Browsing Category

ରାଜ୍ୟ

ଉପରାଷ୍ଟ୍ରପତି ନିର୍ବାଚନ; ଏମିତି କହିଲେ ବିଜେଡି ବିଧାୟକ, ରାଜନୀତି ସରଗରମ

ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗରେ ବିଜେଡି ବିଧାୟକ ଧ୍ରୁବ ସାହୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ। ବିଜେଡି ଏନଡିଏ ସମର୍ଥିତ ପ୍ରାର୍ଥଙ୍କୁ ସମର୍ଥନ ଜଣାଇବ କି ନାହିଁ ସେ ନିଷ୍ପତ୍ତି ଦଳୀୟ ସୁପ୍ରିମୋ ନେବେ।
Read More...

ଆଜି ଏହି ସବୁ ଜିଲ୍ଲାରେ ଛେଚିବ

ଭୁବନେଶ୍ୱର:ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ସାରାଦିନ ବର୍ଷା ଲାଗିରହିଛି। କୋରାପୁଟରେ ସର୍ବାଧିକ ୬୪.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୪୯.୬
Read More...

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ଏହା ଦେଶ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଥିଲା। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ
Read More...

୬୫ ତମ ଷ୍ଟେଟ ସିନିଅର ଫିଡେ ରେଟିଂ ଚେସ ଚମ୍ପିୟାନସିପ ଉଦଯାପିତ

ବୌଦ୍ଧ, ୧୮/୮ :- ବୌଦ୍ଧ ସେଣ୍ଟ ଜାଭିଅର ପବ୍ଲିକ ସ୍କୁଲରେ ଆୟୋଜିତ ୬୫ ତମ ଷ୍ଟେଟ ସିନିଅର ଫିଡେ ରେଟିଂ ଚେସ ଚମ୍ପିୟାନସିପ ଉଦଯାପିତ ହୋଇଯାଇଛି। ଚଳିତ ମାସ ୧୪ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ରାଜ୍ୟସ୍ତରୀୟ ଚେସ ପ୍ରତିଯୋଗିତାର ଉଦଯାପନୀ ଉତ୍ସବରେ
Read More...

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ,
Read More...

ନବୀନଙ୍କ ସହ କଥା ହେଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ, କାହିଁକି ଜାଣନ୍ତୁ

ଭୁବନେଶ୍ବର: ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ସମର୍ଥନ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ ନବୀନଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ସହ ଏନଡିଏ ପ୍ରାର୍ଥୀ
Read More...

ଲ୍ୟାଣ୍ଡମାଇନ୍ ବିସ୍ଫୋରଣ; ଜଣେ ଡିଆରଜି ଯବାନ ସହିଦ, ତିନି ଗୁରୁତର

ବିଜାପୁର, ୧୮/୦୮ : ଛତିଶଗଡ଼ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ। ଜଣେ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସହିଦ ହୋଇଥିବା ଯବାନ ଜଣଙ୍କ ଦିନେଶ ନାଗ ବୋଲି ଜଣାପଡ଼ିଛି।
Read More...

ଏହି ସବୁ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବଜ୍ରପାତ ପାଇଁ ପୁରୀ, ଖୋର୍ଦ୍ଧା,
Read More...

ଆଜି ମେଡିକାଲରୁ ଡିସ୍‌ଚାର୍ଜ ହୋଇପାରନ୍ତି ନବୀନ

ଭୁବନେଶ୍ୱର: ସୁସ୍ଥ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ଅର୍ଥାତ୍‌ ସୋମବାର ସେ ମେଡିକାଲରୁ ଡିସଚାର୍ଜ ହୋଇପାରନ୍ତି। ସୂଚନାନୁଯାୟୀ, ବାର୍ଦ୍ଧକ୍ୟ ଏବଂ ଡିହାଇଡ୍ରେଶନଜନିତ ଅସୁସ୍ଥତା ପାଇଁ ତାଙ୍କୁ ସମ୍‌ ଅଲ୍‌ଟିମେଟ୍‌ରେ ସନ୍ଧ୍ୟା ପ୍ରାୟ ୫ଟା
Read More...

ଗୃହ, ସେତୁ ଓ ରାସ୍ତା ନିର୍ମାଣର ସବିଶେଷ ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ବର:ଆଜି ମାନ୍ୟବର ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ସ୍ଥିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି l ଗ୍ରାମ୍ୟ ଉନ୍ନୟନ ବିଭାଗର ୬୦ ଟି ବିଭାଜନର
Read More...