Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଜ୍ୟରେ ସର୍ବୋତ୍ତମ ମନ୍ଦିର ପରିଚାଳନା ନେଇ ଆସିବ ମାର୍ଗଦର୍ଶିକା:ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର-ରାଜ୍ୟରେ ଥିବା ପୁରାତନ ମନ୍ଦିର ଗୁଡିକର ଶୃଙ୍ଖଳିତ ରୀତିନୀତି ଓ ପରିଚାଳନା ନେଇ ସର୍ବୋତ୍ତମ ନୀତି ଆସିବ I ଏଥି ସହିତ ମନ୍ଦିରର ଉନ୍ନତିକରଣ ଓ ସଂରକ୍ଷଣକୁ ମଧ୍ୟ ଗୁରୁତ୍ୱ ଦିଆଯିବ I ଏଥିଲାଗି ଅନ୍ୟ ରାଜ୍ୟ ଯଥା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି!-->…
Read More...
Read More...
ଭଙ୍ଗା କୁଡିଆରେ ବିତୁଛି ଜୀବନ,୮୦ ବର୍ଷ ପରେ ବି ମିଳୁନି ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା
ଗଣିଆ : ୮୦ ବର୍ଷ ପରେ ବି ମିଳୁନି ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା । ବ୍ଳକ ଅଫିସ ଧାଇଁ ଧାଇଁ ଚପଲ ସରିଗଲାଣି । ଗଣିଆ ବ୍ଳକ ବଡ଼ସିଲିଙ୍ଗା ପଞ୍ଚାୟତ ସେନେପେରୀ ଗ୍ରାମର ଗୁରୁଦେବ ନାୟକ ଏବଂ ତାଙ୍କ ପତ୍ନୀ ଭଗବତୀ ନାୟକଙ୍କୁ ନେଇ ତାଙ୍କ ପରିବାର । ପୁଅଟିଏ ଥିଲା ଯେ ତାକୁ ଗୁଣି ଗାରେଡ଼ି କରି!-->…
Read More...
Read More...
ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି : ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା
ଭୁବନେଶ୍ୱର:ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି । ବିକଶିତ ଓଡ଼ିଶା ୨୦୩୬ରେ ଓଡ଼ିଶାକୁ ଏକ ଅପପୁଷ୍ଟି ମୁକ୍ତ ରାଜ୍ୟରେ ପରିଣିତ କରିବା ହେଉଛି ଆମର ଲକ୍ଷ୍ୟ । ଏହି ଲକ୍ଷ୍ୟ ପୂରଣ ଦିଗରେ ଶିଶୁ ପ୍ରକଳ୍ପ ଅଧିକାରୀମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି!-->…
Read More...
Read More...
ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର-ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ!-->…
Read More...
Read More...
ସୁଭଦ୍ରା ଯୋଜନା ସଂପର୍କରେ ବଡ କଥା କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଭୁବନେଶ୍ୱର:ଅଗଷ୍ଟ ୯ ତାରିଖରେ ପଡ଼ୁଛି ଏଥର ରାଖି ପୂର୍ଣ୍ଣିମା। ଏହି ଦିନ ସୁଭଦ୍ରା କିସ୍ତି ପ୍ରଦାନ କରାଯିବ। ୨ ଲକ୍ଷ ମହିଳାଙ୍କୁ ଏଥିରୁ ବାଦ୍ ଦିଆଯାଇଛି।ପ୍ରଥମ କିସ୍ତି ନେଲା ପରେ ଆୟକର ରିଟର୍ନ ଦେଇଛନ୍ତି, କିଏ ଗାଡ଼ି କିଣିଛନ୍ତି, ଏବଂ କାହାର ୫ ଏକର ଜମି ଥିବା କାରଣରୁ ସେମାନଙ୍କୁ!-->…
Read More...
Read More...
ଏହି ସବୁ ଜିଲାରେ ହୋଇପାରେ ବଜ୍ରପାତ ସହ ପ୍ରବଳ ବର୍ଷା
ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର!-->…
Read More...
Read More...
‘ବିକଶିତ ଭାରତ’ର ସ୍ୱପ୍ନକୁ ସାକାର କରିବା ଦିଗରେ ଜାତୀୟ ଶିକ୍ଷା ନୀତି ସବୁଠୁ ପ୍ରଭାବଶାଳୀ ଅସ୍ତ୍ର –…
ନୂଆଦିଲ୍ଲୀ/ଭୁବନେଶ୍ୱର: 'ବିକଶିତ ଭାରତ' କେବଳ ଏକ ଭିଜନ ନୁହେଁ ବରଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଦିଆଯାଇଥିବା କାମକୁ କାର୍ଯ୍ୟକାରୀ କରିବା ଦିଗରେ ଏକ ଶକ୍ତିଶାଳୀ ଆହ୍ୱାନ । ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବାକୁ ହେଲେ ଜାତୀୟ ଶିକ୍ଷା ନୀତି ସବୁଠାରୁ ପ୍ରଭାବଶାଳୀ!-->…
Read More...
Read More...
ଆକାଂକ୍ଷୀ ଜିଲ୍ଲା ମାନଙ୍କର ଆକାଂକ୍ଷା ପୂରଣ ହେବ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ରାଜ୍ୟ କନଭେନସନ କେନ୍ଦ୍ର ଠାରେ ଯୋଜନା ଏବଂ ସଂଯୋଜନ ବିଭାଗ ପକ୍ଷରୁ ଆୟୋଜିତ ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଠାରୁ ଏକ ସପ୍ତାହ ବ୍ୟାପି ଆକାଂକ୍ଷା ହାଟ ଅଭିଯାନ ଆରମ୍ଭ କରିବା ପାଇଁ ଘୋଷଣା କରିଛନ୍ତି। ଏହି!-->…
Read More...
Read More...
୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
ଭୁବନେଶ୍ବର: ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଭିତରକନିକାର ବଉଳା କୁମ୍ଭୀର ପର୍ପ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଥିବା ବେଳେ ଏହି ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଗତ ମେ’ ପହିଲାରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ!-->…
Read More...
Read More...
ସାତକୋଶିଆରେ ନାହାନ୍ତି ବାଘ: ପିସିସିଏଫ
ଭୁବନେଶ୍ୱର: ପିସିସିଏଫ ପ୍ରେମ କୁମାର ଝା ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ସାତକୋଶିଆରେ ବାଘ ଶୂନ୍ୟ ହୋଇଯାଇଥିବା ପିସିସିଏଫ ଝା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସାତକୋଶିଆକୁ କୌଣସି ବାଘ ଆଣିବାକୁ ଯୋଜନା ନାହିଁ। ୫ ବର୍ଷ ତଳେ ସାତକୋଶିଆରେ ବାଘ ରହିଥିଲେ, ବର୍ତ୍ତମାନ ଆଉ ବାଘ ନ ଥିବା!-->…
Read More...
Read More...