Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଅଜଣା ଟ୍ରକ ଧକ୍କାରେ ଜଣେ ମୃତ, 2 ବାଇକ ଆରୋହୀ ଗୁରୁତର
ରେଢ଼ାଖୋଲ :ବୁଧବାର ରାତ୍ରୀ ପ୍ରାୟ ୮ ବେଳେ ରାଞ୍ଚି-ବିଜୟିୱାଡ଼ା ଜାତୀୟ ରାଜପଥ ରେଢ଼ାଖୋଲ ଥାନା ବଡବାହାଳ ଝରାମୁଣ୍ଡା ଛକ ନିକଟରେ ଏକ ଅଜଣା ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 2 ଜଣ ବାଇକ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକ ଜଣକ ହେଲେ ରେଢ଼ାଖୋଲ ନୁଆସାହି ର ଅବସର!-->…
Read More...
Read More...
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି
ପୁରୀ- ଆଜି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ।ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୨.୩୦ଠାରୁ ସନ୍ଧ୍ୟା ୬.୩୦ ମିନିଟ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଆଜି ପାଳିତ ହଉଚି!-->…
Read More...
Read More...
ହୀରାକୁଦ ଜଳଭଣ୍ଡାରରରୁ ଖୋଲିଲା ୪ ଗେଟ୍
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରରୁ ଶୁକ୍ରବାର ଆଉ ୪ଟି ଗେଟ୍ ଖୋଲିଯାଇଛି। ବିର୍ତ୍ତମାନ ୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ବାମ ପାର୍ଶ୍ୱର ୫ଟି ଓ ଡାହାଣ ପାର୍ଶ୍ୱର ୩ଟି ସ୍ଲୁଇସ ଗେଟ୍ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।
ଅପରପକ୍ଷରେ ଜଳଭଣ୍ଡାର!-->!-->!-->…
Read More...
Read More...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଗୁରୁବାର ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ (ଆଇଏମ୍ଡି) ଏହି ପୂର୍ବାନୁମାନ କରିଛି।
ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି!-->!-->!-->…
Read More...
Read More...
ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର…
ଭୁବନେଶ୍ୱର,୨୩/୭ : ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାପଡ଼ିଛି ଯେ, ଘଟଗାଁ!-->…
Read More...
Read More...
ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି।
ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମହୁଲପଡ଼ା ନିକଟସ୍ଥ ବଳଦିଆ!-->!-->!-->…
Read More...
Read More...
ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ, ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ
ଭୁବନେଶ୍ୱର; ଓଡିଆ, ବଙ୍ଗଳା, ଅହମିଆ, ସାନ୍ତାଳୀ, ବୋଡୋ, ମଣିପୁରୀ, ନେପାଳୀ, ମୈଥିଳି ଆଦି ପୂର୍ବାଞ୍ଚଳୀୟ ଭାଷାରେ ସୃଷ୍ଟି ହୋଇଛି ଅଗଣିତ କାଳଜୟୀ ସାରସ୍ବତ କୃତି। ଗଦ୍ୟ, ପଦ୍ୟ, ନାଟକ ତଥା ସମାଲୋଚନା କ୍ଷେତ୍ରରେ ଏସବୁ ଭାଷାର ସାମୂହିକ ଅବଦାନ ଭାରତୀୟ ସାହିତ୍ୟ ଭଣ୍ଡାରକୁ ସମୃଦ୍ଧ କରିଛି।!-->…
Read More...
Read More...
ରାସ୍ତା ଦୁର୍ଘଟଣାରେ ଜଣେ ମୃତ, ରାସ୍ତା ଅବରୋଧ
ବଲାଙ୍ଗୀର - ଏନ୍ ଏଚ୍ 57 ପୁଇନ୍ତଲା ବ୍ଳକ ପାଖରେ ଏକ ହାଇଓ୍ବା ଧକ୍କାରେ ପୁଇନ୍ତଲା ଗ୍ରାମର ସର୍ବେଶ୍ଵର ସୁଗ୍ରୀଙ୍କ ମୃତ୍ୟୁବରଣ ହୋଇଥିଲା। ଏ ଘଟଣାରୁ ଲୋକେ ରାସ୍ତା ଅବରୋଧ କରିଥିଲେ । ଫଳରେ ଯାତାୟାତ 2ଘଣ୍ଟା ରୁ ଅଧିକ ଠପ୍ ହୋଇଥିଲା। ରାସ୍ତାରେ ଟାୟାର ଜାଳି ଆନ୍ଦୋଳନକାରୀ ମୃତକଙ୍କ!-->…
Read More...
Read More...
ରଦ୍ଦ ହେଲା ଉତ୍କଳ ବିଶ୍ଵବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତି
ଭୁବନେଶ୍ୱର: ରଦ୍ଦ ହେଲା ଉତ୍କଳ ବିଶ୍ଵବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତି । ଭାରପ୍ରାପ୍ତ କୁଳପତି ଭାବେ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କ ନିଯୁକ୍ତିକୁ କୁଳାଧିପତି ରଦ୍ଦ କରିଛନ୍ତି । ଜୁଲାଇ ୨୨ରେ କୁଳାଧିପତି ରଦ୍ଦ କରିଥିବା ନେଇ ହାଇକୋର୍ଟଙ୍କୁ ଅବଗତ କଲେ ଆଡଭୋକେଟ ଜେନେରାଲ ।!-->…
Read More...
Read More...
ଓଆଇଏସଏଫ ପାଇଁ ଗଠନ ହେବ ଆଉ ୨ଟି ବାଟାଲିଅନ
ଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି!-->…
Read More...
Read More...