Browsing Category

ରାଜ୍ୟ

ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,:ଭୁବନେଶ୍ୱର ଠାରେ ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭କୁ 'ବିକଶିତ ଭାରତ' ଗଠନର ଏକ ବଳିଷ୍ଠ ଆଧାର ବୋଲି ଅଭିହିତ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ 'ସବକା
Read More...

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଇକୋନୋମିକ୍‌ ରିଜିଅନ୍‌ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଇକୋନୋମିକ୍‌ ରିଜିଅନ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଲୋକସଭା ଭବନରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଛି । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇ କହିଛନ୍ତି ଯେ ଭିତ୍ତିଭୂମିର
Read More...

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର:ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ୬୨ ସ୍ବତନ୍ତ୍ର ଟ୍ରେନ ଚଲାଇବାକୁ ଯୋଜନା କରିଛି। ଏହା ଦେଶର ପ୍ରମୁଖ ସହରଗୁଡ଼ିକୁ ସଂଯୋଗ କରିବ। ଏହି ସ୍ବତନ୍ତ୍ର ଟ୍ରେନଗୁଡ଼ିକ
Read More...

ଶ୍ରୀଜୀଉଙ୍କୁ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ପୁରୀ- ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆର୍ଶୀବାଦ ନେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଧର୍ମେନ୍ଦ୍ର ପ୍ରଧାନ ଅରୁଣସ୍ତମ୍ବକୁ ମୁଣ୍ଡିଆ ମାରି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ପ୍ରାୟ 25 ମିନିଟ ଶ୍ରୀଯୁକ୍ତ ପ୍ରଧାନ
Read More...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ

ଭୁବନେଶ୍ୱର: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି
Read More...

ପିଲାମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍‌ରେ ପରୀକ୍ଷାର ସମୟ। ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କରିଛନ୍ତି ପରୀକ୍ଷା ପେ ଚର୍ଚ୍ଚା
Read More...

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର

ଭୁବନେଶ୍ବର : ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର । କ୍ଷତିଗ୍ରସ୍ତଙ୍କୁ ପୁଣି ମିଳିଲା ସମୟ । ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ପୁଣି ସମୟ ଦେଲେ ରାଜ୍ୟ ସରକାର । ମାର୍ଚ୍ଚ ମାସ ୩୧ ତାରିଖ ଯାଏଁ ଟଙ୍କା ଫେରସ୍ତ ପ୍ରକ୍ରିୟା ଜାରି ରହିବ । ଜାନୁଆରୀ ୩୧ ତାରିଖ ଯାଏଁ ଥିବା ଅବଧିକୁ
Read More...

ଏଣିକି ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର। ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ ବୋଲି ଜଣାପଡ଼ଛି। ସରକାରୀ ଘର ଚିହ୍ନଟ ପାଇଁ ଗୃହ ଏବଂ
Read More...

ଫୁଲବାଣୀ ସମେତ ବିଭିନ୍ନ କୋର୍ଟକୁ ବୋମା ଧମକ,ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। କଟକ, ପୁରୀ, ସମ୍ବଲପୁର ଏବଂ ଫୁଲବାଣୀ କୋର୍ଟ ପରିସରରେ ଏବେ ହାଇ-ଆଲର୍ଟ ଜାରି କରାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ
Read More...

ବିବାହ ପୂର୍ବରୁ ନିଜକୁ ଗୁଳି କଲେ କନେଷ୍ଟବଳ, ଚାଲିଗଲା ଜୀବନ

ନୟାଗଡ: ନୟାଗଡ ରିଜର୍ଭ ପୋଲିସରେ କର୍ତ୍ତବ୍ୟରତ ପୋଲିସ କନେଷ୍ଟବଳ ମୃତ୍ୟୁ । କନେଷ୍ଟବଳ ହେଉଛନ୍ତି ରିଜର୍ଭ ପୋଲିସ ସୁନୀଲ୍ ସେଠି (୨୩) । ସେ ନିଜ ସରକାରୀ ବନ୍ଧୁକରେ ନିଜକୁ ନିଜେ ଗୁଳି କରି ଆତ୍ମହତ୍ୟା କରିଛନ୍ତି । ମୃତ ବ୍ୟକ୍ତିଙ୍କ ଘର ହେଉଛି ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଳକ ବାହାଡାଝୋଲା
Read More...