Browsing Category

ରାଜ୍ୟ

ଗଜପତି ଜିଲ୍ଲା ଗସ୍ତରେ ରାଜ୍ୟ ବିଧାନସଭା ସଦାଚାର କମିଟି , ଜିଲ୍ଲାର ଉଚ୍ଚ ପଦାଧିକାରୀଙ୍କ ସହିତ ଆଲୋଚନା

ପାରଳାଖେମୁଣ୍ଡି: ରାଜ୍ୟ ବିଧାନସଭା ସଦାଚାର କମିଟି ପକ୍ଷରୁ ଦିନିକିଆ ଗଜପତି ଜିଲ୍ଲା ଗସ୍ତ କରି ଜିଲ୍ଲାର ଉଚ୍ଚ ପଦାଧିକାରୀଙ୍କ ସହିତ ଜନପ୍ରତିନିଧିଙ୍କ ଅଭିଯୋଗ ଉପରେ କିଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେ ସମ୍ପର୍କରେ ସମୀକ୍ଷା କରାଯାଇଛି ।ବିଧାନସଭା ସଦାଚାର କମିଟିର
Read More...

ଘୁନସରଠାରେ ପଞ୍ଚାୟତ ଲୋକସେବା ଶିବିର

ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକ ଘୁନସରଠାରେ ପଞ୍ଚାୟତ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିପିଓ ସୁଶାନ୍ତ ପାଣି ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ବ୍ଲକ ବିଡ଼ିଓ ରଶ୍ମିରଞ୍ଜନ ରାଉତ, ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଲାଠୋର ଥାନା ଅଧିକାରୀ ଝସକେତନ ଭୋଇ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Read More...

ଧୋଇଗଲା ବେଳା ମାର୍ଗ ସୁରକ୍ଷା ପ୍ରାଚୀର

ପୁରୀ : ବିପଦରେ ପୁରୀ କୋଣାର୍କ ମେରାଇନ ଡ୍ରାଇଭ ରାସ୍ତା । ବେଳା ମାର୍ଗରେ ସମୁଦ୍ର ଜୁଆର ମାଡ଼ ଯୋଗୁ ଭୁଶୁଡିଲା ସୁରକ୍ଷା ପ୍ରାଚୀର । ଧୋଇ ଗଲା ବେଳା ମାର୍ଗ ସୁରକ୍ଷା ପ୍ରାଚୀର । ଏହାର ପ୍ରଭାବରେ ୩୩କେଭିର ବିଦ୍ୟୁତ ଖୁଣ୍ଟ ଦୁଇଟି ଉପୁଡି ଯାଇଛି । ପୂର୍ଣ୍ଣମୀ ପ୍ରଭାବରେ ଆଶାନ୍ତ ସମୁଦ୍ର
Read More...

ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର

ବୌଦ୍ଧ,୧୨/୯- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଠାରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜ଼ିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ଶୁଣାଣୀ
Read More...

ହବିଷ୍ୟାଳୀଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ପୁରୀ -କାର୍ତ୍ତିକ ମାସରେ ଶ୍ରୀଜିଉ ଙ୍କ ପାଖରେ ହବିଷ ବ୍ରତ କରିବାକୁ ହବିଷ୍ୟାଳୀ ମାନେ ପୁରୀ ଆସିଥାନ୍ତି। ରାଜ୍ୟ ସରକାର ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସେହି ହବିଷ୍ୟାଳୀ ମାନଙ୍କ ରହିବା,ଶ୍ରୀଜିଉଙ୍କ ଦର୍ଶନ, ପୂଜା ବ୍ୟବସ୍ଥା,ଖାଇବା ଇତ୍ୟାଦିର ସୁ ବନ୍ଦୋବସ୍ତ ବିଗତ ବର୍ଷ ମାନଙ୍କ ରେ
Read More...

କନ୍ଧମାଳ ଜିଲ୍ଲାରେ ଆପ ପକ୍ଷରୁ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ଫୁଲବାଣୀ:କନ୍ଧମାଳ ଜିଲ୍ଲା ଆପ ପକ୍ଷରୁ ଆଜି ମାଷ୍ଟରପଡ଼ାର ପାରିଜାତ କଲ୍ୟାଣ ମଣ୍ଡପରେ ଏକ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମ ଆରମ୍ଭରେ ସମସ୍ତ ଆପ କ୍ରାନ୍ତିକାରୀଙ୍କ ଉପସ୍ଥିତିରେ ମାଦିକୁନ୍ଦା ଛକ ଠାରୁ ପଦଯାତ୍ରା କରି ସଭା ସ୍ଥଳକୁ ଆସିଥିଲେ । ଜିଲ୍ଲା
Read More...

ରାଜ୍ୟସ୍ତରୀୟ କରାଟେ ପେଞ୍ଚାକ ସିଲାଟ ସେମିନାର ଉଦ୍‌ଯାପିତ

ନବରଙ୍ଗପୁର: ରାଜ୍ୟ ସ୍ତରୀୟ ପେଞ୍ଚାକ ସିଲାଟ ସେମିନାର ସ୍ଥାନୀୟ ଗାନ୍ଧିନଗର ସ୍ଥିତ ବୈଭବ କଲ୍ୟାଣ ମଣ୍ଡପ ପରିସରରେ ମୁଖ୍ୟ ଅତିଥି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀଙ୍କ ଦ୍ୱାରା ଉଦଯାପିତ ହୋଇଯାଇଛି । ସ୍ୱାସ୍ଥ୍ୟ ପାଇଁ ପ୍ରତ୍ୟେକଙ୍କୁ କ୍ରୀଡ଼ା ସହ ଜଡିତ ରହିବା ଉଚିତ ବୋଲି ମତ ପ୍ରକାଶ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ
Read More...

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ, ଯୋଗଦେଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଭିନିତ୍‌ ଅଗ୍ରୱାଲ

ଘୁ.ଉଦୟଗିରି : ଆଜି ସ୍ଥାନୀୟ ସମିତି ପ୍ରେକ୍ଷାଳୟଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଜିଲ୍ଲା ମୁଖ୍ୟ ଆରକ୍ଷୀ ଅଧିକ୍ଷକ ଭିନିତ୍‌ ଅଗ୍ରୱାଲ, ଉପ ଜିଲ୍ଲାପାଳ ଦୁଃଖୀବନ୍ଧୁ ନାୟକ,
Read More...

ଝରିଗାଁ ବ୍ଲକ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ନବରଙ୍ଗପୁର: ଝରିଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୫୪ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୨ ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ୪୨ଗୋଟି
Read More...