Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜାତୀୟ କ୍ରୀଡ଼ା ଦିବସ ପାଳିଲେ ରଟିଙ୍ଗିଆ ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ
ଘୁ.ଉଦୟଗିରି :- ସ୍ଥାନୀୟ ପଞ୍ଚାୟତ ସମିତି ଅନ୍ତର୍ଗତ ରଟିଙ୍ଗିଆ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ସମୁଦାୟ ୩୧ ଜଣ!-->…
Read More...
Read More...
ଘୁ. ଉଦୟଗିରିଠାରେ ବ୍ଲକ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ
ଘୁ. ଉଦୟଗିରି :- ସ୍ଥାନୀୟ ବ୍ଳକ କାର୍ଯ୍ୟାଳୟସ୍ଥିତ ସଭା ଗୃହରେ ସମନ୍ୱିତ ଶିଶୁ ବିକାଶ ବିଭାଗ ପକ୍ଷରୁ ଶିଶୁ ସୁରକ୍ଷା ଅଧିକାରିଣୀ ସାବିତ୍ରୀ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଶିଶୁ ସୁରକ୍ଷା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ!-->…
Read More...
Read More...
ଅବ୍ୟବସ୍ଥା ଘେରରେ ଘୁ.ଉଦୟଗିରି ପଦାସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ : ୮ ଟି ଶ୍ରେଣୀ ପାଇଁ ୩ ଟି କକ୍ଷ, ୪ ଜଣ ଶିକ୍ଷକ
ଘୁ.ଉଦୟଗିରି : ସରକାରଙ୍କ ବିଚିତ୍ର ଶିକ୍ଷା ବ୍ୟବସ୍ଥା କାମଚଳାରେ ଚାଲିଛି ସ୍କୁଲ । ସ୍ଥାନୀୟ ପରିଷଦ ଅନ୍ତର୍ଗତ ୧ ନମ୍ବର ୱାର୍ଡ଼ ପଦାସାହି ଠାରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ । ଘୁ. ଉଦୟଗିରି ପ୍ରବେଶ ପଥରେ ଥିବା ପ୍ରଥମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଯେଉଁଠି ପ୍ରଥମ ଶ୍ରେଣୀ!-->…
Read More...
Read More...
ଭାରସାମ୍ୟ ହରାଇ ବିଲକୁ ଖସିଲା ଅଟୋ: ଜଣେ ମୃତ
ବାଲିଗୁଡ଼ା: ଆଧାର କାର୍ଡ ସଂଶୋଧନ କରିବାକୁ ଯିବାବେଳେ ଅଘଟଣ । ଭାରସାମ୍ୟ ହରାଇ ବିଲକୁ ଖସିଲା ଅଟୋ । ଦୁର୍ଘଟଣାରେ ୧୫ ଯାତ୍ରୀ ଆହତ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଅନ୍ତର୍ଗତ ବୁଡାଗୁଡ଼ା!-->…
Read More...
Read More...
ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିକଟରେ ହସ୍ତଗତ ହୋଇଛି ବନ୍ୟା ଓ ବର୍ଷା ଜନିତ କ୍ଷୟକ୍ଷତି ରିପୋର୍ଟ । ଲଗାଣ ବର୍ଷା ଓ ପରବର୍ତ୍ତୀ ବନ୍ୟାରେ ରାଜ୍ୟର ବ୍ୟାପକ ଫସଲ କ୍ଷୟକ୍ଷତି ହୋଇଛି । ଏଥିଯୋଗୁଁ ୨୪ଟି ଜିଲ୍ଲାର ଚାଷୀ ପ୍ରଭାବିତ ହୋଇଛନ୍ତି । ୧୦ଟି ଜିଲ୍ଲା ଚାଷୀଙ୍କର ଅଧିକ କ୍ଷୟକ୍ଷତି!-->…
Read More...
Read More...
ଭାରସାମ୍ୟ ହରାଇ ବିଲକୁ ଖସିଲା ଅଟୋ; ୧୫ଆହତ, ଦୁଇ ଗୁରୁତର
ବାଲିଗୁଡ଼ା:ଆଧାର କାର୍ଡ ସଂଶୋଧନ କରିବାକୁ ଯିବାବେଳେ ଅଘଟଣ । ଭାରସାମ୍ୟ ହରାଇ ବିଲକୁ ଖସିଲା ଅଟୋ । ଦୁର୍ଘଟଣାରେ ୧୫ ଯାତ୍ରୀ ଆହତ ହୋଇଥିବାବେଳେ ଦୁଇଜଣ ଗୁରୁତର ଥିବା ଜଣାପଡ଼ିଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଅନ୍ତର୍ଗତ ବୁଡାଗୁଡ଼ା ଅଞ୍ଚଳରେ!-->…
Read More...
Read More...
ବ୍ଲକ କଳା ସଂସ୍କୃତି ସଂଘ ପକ୍ଷରୁ ବିଡିଓଙ୍କୁ ଦାବିପତ୍ର ପ୍ରଦାନ
ଫୁଲବାଣୀ,୩୦/୮- କନ୍ଧମାଳ ଜିଲ୍ଲା ଖଜୁରିପଡ଼ା ବ୍ଳକର ବଲସକୁମ୍ପା ଓ ଦୁତିପଡ଼ା ପଞ୍ଚାୟତ କଳା ସଂସ୍କୃତିସଂଘର ସଦସ୍ୟମାନେ ସ୍ଥାନୀୟ ସୋରାଦେଇ ଠାକୁରାଣୀ ରାସ୍ତାରୁ ୧୦୦ରୁ ଉର୍ଦ୍ଧ୍ୱ କଳାକାରମାନେ ଏକତ୍ରିତ ହୋଇ ଶାନ୍ତିପୂର୍ଣ୍ଣ ରାଲି ମାଧ୍ୟମରେ ବାହାରି ବିଡ଼ିଓ କାର୍ଯ୍ୟାଳୟରେ ପହଞ୍ଚି ଏକ!-->…
Read More...
Read More...
ମିଶନ ଜୀବିକା ପକ୍ଷରୁ ଧାନ କଳ ଓ ଚୂନା କଳ ବଣ୍ଟନ
ପାରଳାଖେମୁଣ୍ଡି,୩୦/୮- ଗଜପତି ଜିଲ୍ଲା ରାୟଗଡ ବ୍ଳକର ୨୦ ଗୋଟି ସ୍ୱୟଂ ସହାୟକ ଗୋଷ୍ଠୀକୁ ପାରଳାଖେମୁଣ୍ଡି ଆଦିବାସୀ ଉନ୍ନୟନ ସଂସ୍ଥାର ମିଶନ ଜୀବିକା ପକ୍ଷରୁ ୧୨ ଗୋଟି ଧାନ କଳ ଓ ୮ ଗୋଟି ଚୂନା କଳ ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ବ୍ଳକ ଅଧ୍ୟକ୍ଷ । ପୂର୍ଣ୍ଣବାସୀ ନାୟକ ପ୍ରଦୀପ!-->…
Read More...
Read More...
ନୂଆଁଖାଇରେ ମିଳିବ କାଳିଆ ଟଙ୍କା
ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସିର ଖବର । ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ସହାୟତା । କାଳିଆ ଯୋଜନାରେ ଉପକୃତ ହେବେ ୪୧ ଲକ୍ଷ ଚାଷୀ ।ଖବର ଅନୁଯାୟୀ, ରାଜ୍ୟରେ ଚାଷୀଙ୍କ ସହାୟତା ପାଇଁ ୨୦୧୯ରେ ରାଜ୍ୟ ସରକାର କାଳିଆ ଯୋଜନା ଆରମ୍ଭ କରିଥିଲେ । ବର୍ଷକୁ କିସ୍ତି ଆକାରରେ ଚାଷୀଙ୍କ!-->…
Read More...
Read More...
ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡା ଦିବସ ପାଳିତ
ପାରଳାଖେମୁଣ୍ଡି : ଜିଲ୍ଲା ସ୍ତରୀୟ ଜାତୀୟ କ୍ରୀଡା ଦିବସ ପାଳନ ଅବସରରେ ଜିଲ୍ଲା ପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି ଜାତୀୟ କ୍ରୀଡ଼ା ଦିବସ ହକିର ଯାଦୁଗର ଧ୍ୟାନଚାନ୍ଦଙ୍କର ଜନ୍ମ ବାର୍ଷିକୀ ଅବସରରେ ସାରା ଦେଶ ଜାତୀୟ କ୍ରୀଡା ଦିବସ ପାଳନ କରୁଛି । ଏହି ଅବସରରେ!-->…
Read More...
Read More...