Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବୌଦ୍ଧ: ଆନ୍ତଃଜିଲ୍ଲା ସାହାଣି କପ୍ ଫୁଟ୍ବଲ୍ ଚାମ୍ପିଅନସିପ୍ ପାଇଁ ପ୍ରସ୍ତୁତି ବୈଠକ
ବୌଦ୍ଧ,୯/୭:- ଓଡିଶା ଫୁଟବଲ ଆସୋସିଏସନ ଦ୍ୱାରା ଆୟୋଜିତ ୬୪ତମ ଆନ୍ତଃ ଜିଲ୍ଲା ସାହାଣି କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଚଳିତବର୍ଷ ବୌଦ୍ଧ ଜିଲ୍ଲା ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଥିପାଇଁ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ!-->…
Read More...
Read More...
କଂଗ୍ରେସ ଏସସି ସେଲ ରାଜ୍ୟ ଉପସଭାପତି ହେଲେ ଚିତ୍ତରଞ୍ଜନ ନିଆଲ
ଧର୍ମଗଡ଼:-କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଦୁର୍ଗମ ଚିକିଲି ଗ୍ରାମର ଚିତ୍ତରଞ୍ଜନ ନିଆଲ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଅନୁସୂଚିତ ଜାତି ବିଭାଗ ବା ଏସସି ସେଲର ରାଜ୍ୟ ଉପସଭାପତି ଭାବେ ମନୋନୀତ ହୋଇଛନ୍ତି । ଏନେଇ କଳାହାଣ୍ଡି ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି ।!-->…
Read More...
Read More...
ପରିବର୍ତ୍ତିତ ହେଲା ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପରୀକ୍ଷା ପରିଚାଳନା
ଭୁବନେଶ୍ବର:ଓଡ଼ିଶା ସରକାରଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ, ୨୦୧୦ ରେ ସଂଶୋଧନ କରାଯାଇ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର (ସଂଶୋଧନ) ଅଧିନିୟମ, ୨୦୨୫ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି । ନୂତନ ସଂଶୋଧନ ଅନୁଯାୟୀ ପ୍ରତ୍ୟେକ ଶିକ୍ଷାବର୍ଷ ଶେଷରେ!-->…
Read More...
Read More...
ଦୁର୍ଘଟଣା ଜଣେ ମୃତ ; ବର୍ତ୍ତିଲେ ବିଧାୟକ ଓ ପରିବାର
ସିମୁଳିଆ: ବାଇକକୁ ପଛପଟୁ ଧକ୍କା ଦେଲା କାର, ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ l ସୂଚନାରୁ ପ୍ରକାଶ ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ୧୬ନଂ ଜାତୀୟ ରାଜପଥ ଜାମୁଝାଡି ନିକଟରେ ପଶ୍ଚିମବଙ୍ଗର ଜଣେ ବିଧାୟକଙ୍କ ଗାଡି ସ୍କୁଟି ଚାଳକଙ୍କୁ ଧକ୍କା ଦେବାରୁ ଘଟଣା ସ୍ଥଳରେ ସ୍କୁଟି ଚାଳକଙ୍କର!-->…
Read More...
Read More...
ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ
ଛତ୍ରପୁର: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ। ସେ ଛତ୍ରପୁର ବ୍ୟାଙ୍କ କଲୋନୀ ଭଡ଼ା ଘରୁ ନିଜ ଘରୁ ଅଫିସ ଯାଉଥିବା ସମୟରେ!-->…
Read More...
Read More...
ଜଗା ପ୍ରଧାନଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ଜାମିନ ମିଳିଛି। ଖୋର୍ଦ୍ଧା ଜିଲା ଦୌରାଜଜ ତାଙ୍କୁ ଜାମିନ ପ୍ରଦାନ କରିଥିବା ଜଣାପଡିଛି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଛି ଜାମିନ। ନିକଟରେ BMC ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ ଗିରଫ ହୋଇଥିଲେ।
Read More...
Read More...
ଡ୍ରାଇଭର ସଂଘ ସହ ବୈଠକ କରିବେ ସରକାର
ଭୁବନେଶ୍ୱର: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ଆଲୋଚନା!-->…
Read More...
Read More...
ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରକୁ ମିଳିବ ପକ୍କା ଘର
ଭୁବନେଶର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରାଯିବ। ଏହି ଘୋଷଣା ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କରିଛନ୍ତି।
ମନ୍ତ୍ରୀ ନାୟକ କହିଛନ୍ତି, “ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ!-->!-->!-->…
Read More...
Read More...
ମନମୋହନ ସାମଲ ପୁଣି ଭାଜପା ରାଜ୍ୟ ସଭାପତି
ଭୁବନେଶ୍ୱର: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି।
ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ!-->!-->!-->…
Read More...
Read More...
ଏକକାଳୀନ ତିନି ସନ୍ତାନ ପ୍ରସବ କଲେ କୁଟିଆ ଜନଜାତି ମହିଳା
ବାଲିଗୁଡ଼ା :କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ର କୁଟିଆକନ୍ଧ ଅଂଚଳ ଭାବେ ପରିଚିତ ବେଲଘର ପଂଚାୟତ ।ସେହି ପଂଚାୟତର ଜଣେ କୁଟିଆ ମହିଳା ବେଲଘର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ୱାଭାବିକ ଭାବରେ ଏକକାଳୀନ ତିନିଟି ସନ୍ତାନ ପ୍ରସବ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟି ଯାଇଛି।ସେ!-->…
Read More...
Read More...