Browsing Category

ରାଜ୍ୟ

ଦାଦନ ଶ୍ରମିକମାନଙ୍କ ସଚେତନତା ଶିବିର

ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକର ବୁଢ଼ୀବାହାଲ ଗ୍ରାମରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଖପ୍ରାଖୋଲର ନେତୃତ୍ୱରେ ଦାଦନ ଶ୍ରମିକମାନଙ୍କ ସଚେତନତା ପାଇଁ ଗୋଟିଏ ଶିବିର ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ଡ଼.ସୁଜିତ କୁମାର ଶତପଥୀଙ୍କ ଅଧ୍ୟକ୍ଷତା କରି ଦାଦନ ଶ୍ରମିକମାନଙ୍କୁ ସରକାରୀ ଯୋଜନା ବିଷୟରେ
Read More...

ନିଲମ୍ବିତ ହେଲେ ଫରେଷ୍ଟର ଓ ଫରେଷ୍ଟ ଗାର୍ଡ

କେନ୍ଦୁଝର: କେନ୍ଦୁଝର ସଦର ରେଞ୍ଜର କୃଷି ବିଜ୍ଞାନ କେନ୍ଦ୍ରରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗତ ୨୪ ତାରିଖ ରାତିରେ ଆଖି ବୁଜିଥିଲେ ୨ ମାଈ ହାତୀ । ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ସଦର ରେଞ୍ଜ ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ କରାଯାଇଛି । ନିଲମ୍ବିତ ୨ ଜଣ ହେଲେ
Read More...

କିଆକଟା ପଞ୍ଚାୟତବାସୀଙ୍କ ସମସ୍ୟା ଶୁଣିଲେ ନଳିନୀ ପ୍ରଧାନ, ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ

କିଆକଟା : ଗତ ଲଘୁଚାପ ବର୍ଷାରେ ମହାନଦୀରେ ବନ୍ୟା ଯୋଗୁଁ ଆଠମଲ୍ଲିକ ବ୍ଲକର ପ୍ରାୟ ଅଧିକାଂଶ ପଞ୍ଚାୟତ କ୍ଷତିଗ୍ରସ୍ତ ହୋଇଛି । ସେଥି ମଧ୍ୟରୁ ତିନୋଟି ପଞ୍ଚାୟତ ଯଥା-ଅଏଡା, ଲୁହାସିଙ୍ଗା, ଜାମୁଡୋଲି ଅଧିକ କ୍ଷତିଗ୍ରସ୍ତ ହେବା ସହ ୨୬ଟି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଥିଲେ । ଏହି ସବୁ
Read More...

ଜାତୀୟ କ୍ରୀଡା ସପ୍ତାହରେ ଆୟୋଜିତ ହେଲା ଜିଲ୍ଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା

ସୁବର୍ଣ୍ଣପୁର: ଜାତୀୟ କ୍ରୀଡା ସପ୍ତାହ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଏବଂ ସୁବର୍ଣ୍ଣପୁର ଜିଲ୍ଲା ସନ୍ତରଣ ସଂଘ ତରଫରୁ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ସନ୍ତରଣାଗାରରେ ଜିଲ୍ଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ମୁଖ୍ୟ
Read More...

ଶଗଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ବୌଦ୍ଧ,୨୯ା୮: ବୌଦ୍ଧଜିଲ୍ଲା ବୌଦ୍ଧ ବ୍ଳକର ଶଗଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ଉପସ୍ଥିତିରେ ଏହି
Read More...

କୃଷିବୀମା ପାଉଣା ଦବୀରେ ଖପ୍ରାଖୋଲ ତହସିଲ ସମ୍ମୁଖରେ ଚାଷୀଙ୍କ ଧାରଣା

ଖପ୍ରାଖୋଲ : ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ୨୦୨୧ କୃଷିବୀମା ରାଶି ପାଉଣା ଦାବୀରେ ସୋମବାର ଚାଷୀ ଧାରଣା ଦେଇଥିଲେ । ବୀମା କମ୍ପାନୀର ଟାଲଟୁଳ ନୀତି ବିରୋଧରେ ସ୍ଥାନୀୟ ପେଟ୍ରୋଲ ପମ୍ପ ଠାରେ ଏକତ୍ରିତ ହୋଇ ବିଭିନ୍ନ ସ୍ଲୋଗାନ ଦେଇ ବିକ୍ଷୋଭ ଶୋଭାଯାତ୍ରରେ ତହସିଲ କାର୍ଯ୍ୟାଳୟରେ
Read More...

ମାଁ ଇଷ୍ଟଦେବୀ ଯୁବକଳା ପରିଷଦର ସମ୍ବର୍ଦ୍ଧନା ସଭା

ଫୁଲବାଣୀ:କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅଧିନସ୍ଥ ବଲସକୁମ୍ପା ପ୍ରସିଦ୍ଧ ସ୍ଥାନ ମାଁ ବରାଳଦେବୀଙ୍କ ସ୍ଥାନୀୟ ମାଁ ଇଷ୍ଟଦେବୀ ଯୁବକଳା ପରିଷଦ ଅଗ୍ରଣୀ ଯୁବକ ସଂଘ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସଂଘର ନବ ନିର୍ବାଚିତ ସଭାପତି ବୈଦ୍ୟନାଥ ବେହେରାଙ୍କ ସୂଚନା
Read More...

ସେପ୍ଟେମ୍ବର ୬ରେ ପୁରୀରେ ଗଣେଶ ପୂଜା ଭସାଣୀ

ପୁରୀ : ପୁରୀ ସହରର ଗଣେଶ ପୂଜା ଭସାଣୀ ସେପ୍ଟେମ୍ବର ୬ ତାରିଖରେ ଅନୁଷ୍ଠିତ ହେବ । ଭସାଣୀରେ ସାମିଲ ହେବାକୁ ଚାହୁଁ ଥିବା ମେଢ଼ମାନେ ଶରଧାବାଲିରେ ଏକତ୍ରିତ ହେବା ପରେ ମଙ୍ଗଳାହାଟ ସ୍ଥିତ ଅସ୍ଥାୟୀ ବିସର୍ଜନ ପୋଖରୀରେ ମୂର୍ତ୍ତି ବିସର୍ଜନ କରାଯିବ ବୋଲି ସର୍ବସମ୍ମତ ନିଷ୍ପତ୍ତି ନିଆଯାଇଛି ।
Read More...

ଗନ୍ଧରାଡି କଲେଜରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଜହ୍ନାପଙ୍କ : ବୌଦ୍ଧ ବ୍ଳକ ଅନ୍ତର୍ଗତ ଜହ୍ନାପଙ୍କ ଗନ୍ଧରାଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅଧ୍ୟକ୍ଷ ପ୍ରଭାତ କୁମାର ଶତପଥୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଅଶୋକ କୁମାର ପାଣ୍ଡିଆ ଯୋଗ ଦେଇ ଛାତ୍ର
Read More...

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୭ ବର୍ଷ ଜେଲ

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରା ଜଜ ଏବଂ ସ୍ୱତନ୍ତ୍ର ପୋକ୍ସ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ୧୨ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପୀଡ଼ିତାଙ୍କ ବୟାନ ଆଧାରରେ ମାମଲାର ଅଭିଯୁକ୍ତ କୁଶ ପରିଛାକୁ ଦୋଷୀ
Read More...