲା ସମବାୟ ସଂଘର ନିର୍ବାଚନ ଅନୁଷ୍ଠିତ ହୋଇଛି । ମୋଟ ୧୫ଜଣ ବୋର୍ଡ!-->…
Read More...
Read More...
ଏନୱାଇକେ ପକ୍ଷରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଫୁଲବାଣୀ ସହର ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଭାରତର ପ୍ରତ୍ୟେକ ଜ଼ିଲ୍ଲାରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମ ଅକ୍ଟୋବର ୧ଠାରୁ ୩୦ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ । ଏହି!-->…
Read More...
Read More...
ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଉଦଘାଟିତ
ପୁରୀ : ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ୧୫ ଦିନିଆ ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ନୀଳାଚଳ ହାଟ ପରିସରରେ ଉଦ୍ଘାଟିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ କୈଳାସ ଚନ୍ଦ୍ର ନାୟକ ଆନୁଷ୍ଠାନିକ ଭାବେ ଏହାକୁ ଉଦଘାଟନ କରିଥିଲେ ।!-->…
Read More...
Read More...