Browsing Category

ରାଜ୍ୟ

ଗାଧୋଇବା ବେଳେ ଭାସିଗଲେ ଦୁଇଭାଇ

ସୁବର୍ଣ୍ଣପୁର:  ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ବନ୍ଧପାଲି  ପଞ୍ଚାୟତ ଅନ୍ତର୍ଗତ ମାଝୀମୁଣ୍ଡା ଗ୍ରାମରେ  ଥିବା ଧର୍ମଦାଣ୍ଡି ନାଳରେ ଗାଧୋଉଥିବା ବେଳେ ଦୁଇଜଣ ବ୍ୟକ୍ତି ନିଖୋଜ ହୋଇ ଯାଇଥିବା ଜଣାପଡିଥିଲା,  ହେଲେ ଆଜି ବଡ଼ଭାଇ ଟିକେଶ୍ଵର ଙ୍କ ଶବ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ଜଣେ ଅଦ୍ୟାବଧି
Read More...

କୃଷି ଋଣ ପ୍ରଦାନ କ୍ଷେତ୍ରରେ ସ୍ଵଚ୍ଛତା ରଖିବାକୁ ସରକାର ପ୍ରତିବଦ୍ଧ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର :ଚାଷୀଙ୍କୁ କୃଷି ଋଣ ପ୍ରଦାନ କ୍ଷେତ୍ରରେ ସ୍ଵଚ୍ଛତାକୁ ପ୍ରାଥମିକତା ଦିଆଯିବ । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକୃତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଯଥା ସମୟରେ ବୀମା କମ୍ପାନୀ କ୍ଷତି ପୂରଣ ପ୍ରଦାନ କରିବେ । ସମବାୟ ମାଧ୍ୟମରେ ଫସଲ ଋଣ ପ୍ରଦାନ ଓ ପ୍ରଧାନମନ୍ତ୍ରୀ ଫସଲ ବୀମା
Read More...

ରତ୍ନ ଭଣ୍ଡାର ମଣତି ଗଣତି ବେଳେ ଉପସ୍ଥିତ ରହିବେ ରିଜର୍ଭ ବ୍ୟାଙ୍କର ଦୁଇ ଜଣ ଅଧିକାରୀ

ଖୋର୍ଦ୍ଧା : ରତ୍ନ ଭଣ୍ଡାର ମଣତି ଗଣତି ବେଳେ ଉପସ୍ଥିତ ରହିବେ ରିଜର୍ଭ ବ୍ୟାଙ୍କର ଦୁଇ ଜଣ ଅଧିକାରୀ ।  ଏଥି ପାଇଁ ଦୁଇ ଜଣ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ
Read More...

ଓଲିଉଡ ଅଭିନେତା ପାର୍ଥସାରଥୀ ଗିରଫ

ଭୁବନେଶ୍ୱର: ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟଙ୍କୁ ବଡ଼ଗଡ଼ ଥାନା ପୋଲିସ ଗିରଫ କରିଛି। ଜାମିନବିହୀନ ଗିରଫ ପରୱାନା (NBW) ଆଧାରରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ (JMFC) କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପାର୍ଥସାରଥୀ କୋର୍ଟ
Read More...

ଲଗାଣ ବର୍ଷାରେ ଭୁଶୁଡ଼ିଲା ଘରକାନ୍ଥ, ମହିଳା ଗୁରୁତର

ବାରକୋଟ: ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକରେ ଲଗାଣ ବର୍ଷାରେ ବଲଣ୍ଡା ପଞ୍ଚାୟତ ଇନ୍ଦ୍ରଣୀଝରଣ ଗ୍ରାମର ଛାମୁ ମୁଣ୍ଡାରୀ ଘରକାନ୍ଥ ଭୁଶୁଡ଼ିଛି। ଏହି ଘଟଣାରେ ତାଙ୍କ ସ୍ତ୍ରୀ ରାନ୍ଧା ମୁଣ୍ଡାରୀ ଙ୍କ ଜଙ୍ଘ ଭାଙ୍ଗି ତିନିଖଣ୍ଡ ହୋଇଯାଇଛି । ମିଳିଥିବା ସୂଚନା ଅନୁସାରେ ଗତ ୧୨ ଦିନ ହେବ ଏଠାରେ ଲଗାଣ
Read More...

ବିଜେଡି ଛାଡିଥିଲେ, କଂଗ୍ରେସରେ ଯୋଗଦେଲେ ସୁନୀତା ବିଶ୍ୱାଳ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ ବିଜୁ ଜନତା ଦଳ (ବିଜେଡି) ଛାଡ଼ି ପୁଣି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଏହି ଖବର ରାଜ୍ୟ ରାଜନୀତିରେ ଏକ ହଲଚଲ ସୃଷ୍ଟି କରିଛି। ଯାହା ବିଜେଡି ପାଇଁ ଏକ ବଡ଼ ଝଟକା ବୋଲି କୁହାଯାଉଛି। ସୁନୀତା
Read More...

ତୃତୀୟ ଦିନରେ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ

ଭୁବନେଶ୍ୱର : ୬ ଦଫା ଦାବି ନେଇ ଚାଲିଥିବା ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ଆଜି ତୃତୀୟ ଦିନରେ ପହଞ୍ଚିଛି । ସରକାରଙ୍କ ସହ ମହାସଂଘର ମାରାଥନ୍ ବୈଠକ ବିଫଳ ହେଲା ପରେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି । ସରକାର ଲିଖିତ ପ୍ରତିଶ୍ରୁତି ନଦେବାରୁ ଆନ୍ଦୋଳନ ଜାରି ରହିବ ବୋଲି ମହାସଂଘ
Read More...

ଡ୍ରାଇଭରଙ୍କ ଆନ୍ଦୋଳନକୁ ନେଇ ବଡ କଥା କହିଲେ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ପ୍ରସଙ୍ଗରେ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗୁରୁବାର ରାତି ସୁଦ୍ଧା ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଯିବ। ଡ୍ରାଇଭରମାନଙ୍କ ପ୍ରାୟ ଦାବି ସରକାର ମାନି
Read More...

ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ବାହାରିଲା ନୀଳାଚଳ ଅବଢ଼ା

ପୁରୀ- ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ବାହାରିଲା ନୀଳାଚଳ ଅବଢ଼ା । ନୀଳାଚଳ ଅବଢ଼ା ପାଇବାକୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା । ରଥଯାତ୍ରାରେ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିର ଯିବା ପରେ ରଥ ଉପରେ ଶୁଖିଲା ଭୋଗ ଲାଗି କରାଯାଇଥିଲା । ମହାପ୍ରଭୁ ରତ୍ନବେଦୀକୁ
Read More...

ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭରେ ଓଡ଼ିଶା କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ପୁରସ୍କାରରେ ସମ୍ମାନିତ

ଭୁବନେଶ୍ବର-ଓଡ଼ିଶାକୁ କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ଭାବରେ ମାନ୍ୟତା ଦେଇ ଏଗ୍ରିକଲଚର ଟୁଡେ ଗ୍ରୁପ୍ ଦ୍ୱାରା ପ୍ରତିଷ୍ଠିତ ଏଗ୍ରିକଲଚର ଲିଡ଼ରସିପ ପୁରସ୍କାର ପ୍ରଦାନ କରାଯାଇଛି। କୃଷି କ୍ଷେତ୍ରରେ ଭାରତର ଅଗ୍ରଣୀ ଗଣମାଧ୍ୟମ ଏଗ୍ରିକଲଚର ଟୁଡେ ଗ୍ରୁପ୍ ଦ୍ୱାରା ଆୟୋଜିତ ୧୬ତମ ଏଗ୍ରିକଲଚର
Read More...