Browsing Category

ରାଜ୍ୟ

ସାରା ଦେଶରେ ଖୁବଶୀଘ୍ର ଲାଗୁ ହେବ ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି

ଭୁବନେଶ୍ୱର : ସାରା ଦେଶରେ ଖୁବଶୀଘ୍ର ଲାଗୁ ହେବ ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି । ଦେଶରେ ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସମାନଙ୍କ ୟୁନିଫର୍ମ ଆଉ ରହିବ ନାହିଁ । ଓଡ଼ିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ…
Read More...

ବାତ୍ୟା ପରବର୍ତ୍ତୀ ପରିସ୍ଥିତି ସମ୍ପର୍କିତ ସମୀକ୍ଷା ବୈଠକ, ଖୁବ୍‌ଶୀଘ୍ର କ୍ଷୟକ୍ଷତିର ଆକଳନ କରାଯାଇ ସହାୟତା ପ୍ରଦାନ…

ଭୁବନେଶ୍ୱର:ଆଜି ରାଜସ୍ୱ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ସମୀକ୍ଷା…
Read More...

ଲୋକସେବା ଭବନରେ ସର୍ଟ ସର୍କିଟ୍‌

ଭୁବନେଶ୍ଵର: ଲୋକସେବା ଭବନରେ ଅଗ୍ନିକାଣ୍ଡ। ବିଦ୍ୟୁତ୍ ସର୍ଟ ସର୍କିଟ୍‌ରୁ ଲାଗିଲା ନିଆଁ। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି।  ସୂଚନାନୁଯାୟୀ, ବୁଧବାର ସକାଳ ପ୍ରାୟ ୯ଟା ବେଳେ ଲୋକସେବା ଭବନରେ ଛୋଟ ଧରଣର ଅଗ୍ନିକାଣ୍ଡ…
Read More...

ଏସଆଇ କେଳେଙ୍କାରୀ : ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର: ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ  ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି ମୋଟ ୧୨୧ ଜଣ ଜାମିନ ପାଇଁ କୋର୍ଟରେ…
Read More...

ସଚ୍ଚୋଟତା ଓ ସାଧୁତାର ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର- ଆଜି ଆୟୋଜିତ ଏହି କାର୍ଯ୍ୟକ୍ରମ ଦୁର୍ନୀତି ନିବାରଣ ପାଇଁ କେବଳ ଏକ ପ୍ରତିକାତ୍ମକ କାର୍ଯ୍ୟକ୍ରମ ନୁହେଁ, ଏହା ଦୁର୍ନୀତିଖୋର୍ ଅଧିକାରୀଙ୍କୁ ଏବଂ ଦୁର୍ନୀତିରେ ଲିପ୍ତ ସିଷ୍ଟମକୁ ଦୁର୍ନୀତି ପ୍ରତି ଆମ ସରକାର ଶୂନ୍ୟ ସହନଶୀଳ କଠୋର ବାର୍ତ୍ତା ଦେବା ପାଇଁ ଉଦ୍ଦିଷ୍ଟ କାର୍ଯ୍ୟକ୍ରମ…
Read More...

ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କରେ ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ପ୍ରତ୍ୟେକ ବିପର୍ଯ୍ୟୟରେ ଆମର ଏକମାତ୍ର ଲକ୍ଷ୍ୟ ହେଉଛି ଜିରୋ କାଜୁଆଲ୍‌ଟି । ବାତ୍ୟା ଆନ୍ଧ୍ରପ୍ରଦେଶରେ…
Read More...

ବାତ୍ୟା ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

ଭୁବନେଶ୍ୱର : ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ବାତ୍ୟା ସମୀକ୍ଷା। ପୂର୍ବତଟ ରେଳପଥ ଏବଂ ଦକ୍ଷିଣ କେନ୍ଦ୍ରୀୟ ରେଳପଥର ବରିଷ୍ଠ ଅଧିକାରୀଙ୍କ ସହ ଭର୍ଚୁଆଲରେ ରେଳମନ୍ତ୍ରୀ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ବୈଠକ କରିଛନ୍ତି। ଯାତ୍ରୀଙ୍କ ସୁରକ୍ଷା, ଟ୍ରେନ୍ ନିୟନ୍ତ୍ରଣ,…
Read More...

ପୁରୀରେ ବାତ୍ୟା ପ୍ରଭାବରେ ଗଛ ପଡିଲା

ପୁରୀ : ପୁରୀରେ ବାତ୍ୟାର ପ୍ରଭାବ। ଲଗାଣ ବର୍ଷା ଓ ପବନରେ ପୁରୀର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡି ଥିବା ବେଳେ ଏଵେ ରାସ୍ତା ଉପରେ ନଡିଆ ଗଛ ପଡିଥିବା ଦେଖିବାକୁ ମିଳିଛି। ପୁରୀରେ ଆଜି ପବନର ବେଗ ବଢିଥିବାରୁ ଏହାର ପ୍ରଭାବରେ ବନମାଳୀପୁର ଅଞ୍ଚଳରେ ରାସ୍ତା ଉପରେ ଗୋଟିଏ ନଡିଆ ଗଛ ପଡି ରାସ୍ତା…
Read More...

ବାତ୍ୟା ପାଇଁ ହିନସ୍ତା, ଚିନ୍ତାରେ ଚାଷୀ

ଦଶପଲ୍ଲା : ମନ୍ଥି ପକାଇଲାଣି ମୋନ୍ଥା । ପ୍ରତିବର୍ଷ ଧାନ ଅମଳ ସମୟ ଆସିଲେ ମାଡ଼ିଆସୁଛି ବର୍ଷା, ବନ୍ୟା ଓ ବାତ୍ୟା ପ୍ରଭାବରେ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ତା’ର ପ୍ରଭାବ ଓଡ଼ିଶା ଉପରେ ପଡ଼ିଛି। ୨ଦିନ ଧରି ଝିପିଝିପି ବର୍ଷା ହେବା ଫଳରେ ଖାଲ ଜମିରେ ପାଣି ଜମି…
Read More...

ଅବସରପ୍ରାପ୍ତ ପୁଲିସ କର୍ମଚାରୀଙ୍କ ପୁଅକୁ ହତ୍ୟା: ୩ ଅଭିଯୁକ୍ତ ଗିରଫ

ଦେଓଗାଁ: ଅବସରପ୍ରାପ୍ତ ପୁଲିସ କର୍ମଚାରୀଙ୍କ ପୁଅକୁ ହତ୍ୟା ଘଟଣାରେ ୩ଜଣଙ୍କୁ ଗିରଫ କରିଛି ଦେଓଗାଁ ପୁଲିସ। ଦେଓଗାଁ ଥାନା ବନ୍ଧପଡ଼ା ଓ ଡଙ୍ଗରପଡ଼ା ଗାଁର ୩ଜଣ ଯୁବକଙ୍କୁ ଗିରଫ କରିଛି ପୁଲିସ। ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ।ଅବସରପ୍ରାପ୍ତ ପୁଲିସ କର୍ମଚାରୀଙ୍କ ପୁଅକୁ ହତ୍ୟା କରିବା…
Read More...