Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କଟକ ସାଂସଦ, ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ବିଷୟରେ ଆଲୋଚନା
ଭୁବନେଶ୍ୱର : ଆଜି କଟକ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି।
ବୈଠକରେ, କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ, ଏକ!-->!-->!-->…
Read More...
Read More...
ସୌମ୍ୟାଶୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ଭାବେ ପାଳିବ କଂଗ୍ରେସ
ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍ଏମ୍ କଲେଜ ମୃତ ଛାତ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବ କଂଗ୍ରେସ। ପିସିସି ସଭାପତି ଭକ୍ତ ଚରଣ ଦାସ ଘୋଷଣା କରି କହିଛନ୍ତି,!-->…
Read More...
Read More...
ଆସୁଛି ଆଉ ଏକ ଲଘୁଚାପ, ୨୪ରୁ ଛେଚିବ
ଭୁବନେଶ୍ୱର,୧୮।୭: ଆସୁଛି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଲଘୁଚାପ ଘନିଭୂତ ହେବା ନେଇ ସ୍ପଷ୍ଟ ସୂଚନା ଜଣାପଡିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଅନ୍ୟପକ୍ଷେ ଆଭ୍ୟନ୍ତରୀଣ!-->!-->!-->…
Read More...
Read More...
କଟକଣା ପ୍ରତ୍ୟାହାର କଲେ ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ
କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପିକାଙ୍କ ପାଇଁ ପୂର୍ବ କଟକଣା ପ୍ରତ୍ୟାହାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। ଘଣ୍ଟାଏରେ ବଦଳିଗଲା ନୋଟିସ। ସାଢ଼େ ୫ଟା ପରେ ବି କ୍ୟାମ୍ପସରେ ରହିପାରିବେ ଛାତ୍ରୀ ଓ ମହିଳା କର୍ମଚାରୀ। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ!-->…
Read More...
Read More...
ରେଭେନ୍ସା ବିଶ୍ୱବିଦ୍ୟାଳୟ ପକ୍ଷରୁ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି
କଟକ: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା ପରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି । ଏଣିକି ଅପରାହ୍ଣ ସାଢ଼େ ୫ଟା ପରେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ରେ କୌଣସି ଅଧ୍ୟାପିକା, ମହିଳା କର୍ମଚାରୀ କିମ୍ବା!-->…
Read More...
Read More...
ଦେଢଶୁରଙ୍କ କୋଦାଳ ଚୋଟରେ ଭାଇବୋହୂଙ୍କ ମୃତ୍ୟୁ
କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ଢେପାଗୁଡା ଗ୍ରାମରେ ଦେଢଶୁରଙ୍କ କୋଦାଳ ଚୋଟରେ ଭାଇବୋହୂଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ପରିବାର ଲୋକଙ୍କ କହିବା ଅନୁଯାୟୀ ଆଜି ସକାଳେ ଭାଇ ବୈମାଝୀ ପ୍ରେପକା ନିଜ ବିଲକୁ ଯାଇ କାମ କରୁଥିବା!-->!-->!-->…
Read More...
Read More...
ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର:ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ!-->…
Read More...
Read More...
ମାଡ଼ିଗଲା ଟ୍ରେନ୍: ଜଣେ ମୃତ, ୨ ଗୁରୁତର
ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ ସମୟରେ ଟ୍ରେନ୍ ଓ ଟ୍ରଲି ରହିବାରୁ!-->…
Read More...
Read More...
କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ, ଜନତା ହେଉଛନ୍ତି ହଇରାଣ
ଭୁବନେଶ୍ବର- ବାଲେଶ୍ବର କଲେଜ ଛାତ୍ରୀଙ୍କୁ ନ୍ୟାୟ ଦେବାକୁ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ କରାଯାଇଥିବା ବେଳେ ଅନ୍ୟପଟେ ଓଡିଶା ବନ୍ଦ ପାଇଁ ସମସ୍ୟା ଭୋଗୁଛନ୍ତି ସାଧାରଣ ଲୋକ। ଗାଡି ଚଳାଚଳ ହେଉନଥିବାରୁ ଭୁବନେଶ୍ୱର ରେଳ ଷ୍ଟେସନ ବାହାରେ ଶତାଧିକ ଲୋକଙ୍କ ଭିଡ ଜମିଛି। ଏହି ଭିଡ ଭିତରେ ବି!-->…
Read More...
Read More...
ରାଜ୍ୟ କ୍ୟାବିନେଟ୍ରେ ୧୩ଟି ପ୍ରସ୍ତାବକୁ ମଂଜୁରୀ
ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ ନିର୍ମାଣ,!-->…
Read More...
Read More...