Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
୧୨ରୁ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଏକ ଘୂର୍ଣ୍ଣିବଳୟ ଆସନ୍ତା ୧୩ ଅଗଷ୍ଟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁସାରେ, ଏହି ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘନୀଭୂତ!-->…
Read More...
Read More...
ଫୁଲବାଣୀ ଆଦର୍ଶ ଥାନା ବୁଲି ଦେଖିଲେ ସତ୍ୟସାଇ ହାଇସ୍କୁଲର ଛାତ୍ରଛାତ୍ରୀ
ଫୁଲବାଣୀ: କନ୍ଧମାଳ ଏସପି ହରିଶ ବିଶିଙ୍କ ନିର୍ଦ୍ଦେଶ କ୍ରମେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ପୋଲିସର କାର୍ଯ୍ୟକାରିତା ଏବଂ ଆବଶ୍ୟକ ସ୍ଥଳେ ସାଧାରଣ ବ୍ୟକ୍ତିଙ୍କ ସମେତ ଛାତ୍ରଛାତ୍ରୀମାନେ ମଧ୍ୟ ସିଧାସଳଖ ଆସି ଫୁଲବାଣୀ ଆଦର୍ଶ ଥାନା ରେ ସେମାନଙ୍କର ଅଭିଯୋଗ କରିପାରିବା ନେଇ ଏକ ଏକ୍ସପୋଜର!-->…
Read More...
Read More...
ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା
ପୁରୀ : ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା ର ପରମ୍ପରା ବହୁ ପ୍ରାଚୀନ। କୃଷ୍ଣ ଜନ୍ମ ଠାରୁ କଂସ ବଧ ପର୍ଯ୍ୟନ୍ତ ମନ୍ଦିର ଭିତରେ ଓ ବାହାରେ ଏହି ନୀତି ଗୁଡିକ ଅନୁଷ୍ଠିତ ହୋଇଥାଏ। ଚଳିତ ବର୍ଷ ଆଠସାହି ଆଖଡା ମିଳିତ ସମନ୍ୱୟ ସମିତି ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ସହଯୋଗରେ!-->…
Read More...
Read More...
ପଞ୍ଚଭୂତରେ ଲୀନ ହେଲା ଖଣ୍ଡପଡ଼ା ରାଜାଙ୍କର ପାର୍ଥିବ ଶରୀର
ଖଣ୍ଡପଡ଼ା :ଖଣ୍ଡପଡ଼ା ରାଜା ବିଭୂତିଭୂଷଣ ସିଂହ ମର୍ଦ୍ଦରାଜଙ୍କର ବୁଧବାର ରାତିରେ ପରଲୋକ ହୋଇଥିବା ବେଳେ ସର୍ବସାଧାରଣଙ୍କ ଅନ୍ତିମ ଦର୍ଶନ ନିମନ୍ତେ ତାଙ୍କର ପାର୍ଥିବ ଶରୀରକୁ ଖଣ୍ଡପଡ଼ା ରାଜବାଟି ପରିସରସ୍ଥିତ ଏକ କକ୍ଷରେ ରଖାଯାଇଥିଲା। ଶୁକ୍ରବାର ଦିବା ୧୨ଘଣ୍ଟା ସମୟରେଏକ ସୁସଜ୍ଜିତ ଯାନ!-->…
Read More...
Read More...
ମହାପ୍ରଭୁଙ୍କୁ ସପରିବାର ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ପୁରୀ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ପରିବାର ସହ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ମହାପ୍ରଭୁ ଙ୍କୁ ଦର୍ଶନ ପରେ ମହାପ୍ରଭୁଙ୍କ ଚାଲିଥିବା ଝୁଲଣ ଯାତ୍ରା ମୁଖ୍ୟମନ୍ତ୍ରୀ ତାଙ୍କ ପତ୍ନୀଙ୍କ ସହ ରହି ଦେଖିଥିଲେ। ପରେ ମୁକ୍ତି ମଣ୍ଡପ!-->…
Read More...
Read More...
ସବୁଜ ସଡକ ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ
ଭୁବନେଶ୍ୱର: ସହରାଞ୍ଚଳ ମାନଙ୍କରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।
ଶ୍ରୀମତୀ ପାଢୀ ସହରାଞ୍ଚଳ!-->!-->!-->…
Read More...
Read More...
ରାଜ୍ୟରେ ଜୈବ-ଅର୍ଥନୀତିର ବିକାଶ ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର:ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁକ ଯୋଗଦାନ କରିବାର!-->…
Read More...
Read More...
ମାଧୁରୀ ଦୀକ୍ଷିତଙ୍କୁ ଏକ ବର୍ଷ ପାଇଁ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସାଡର ଭାବେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର-ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା "ଏକତା" କୁ ଉଦ୍ଘାଟନ କରି କହିଛନ୍ତି ଯେ ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ। ଆମର 'ହସ୍ତତନ୍ତ କ୍ଷେତ୍ର' କେବଳ ଏକ!-->…
Read More...
Read More...
ଓଡ଼ିଶାର ହସ୍ତତନ୍ତ କାଳଜୟୀ ସୌନ୍ଦର୍ଯ୍ୟ ଓ ପରମ୍ପରାର ନିଚ୍ଛକ ନିଦର୍ଶନ-ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, ଅଗଷ୍ଟ ୦୭ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ‘ଜାତୀୟ ହସ୍ତତନ୍ତ ଦିବସ’ ଅବସରରେ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତ ବସ୍ତ୍ର ପିନ୍ଧି ସଂସଦ କାର୍ଯ୍ୟରେ ସାମିଲ ହୋଇ ଖୁସିପ୍ରକାଶ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ସାଂସଦମାନଙ୍କ ସହିତ ଗର୍ବର ସହ!-->…
Read More...
Read More...
ଚାକିରି ଆଶୟୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର, ଖବଶୀଘ୍ର ପୂରଣ ହେବ ଏତିକି ପଦବୀ
ଭୁବନେଶ୍ୱର,୭ା୮: ଓଡ଼ିଶା ସରକାର ୧୦ଟି ବିଭାଗରେ ଖାଲି ପଡ଼ିଥିବା ଗ୍ରୁପ୍ ‘ସି’ ଶ୍ରେଣୀର ୨୨,୮୯୬ଟି ପଦବୀ ଖୁବଶୀଘ୍ର ପୂରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ସଚିବ ଏହି ନିଯୁକ୍ତି ପ୍ରକ୍ରିୟା ୨୦୨୫ ଅଗଷ୍ଟ ୩୧ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା!-->!-->!-->…
Read More...
Read More...