Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଗଜପତିରେ ଖାଲି ପଡ଼ିଛି ବିଭିନ୍ନ ବିଭାଗର ପଦାଧିକାରୀ ପଦବୀ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ବିଭିନ୍ନ ବିଭାଗର ପଦାଧିକାରୀ ପଦବୀ ଖାଲି ପଡ଼ିଛି । କ୍ରୀଡ଼ା ଅଧିକାରୀ ପଦବୀ, ପର୍ଯ୍ୟଟନ ଅଧିକାରୀ ପଦବୀ, ମତ୍ସ୍ୟ ଅଧିକାରୀ ପଦବୀ, କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ଏହିପରି ବିଭିନ୍ନ ବିଭାଗର ପଦବୀ ଖାଲି ପଡ଼ିଛି ।!-->…
Read More...
Read More...
ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ସଂଘର୍ଷ ସମିତି ପକ୍ଷରୁ ୧୪ରେ ତିନି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା
ବଲାଙ୍ଗୀର : ପ୍ରତୀକାତ୍ମକ ଧାରଣାରୁ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ବିଗୁଲ ବାଜିବ । ଆସନ୍ତା ୧୪ ତାରିଖରେ ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ସକାଳ ୯ଟାରୁ ଗୋଟାଏ ଯାଏ ଧାରଣା ଦିଆଯିବ । କେନ୍ଦ୍ର ରେଳମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର!-->…
Read More...
Read More...
ଦୁଇ ବାଇକ ମୁହାଁମୁହିଁ ଧକ୍କା,୫ ଗୁରୁତର ଆହତ
ବାଲିଗୁଡ଼ା : ଦାରିଙ୍ଗବାଡ଼ି ୫୯ନମ୍ବର ଜାତୀୟ ରାଜପଥର ଦାରିଙ୍ଗବାଡ଼ିରୁ ସୋରଡ଼ା ରାସ୍ତାର ଅଡାମାହା ଛକ ପାଖ ବୁଲାଣିରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୫ ଜଣ ବାଇକ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠି ସ୍ୱାସ୍ଥ୍ୟ!-->…
Read More...
Read More...
ଆଇଏଏସ୍ ସ୍ତରରେ ଅଦଳବଦଳ: ବଦଳିଲେ ନୟାଗଡ଼ ଜିଲ୍ଲାପାଳ
ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସୋମବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁସାରେ ନୟାଗଡ଼ ଜିଲ୍ଲାପାଳଙ୍କର ବଦଳି ହୋଇଛି। ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କୁ ଓଡ଼ିଶା ରାଜ୍ୟ ମେଡିକାଲ ନିଗମରେ ପରିଚାଳନା!-->…
Read More...
Read More...
ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣା, ଏବିଭିପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
ଫୁଲବାଣୀ :-ବେଲଘର ଥାନା ଅଞ୍ଚଳରେ ଘଟିଥିବା ସପ୍ତମ ଶ୍ରେଣୀ ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ଆଜି ଏବିଭିପି କନ୍ଧମାଳ ତରଫରୁ ସ୍ଥାନୀୟ ସାମ୍ବାଦିକ ସମ୍ମିଳନୀ କକ୍ଷଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ କନ୍ଧମାଳ ସଂଯୋଜକ ରୁଦ୍ରପ୍ରସାଦ ସେଠୀଙ୍କ!-->…
Read More...
Read More...
ପୁରୁଣାକଟକ ପ୍ରାଣୀ ଚିକିତ୍ସାଧିକାରୀ ଭାବେ ଯୋଗ ଦେଲେ ଡା. ମିଲିନ ରାଉତ
ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ପ୍ରାଣୀ ଚିକିତ୍ସାଳୟରେ ବର୍ଷ ବର୍ଷ ଧରି ଖାଲି ପଡ଼ିଥିବା ପ୍ରାଣୀ ଚିକିତ୍ସାଧିକାରୀ ପଦ ପୂରଣ ହୋଇଛି । ଏହି ପଦରେ ଡା. ମିଲିନ ରାଉତ ନୂତନ ଭାବରେ ଯୋଗ ଦେଇ ଖାଲି ସ୍ଥାନ ପୂରଣ କରିଛନ୍ତି । ଡା. ରାଉତ ଭୁବନେଶ୍ୱର ପ୍ରାଣୀ ଚିକିତ୍ସା!-->…
Read More...
Read More...
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ
ପାରଳାଖେମଣ୍ଡି : ଗଜପତି ଜିଲ୍ଲା ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରୀପଦାର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ମିଳିତ ଏହି ଜନ!-->…
Read More...
Read More...
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି!-->…
Read More...
Read More...
ବ୍ଲକ ସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ
ଘୁ ଉଦୟଗିରି: ସ୍ଥାନୀୟ ସମନ୍ୱିତ ସଭା ଗୃହରେ ଆଜି ବ୍ଲକ ସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ସମିତି ଅଧକ୍ଷା ସୁଷମା ପ୍ରଧାନ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ବ୍ଲକ ଅଧିନରେ ଥିବା ୮ ଗୋଟି!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୃନ୍ଦାବତି ନିବାସ ଉଦ୍ଘାଟିତ, ହବିଷ୍ୟାଳୀଙ୍କୁ ଶାଲ ପ୍ରଦାନ କରିବାକୁ ଜିଲ୍ଲା ପ୍ରଶାସନକୁ…
ପୁରୀ : ରାଜ୍ୟ ସରକାରଙ୍କ ହବିଷ୍ୟାଳୀ ଯୋଜନା ଅନ୍ତର୍ଭୁକ୍ତ ପ୍ରମୁଖ ଆକର୍ଷଣ ପାଲଟିଥିବା ବୃନ୍ଦାବତି ନିବାସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନଫରେନି୍ସଂ ମାଧ୍ୟମରେ ଆଜି ସଂଧ୍ୟାରେ ଉଦଘାଟିତ ହୋଇଛି । ଜି +୭ ବିଶିଷ୍ଟ ବୃନ୍ଦାବତି ନିବାସରେ ୧୨୦୦ ହବିଷ୍ୟାଳୀଙ୍କ ରହିବା!-->…
Read More...
Read More...