Browsing Category

ରାଜ୍ୟ

କନ୍ଧମାଳ ଆସୁଛନ୍ତି ବିଜେପି ରାଜ୍ୟ ସଭାପତି ,ତ୍ରିରଙ୍ଗା ଯାତ୍ରା ଓ ସ୍ବାମୀଜୀଙ୍କ ଆଶ୍ରମ କରିବେ ଗସ୍ତ,

ଫୁଲବାଣୀ : ଲଗାତାର ଦ୍ଵିତୀୟ ଥର ରାଜ୍ୟ ବିଜେପି ସଭାପତି ପଦ ଅଳଙ୍କୃତ କରିବା ପରେ ପ୍ରଥମ ଥର ପାଇଁ କନ୍ଧମାଳ ଜିଲ୍ଲାକୁ ଦୁଇ ଦିନିଆ ଗସ୍ତ କରିବେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେଥିପାଇଁ ଚଳଚଞ୍ଚଳ ଜିଲ୍ଲା ବିଜେପି ଶିବିର। ଆସନ୍ତା ୧୩ ଓ ୧୪ ତାରିଖ ଦୁଇ ଦିନ ଜିଲ୍ଲା ଗସ୍ତ କରିବେ
Read More...

ବୁଗୁଡ଼ା ପାନୀୟଜଳ ପ୍ରକଳ୍ପରେ ଅବ୍ୟବସ୍ଥା ,ଠିକ୍ ରେ ମିଳୁନି ପାଣି !

ଦଶପଲ୍ଲା : ନାମକୁ ମାତ୍ର ଚାଲୁଛି ପାନୀୟ ଜଳ ପ୍ରକଳ୍ପ , ହେଲେ ଲୋକଙ୍କୁ ମିଳୁନି ମୁନ୍ଦାଏ ପିଇବା ପାଣି । କେଉଁ ସାହିକୁ ପାଣି ଯାଉଛି ତ ପୁଣି କେଉଁ ସାହିକୁ ନାହିଁ। ଚାତକ ଭଳି ପାଣିକୁ ଚାହିଁ ବସୁଛବି ଗ୍ରାମବାସୀ। ଏଭଳି ସ୍ଥିତିରେ ଦାଉ ସାଜୁଛି ଅଘୋଷିତ ବିଦ୍ୟୁତକାଟ୍ । ୨ ମିନିଟ୍
Read More...

୫ ଜିଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ ସମ୍ପର୍କରେ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,: ୫ ଜିଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ ସମ୍ପର୍କରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ବଡ଼ ସୂଚନା ଦେଇଛନ୍ତି। କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ ଜିଲାରେ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବନ୍ୟାରେ ମୋଟ ୬ କୋଟି ୬୬ ଲକ୍ଷ ୧୭ ହଜାର ୫୫ ଟଙ୍କା
Read More...

ଦାୟିତ୍ୱ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି

ଭୁବନେଶ୍ୱର: ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଶୋଭନା ମହାନ୍ତି। ଯୋଗ ଦେବା ପରେ ସେ କହିଛନ୍ତି, କେହି ଆଇନଠାରୁ ଊଦ୍ଧର୍‌ବରେ ନୁହନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେଲା ଦାୟିତ୍ୱ ନେଇଛି,
Read More...

ପୁଣି ତାଜା ହେଲା ପିହୁ ନିଖୋଜ ଘଟଣା, ଜିଲ୍ଲାପାଳଙ୍କୁ ଭେଟି ନ୍ୟାୟ ଭିକ୍ଷାକଲେ ମାଆ

ଯାଜପୁର: ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅନ୍ତର୍ଗତ ମଧୁସୂଦନପୁର ଗ୍ରାମର କୁନିଝିଅ ପିହୁ ଅପହରଣ ଘଟଣାକୁ ୫ ବର୍ଷ ପୁରିଲା। ଆଜି ପର୍ଯ୍ୟନ୍ତ ବିଂଝାରପୁର ଥାନା କିମ୍ବା ଯାଜପୁର ଜିଲ୍ଲା ପ୍ରଶାସନ ପିହୁର ଅସ୍ତିତ୍ବ ଖୋଜି ପାରିଲାନାହିଁ | ପିହୁର ପରିବାରକୁ ସରକାର ନ୍ୟାୟ ଦେଇ ପାରିଲେ
Read More...

ଆସୁଛି ଲଘୁଚାପ : ଆସନ୍ତାକାଲିଠାରୁ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର :  ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ। ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଦକ୍ଷିଣ
Read More...

ମହିଳାଙ୍କ ବେକ କାଟି ହତ୍ୟା କଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ବ୍ରହ୍ମପୁର: ବ୍ରହ୍ମପୁର ପୋଲିସ ଜିଲାର ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀମା ନଗରରେ ସୋମବାର ଭୋରରେ ଏକ ଜଘନ୍ୟକାଣ୍ଡ ଘଟିଛି। ଭଡ଼ା ଘରେ ରହୁଥିବା ଜଣେ ମହିଳା ଓ ତାଙ୍କ ଝିଅକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ରହିଥିବା ଝିଅକୁ
Read More...

ଗଞ୍ଜାମର କୁଶଳୀ ମାନବସମ୍ବଳକୁ ଉପଯୋଗ କରି ରୋଜଗାରର ନୂଆ ସୁଯୋଗ ତିଆରି କରିବା- ଧର୍ମେନ୍ଦ୍ର ପ୍ରଧାନ

ଛତ୍ରପୁର, ଅଗଷ୍ଟ ୧୦ – ଅପାର ସମ୍ଭାବନାର ଅଞ୍ଚଳ ଗଞ୍ଜାମ ହେଉଛି କଳା, ଦକ୍ଷତା ଏବଂ ପରିଶ୍ରମୀ ଲୋକଙ୍କ ସହର । ଗଞ୍ଜାମ ଜିଲ୍ଲାର ବିକାଶ ନ ହେଲେ ବିକଶିତ ଓଡ଼ିଶାର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ । ଗଞ୍ଜାମର ବ୍ୟବସାୟିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆମକୁ ଯୋଜନା କରିବାକୁ
Read More...

ପୋଲିସ ହାତରେ ବନ୍ଧା ହେଲେ ନକଲି ଗୁମାସ୍ତା

ପୁରୀ: ପୋଲିସ ହାତରେ ବନ୍ଧା ହେଲେ ନକଲି ଗୁମାସ୍ତା। ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିଏନଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି ଗୁମାସ୍ତାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ
Read More...

ରାଷ୍ଟ୍ରପତି ଭବନରେ ରାକ୍ଷୀ ପୂର୍ଣ୍ଣିମା ପାଳିଲେ ଏକଲବ୍ୟ ଆବାସିକ ବିଦ୍ୟାଳୟର ବିଦ୍ୟାର୍ଥୀ

ଭୁବନେଶ୍ବର-ରାଷ୍ଟ୍ରପତି ଭବନରେ ମାନ୍ୟବର ରାଷ୍ଟ୍ରପତିଙ୍କ ସହ ରାକ୍ଷୀ ପୂର୍ଣ୍ଣିମା ପାଳିଛନ୍ତି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର 20 ଜଣ ବିଦ୍ୟାର୍ଥୀ । ସୁନ୍ଦରଗଡ଼ ଓ କନ୍ଧମାଳ ଜିଲ୍ଲାର ଲାଇଂ, ଭବାନୀପୁର, ମହାସିଙ୍ଗ ଓ ଫିରିଙ୍ଗିଆ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଦ୍ୟାର୍ଥୀ ଓ 4
Read More...