Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଭିଜିଲାନ୍ସ ଜାଲରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
ଭୁବନେଶ୍ୱର: ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ।
!-->!-->!-->…
Read More...
Read More...
ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି
ଭୁବନେଶ୍ୱର,୨୩।୭: CBSE ସ୍କୁଲ ଭଳି ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି। ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଛାତ୍ରୀଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି ସରକାର। ରାଜ୍ୟର ସବୁ ସ୍କୁଲରେ ଆଇସିସି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି!-->…
Read More...
Read More...
IAS ସ୍ତରରେ ବଡ଼ ଅଦଳବଦଳ
ଭୁବନେଶ୍ୱର : ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ଅଦଳବଦଳକ୍ରମେ, ଓଡ଼ିଶା ସରକାର ସାରା ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ବଦଳି ଏବଂ ପୋଷ୍ଟିଂ କରିଛନ୍ତି । ଚଞ୍ଚଲ ରାଣାଙ୍କୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି)ର କମିଶନର ଭାବରେ ନିଯୁକ୍ତ କରାଯାଇଛି । ସେହିପରି, ବରିଷ୍ଠ!-->…
Read More...
Read More...
ରାଜ୍ୟପାଳଙ୍କୁ ସାକ୍ଷାତ କଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର- ଆଜି ରାଜଭବନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ଶାସନ, ବିପର୍ଯ୍ୟୟ ପରିଚାଳନା ଏବଂ ରାଜ୍ୟର ସାମଗ୍ରିକ ବିକାଶ ସଂପର୍କରେ ଆଲୋଚନା ହୋଇଥିଲା ।!-->…
Read More...
Read More...
ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ , ଜାଣନ୍ତୁ କେଉଁ ଜିଲ୍ଲା ମାରିଲା ବାଜି
ଭୁବନେଶ୍ୱର-ଆଜି ଭୁବନେଶ୍ୱରର ହୋଟେଲ ମେଫେୟାର ଲାଗୁନ୍ ଠାରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ଏବଂ ଜିଲ୍ଲା ସ୍ତରରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଶେଷ ପର୍ଯ୍ୟାୟ ଆଜି ଏକ ଉତ୍ସବମୁଖର ପରିବେଶରେ ସମାପ୍ତ ହୋଇଯାଇଛି!-->…
Read More...
Read More...
ବୌଦ୍ଧରେ ଧୁମଧାମରେ ପାଳନ ହେବ ଜିଲ୍ଲାସ୍ତରୀୟ 79 ତମ ସ୍ୱାଧୀନତା ଦିବସ
ବୌଦ୍ଧ- ବୌଦ୍ଧଠାରେ ଜିଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସଦଭାବନା ଗୃହ ଠାରେ ମଙ୍ଗଳବାର ଦିବା ଘ. 12.30ମି. ସମୟରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତବର୍ଷର ବିଭିନ୍ନ!-->…
Read More...
Read More...
ଖୁବ୍ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି
ଭୁବନେଶ୍ବର : ଖୁବ୍ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।
ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ!-->!-->!-->…
Read More...
Read More...
ଗିରଫ ହେଲେ DFO ନିତ୍ୟାନନ୍ଦ ନାୟକ
ଭୁବନେଶ୍ୱର :କେନ୍ଦୁଝର କେନ୍ଦୁପତ୍ର ଡିଭିଜନ DFO ନିତ୍ୟାନନ୍ଦ ନାୟକ ଶେଷରେ ଗିରଫ ହୋଇଛନ୍ତି। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ। ୮ ଲକ୍ଷ ୫୦ ହଜାର!-->…
Read More...
Read More...
ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତକୁ ନେଇ ବଢିଲା ଚର୍ଚ୍ଚା
ଭୁବନେଶ୍ୱର: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଆଗକୁ କିଛି ମନ୍ତ୍ରୀ!-->…
Read More...
Read More...
ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଫଳରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି। ମାଲକାନାଗିରି, କୋରାପୁଟ ନବରଙ୍ଗପୁର,!-->…
Read More...
Read More...