Browsing Category

ରାଜ୍ୟ

ଜିଲ୍ଲାସ୍ତରୀୟ ୧୫୩ ତମ ଗାନ୍ଧୀ ଜୟନ୍ତୀ ପାଳିତ

ଫୁଲବାଣୀ : ଜିଲ୍ଲା ପ୍ରଶାସନ, କନ୍ଧମାଳ ଏବଂ ମୋହନଦାସ କରମଚାନ୍ଦ ସାଂସ୍କୃତିକ ପରିଷଦ, ଫୁଲବାଣୀଙ୍କ ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଦର ମହକୁମା ଫୁଲବାଣୀଠାରେ ଆଜି ଜିଲ୍ଲାସ୍ତରୀୟ ୧୫୩ ତମ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । କନ୍ଧମାଳ ଜିଲ୍ଲାପାଳ ପାଟିଲ୍‌ ଆଶିଷ ଇଶ୍ୱର ମୁଖ୍ୟ ଅତିଥିଭାବେ
Read More...

ରାମକୃଷ୍ଣ ବାଳାଶ୍ରମରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବୌଦ୍ଧ : ବୀରନରସିଂହପୁର ରାମକୃଷ୍ଣ ବାଳାଶ୍ରମଠାରେ ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତି ତଥା ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ସମାରୋହ ପାଳନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସର୍ବ ପ୍ରଥମରେ ସମସ୍ତ ଅତିଥି ଗଣ ଗାନ୍ଧୀଜିଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲା ଅର୍ପଣ କରିଥିଲେ । ଏହି
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ହରିଶଙ୍କରରେ ସଫେଇ କାର୍ଯ୍ୟକ୍ରମ

ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକର ପବିତ୍ର ପୁଣ୍ୟ କ୍ଷେତ୍ର ତଥା ପର୍ଯ୍ୟଟନ ସ୍ଥଳୀ ହରିଶଙ୍କରଠାରେ ଗାନ୍ଧୀ ଜୟନ୍ତୀ ଅବସରରେ ବ୍ଲକ୍‌ ପ୍ରଶାସନ, ନାନ୍ଦୁପଲା ପଞ୍ଚାୟତ ଓ ମନ୍ଦିର ପ୍ରଶାସନ ତରଫରୁ ରବିବାର ଝରଣା କୂଳ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ଖପ୍ରାଖୋଲ ବିଡ଼ିଓ ରଶ୍ମି
Read More...

୨ୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ: ବିଜୟା ୟୁଥ କ୍ଲବ ବିଜୟୀ

ଜହ୍ନାପଙ୍କ : ବୌଦ୍ଧ ଜିଲ୍ଲା ତାଳଶରଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସଂଗ୍ରାମପୁରରେ ବିଜୟା ୟୁଥ କ୍ଲବ ଆନୁକୂଲ୍ୟରେ ଉଦଘାଟନୀ ମ୍ୟାଚ ସଂଗ୍ରାମପୁର ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଦଘାଟନୀ ମ୍ୟାଚରେ ବିଜୟା ୟୁଥ କ୍ଳବ ବୌଦ୍ଧ ଓ ରଘୁନାଥ କ୍ଳବ ଖୋର୍ଦ୍ଧା ମଧ୍ୟରେ ଖେଳ ହୋଇଥିଲା ।
Read More...

ବୌଦ୍ଧ ବ୍ଳକ ପ୍ରାଥମିକ ଶିକ୍ଷକ ସଂଘ ଗଠିତ

ଜହ୍ନାପଙ୍କ: ବୌଦ୍ଧ ବ୍ଳକ ଖୁଣ୍ଟବନ୍ଧ ପଂଚାୟତ ଅନ୍ତର୍ଗତ ବୁରକଟା ଛକ ନିକଟରେ ଥିବା ଆନନ୍ଦମାର୍ଗ ଆଶ୍ରମରେ ବୌଦ୍ଧ ବ୍ଳକରେ କାର୍ଯ୍ୟରତ ଶିକ୍ଷା ସହାୟକ, ଗଣ ଶିକ୍ଷକ, ଜିଲ୍ଲା ପରିଷଦ ଶିକ୍ଷକ ଓ ପ୍ରାଥମିକ ଶିକ୍ଷକମାନଙ୍କୁ ନେଇ ଜିଲ୍ଲା ସଭାପତି ଦିଲ୍ଲୀପ ପ୍ରଧାନଙ୍କ ସଭାପତିତ୍ୱରେ ଏକ ବୈଠକ
Read More...

ଗଜପତି ବିଜେଡି ପକ୍ଷରୁ ପଦଯାତ୍ରା ଆରମ୍ଭ

ପାରଳାଖେମୁଣ୍ଡି : ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଆଜି ଯେଉଁ ବିକାଶର ଧାରା ଜାରି ରହିଛି ଏବଂ ଆଗାମୀ ଦିନରେ ଯେଉଁ ସବୁ ଉନ୍ନତିମୂଳକ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ, ସେ ବିଷୟରେ ପ୍ରତ୍ୟେକ ରାଜ୍ୟବାସୀଙ୍କୁ
Read More...

ଖପ୍ରାଖୋଲରେ ପୋଲିସ ତରଫରୁ ମେଗା ରକ୍ତଦାନ ଶିବିର

ଖପ୍ରାଖୋଲ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ପରିସରରେ ପୋଲିସ ତରଫରୁ ମେଗା ରକ୍ତଦାନ ଶିବିର ଗାନ୍ଧୀ ଜୟନ୍ତୀ ଅବସରରେ ଅନୁଷ୍ଠିତ ହୋଇଯାଇଛି । ରକ୍ତ ଦାନ ଶିବିରରେ ମୁଖ୍ୟ ଅତିଥି ରୂପେ ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ଯୋଗଦେଇ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ରୂପେ ବଲାଙ୍ଗିର
Read More...

ଲିଙ୍ଗାଗଡ ପଞ୍ଚାୟତରେ ଗାନ୍ଧୀ ଜୟନ୍ତୀରେ ଗ୍ରାମସଭା

ଘୁ ଉଦୟଗିରି: ସ୍ଥାନୀୟ ପଞ୍ଚାୟତ ପରିସରରେ ସରପଞ୍ଚ ଅବଲାକର ପ୍ରଧାନଙ୍କ ନେତୃତ୍ୱରେ ଗାନ୍ଧୀ ଜୟନ୍ତୀ ପାଳିତ ହେବା ସହ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଜିଆରଏସ ପ୍ରଭାତ ଚନ୍ଦ୍ର ପ୍ରଧାନ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଅବଲାକର ପ୍ରଧାନ ମୁଖ୍ୟ
Read More...

ଜିଲ୍ଲା ସ୍ତରୀୟ ୧୫୩ତମ ଗାନ୍ଧୀ ଜୟନ୍ତି ପାଳିତ

ପାରଳାଖେମୁଣ୍ଡି : ଜାତିର ଜନକ ମହାତ୍ମା ଗାନ୍ଧିଜୀଙ୍କ ୧୫୩ତମ ଜିଲ୍ଲା ସ୍ତରୀୟ ଜୟନ୍ତୀ ଉତ୍ସବ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖମୁଣ୍ଡିର ସ୍ଥାନୀୟ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନଠାରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗାବରା ତିରୁପତି ରାଓ,
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀଠାରେ ପାଳିତ ହେଲା ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

ଫୁଲବାଣୀ : ଆଜି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ଫୁଲବାଣୀଠାରେ ପବିତ୍ର ପୁଣ୍ୟଭୂମି ଭାରତମାତାର ସୁଯୋଗ୍ୟ ସନ୍ତାନ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୁଣ୍ୟାତ୍ମା ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜୟନ୍ତୀ ଉତ୍ସବ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ରାଜେନ୍ଦ୍ର କୁମାର ପାଢ଼ୀଙ୍କ ସଭାପତିତ୍ୱରେ
Read More...