Browsing Category

ରାଜ୍ୟ

ହବିଷ୍ୟାଳୀ ମାନଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବାକୁ ପରାମର୍ଶ

ପୁରୀ : ଅକ୍ଟୋବର ୧୦ ତାରିଖ ଠାରୁ ନଭେମ୍ବର ୮ତାରିଖ ପର୍ଯ୍ୟନ୍ତ ମାମାନଙ୍କର ରାଇ ଦାମୋଦର ହବିଷ୍ୟାଳୀ ବ୍ରତ ପୁରୀରେ ଅନୁଷ୍ଠିତ ହେବ । ମା ମାନଙ୍କର ରହିବା, ମହାପ୍ରସାଦ ସେବନ କରିବା ,ଶ୍ରୀଜିଉ ମାନଙ୍କୁ ଦର୍ଶନ କରିବା, ପ୍ରବଚନ ଓ ଆଧ୍ୟାତ୍ମିକ ଆଲୋଚନା ଶୁଣିବା ବ୍ୟବସ୍ଥା କରିବାକୁ
Read More...

ତୃତୀୟ ପର୍ଯ୍ୟାୟରେ ବୌଦ୍ଧ ଜ଼ିଲ୍ଲାରେ ୧୫ଟି ହାଇସ୍କୁଲ ଆନ୍ତର୍ଭୁକ୍ତିକରଣ ହେବ

ବୌଦ୍ଧ,୨୩/୯- ବୌଦ୍ଧଜିଲ୍ଲାରେ ତୃତୀୟ ପର୍ଯ୍ୟାୟରେ ୧୫ଟି ହାଇସ୍କୁଲ ଆନ୍ତର୍ଭୁକ୍ତିକରଣ ପାଇଁ ଆଜି ଆଭାସୀ ଜରିଆରେ ୫ଟି ସଚିବଙ୍କ ସହ ବାର୍ତ୍ତାଳାପ କରାଯାଇଛି । ଏହି ଆଭାସୀ ବୈଠକରେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁ, ଅତିରିକ୍ତ ଜ଼ିଲ୍ଲାପାଳ ବବିତା ରାଣୀ ଦଳବେହେରା, ଜ଼ିଲ୍ଲା
Read More...

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମନ୍ତ୍ରୀ ଟୁକୁନୀ

ବଲାଙ୍ଗିର: ମାନ୍ୟବର ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାର ଉନ୍ନତି ପାଇଁ ସଦା ସର୍ବଦା ପ୍ରୟାସ କରି ଆସିଛନ୍ତି । ସେହି କ୍ରମରେ ଗୁରବାର ଦିନ ଜିଲ୍ଲାର ବିଭିନ୍ନ ପ୍ରକଳ୍ପକୁ କ୍ୟାବିନେଟରେ ମଞ୍ଜୁରି ମିଳିଛି । ଯାହା ଅଗାମୀ ଦିନରେ ଜିଲ୍ଲାର ବିକାଶରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ନିର୍ବାହ କରିବ
Read More...

ଯୁକ୍ତ ୩ ଶେଷବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ବୌଦ୍ଧ,୨୩/୯: ଆଜି ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗରେ +୩ ଶେଷବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରାଣୀବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପିକା ଶ୍ରୀମତୀ ଗୀତାଞ୍ଜଳି ମହାପାତ୍ର ସମ୍ବର୍ଦ୍ଧନା ସଭାକୁ ପରିଚାଳନା କରିଥିଲେ । ଏହି ବୈଠକରେ
Read More...

ଡଙ୍ଗାବୁଡ଼ି ୭୧ ମୃତ

ଦମାସ୍କସ୍ : ଯୁଦ୍ଧଗ୍ରସ୍ତ ସିରିଆରେ ମାନବୀୟ ସଂକଟ ବଢିବାରେ ଲାଗିଛି । ଗୁରୁବାର ରାତିରେ ସିରିଆ ଉପକୂଳରେ ଶରଣାର୍ଥୀ ଓ ପ୍ରବାସୀମାନଙ୍କୁ ନେଇ ଯାଉଥିବା ଏକ ଜାହାଜ ବୁଡ଼ିଯିବାରୁ ୭୧ ଜଣ ଲୋକ ପ୍ରାଣ ହରାଇଛନ୍ତି । ଏହି ଡଙ୍ଗାଟି ଉତ୍ତର ଲେବାନନର ମିନିଆରୁ ବାହାରିଥିଲା ଓ ୟୁରୋପ
Read More...

୩ ବର୍ଷର ଶିଶୁକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୫ ବର୍ଷ ଜେଲ

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ୩ ବର୍ଷର ଶିଶୁକୁ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ୧୨ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଆଧାରରେ ମାମଲାର ଅଭିଯୁକ୍ତ ପ୍ରସନ୍ନ କୁମାର ଡିଗାଲ(୪୨)କୁ ଦୋଷୀ
Read More...

ଦୁର୍ଗାପୂଜା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ : ଦୁର୍ଗାପୂଜା ଓ ଭସାଣୀ ଉତ୍ସବକୁ ଶାନ୍ତି ଶୃଙ୍ଖଳାର ସହ ସଂପନ୍ନ କରିବା ଉଦ୍ଦେଶ୍ୟରେ ଏକ ପ୍ରସ୍ତୁତି ବୈଠକ ସଦଭାବନା ସଭାଗୃହ ଠାରେ ଶୁକ୍ରବାର ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଦୁର୍ଗାପୂଜା ଶାନ୍ତି ଓ ସଦଭାବନାର ପ୍ରତୀକ
Read More...

ଆଳୁ ଫସଲର ବୈଜ୍ଞାନିକ କୃଷି ପ୍ରଣାଳୀ ତାଲିମ ଓ କୁକୁଡ଼ା ଚିଆଁ ବଣ୍ଟନ କାର୍ଯ୍ୟକ୍ରମ

ଘୁ ଉଦୟଗିରି: ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର କନ୍ଧମାଳ ଆନୁକୁଲ୍ୟରେ ଆଳୁ ଫସଲର ବୈଜ୍ଞାନିକ ପ୍ରଣାଳୀରେ ଚାଷ କୌଶଳ ଓ ଉଭୟ ଅଣ୍ଡା ଓ ମାଂସ ପାଇଁ ସୋନାଲି କୁକୁଡ଼ା ଚିଆଁ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ
Read More...

କଳିଙ୍ଗା ପଞ୍ଚାୟତ ଡୁଗୁଡ଼ିପାରି ଗାଁକୁ ନାହିଁ ପକ୍କା ରାସ୍ତା,ଗର୍ଭବତୀଙ୍କୁ ମିଳିପାରୁନି ଆମ୍ବୁଲାନ୍ସ ସେବା

ଘୁ.ଉଦୟଗିରି : କନ୍ଧମାଳ ଜିଲ୍ଲା କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡୁଗୁଡ଼ିପାରି ହେଉଛି ଏକ ରାଜସ୍ୱ ଗ୍ରାମ ଯାହାର ଜନ ସଂଖ୍ୟା ପ୍ରାୟ ୨ହଜାର ହେବ । ଦୁଃଖର ବିଷୟ ଦେଶ ସ୍ୱାଧୀନତା ପାଇବାର ୭୫ ବର୍ଷ ପୂରଣ ଅବସରରେ ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ସମିତି କାର୍ଯ୍ୟାଳୟ ଠାରୁ ମାତ୍ର ୮
Read More...

ଗଜପତି ଜିଲ୍ଲାର କୃଷି ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କ ବଦଳି କେବେ?

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର କୃଷି ବିଭାଗର କାର୍ଯ୍ୟରତ କର୍ମଚାରୀମାନେ ଦୀର୍ଘ ଦଶ ବର୍ଷରୁ ଉର୍ଦ୍ଧ୍ୱ କାର୍ଯ୍ୟରତ ଥିବାର ଅଭିଯୋଗ ହେଉଛି । ସେମାନଙ୍କୁ ବଦଳି ହେଉନଥିବା ଅଭିଯୋଗ ହେଉଛି । ପଦୋନ୍ନତି ହୋଇ ମଧ୍ୟ ପୁଣି ସେହି କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବାର ଅଭିଯୋଗ ହେଉଛି । କୃଷି
Read More...