Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
“ଆଦିବାସୀ ଶକ୍ତି ସମାବେଶ” ସଂସ୍କୃତି ଓ ପରମ୍ପରାର ଏକ ଅପୂର୍ବ ମିଳନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ!-->…
Read More...
Read More...
ସୁବ୍ରତ ସେନାପତିଙ୍କୁ ଯୁବ ପୁରସ୍କାର ଓ ରାଜକିଶୋର ପାଢୀଙ୍କୁ ମିଳିବ ବାଳ ସାହିତ୍ୟ ପୁରସ୍କାର
ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ ହୋଇଛି। ଓଡ଼ିଆ ଲେଖକ ସୁବ୍ରତ ସେନାପତିଙ୍କୁ ଯୁବ ପୁରସ୍କାର ଓ ରାଜକିଶୋର ପାଢୀଙ୍କୁ ମିଳିବ ବାଳ ସାହିତ୍ୟ ପୁରସ୍କାର। ଉଭୟଙ୍କୁ ପୁରସ୍କାର ବାବଦରେ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ। ସୁବ୍ରତ!-->…
Read More...
Read More...
ସ୍ବାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କଲା ସ୍ତ୍ରୀ
ଗଞ୍ଜାମ: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଗାଁରୁ ଆସିଛି ପୁଣି ପାରିବାରିକ କଳହର କରୁଣ ପରିଣତି। ସ୍ବାମୀଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ କରିଥିଲେ ସ୍ତ୍ରୀ।ଖବର ପାଇ ଘଟଣାସ୍ଥଳରେ ଧରାକୋଟ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ସ୍ତ୍ରୀକୁ ଅଟକ!-->…
Read More...
Read More...
ଆଗେଇଲା ମୌସୁମୀ, ରାଜ୍ୟରେ ବଡ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି । ଏବେ ରହିଛି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ । ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇ ଆଉ ଟିକିଏ ଘନୀଭୂତ ହେବ ଆସନ୍ତା ୨୪ ଘଣ୍ଟାରେ । ଏପଟେ ମୌସୁମୀ ଆଗେଇବା ସହ ରାଜ୍ୟର!-->…
Read More...
Read More...
ଖୋଲ ମହାବୀର ପ୍ରାଙ୍ଗଣରେ ଇପିଏଫ ( 95 ) ପେନସନ୍ ଧାରୀଙ୍କ ବୈଠକ
ଦଶପଲ୍ଲା : ନିଖିଳ ଉତ୍କଳ ଇପିଏଫ ପେନସନରସ୍ ଆସୋସିଏସନ୍ ନୟାଗଡଙ୍କର ଆନୁକୁଲ୍ୟରେ ଦଶପଲ୍ଲା ଖୋଲ ମହାବୀର ମନ୍ଦିର ପ୍ରାଙ୍ଗଣରେ ଇପିଏ ଫ୍ 95 ପେନସନ ଉପରେ ନୟାଗଡ ଜିଲ୍ଲାର ସମସ୍ତ ସଭ୍ୟ, ସଭ୍ୟା ମାନଙ୍କୁ ନେଇ ଏକ ବୈଠକ ହେଇଥିଲା । ଉକ୍ତ ବୈଠକ ସୁନ୍ଦର ମନୋରମ ପରିବେଶରେ ନୟାଗଡ଼ର ସଂଘ୍ ର!-->…
Read More...
Read More...
ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେଯେ, ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ!-->…
Read More...
Read More...
ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା, ୧୦ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ
ବ୍ରହ୍ମପୁର ୧୭।୦୬ : ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ପୋଲିସ କବଜାରେ ୧୦ ଅଭିଯୁକ୍ତ । ସୋମବାର ୭ ଜଣଙ୍କୁ ଅଟକ ରଖି ପୁଲିସ ତଦନ୍ତ କରୁଥିବା ବେଳେ ଫେରାର ୩ ଜଣଙ୍କୁ ଆଜି ଧରିଛି ପୁଲିସ । ଆଜି ସମସ୍ତ ୧୦ ଜଣଙ୍କର ଡାକ୍ତରୀ ମାଇନା କରାଯିବ । ଘଟଣା ସ୍ଥଳରେ ସ୍ଥିତି!-->…
Read More...
Read More...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି।
ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ!-->!-->!-->…
Read More...
Read More...
୧୬ ତମ ମା’ ଅକ୍ଷରଶିଳା କ୍ରିକେଟ ଟୁର୍ଣ୍ଣାମେଂଟ ଉଦଯାପିତ
ଦେବଗଡ-ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ବଲଣ୍ଡା ଗ୍ରାମପଂଚାୟତ ଅକ୍ଷରଶିଳା ଗ୍ରାମରେ ଅନୁଷ୍ଠିତ ଦ୍ୱିଦୀବସିୟ ୧୬ ତମ ମା’ ଅକ୍ଷରଶିଳା କ୍ରିକେଟ ଟୁର୍ଣ୍ଣାମେଂଟ ଆଜି ଉଦଯାପିତ ହୋଇଯାଇଛି । ୧୬ ଟି ଦଳକୁ ନେଇ ଅନୁଷ୍ଠିତ ଏହି କ୍ରିକେଟ ଟୁର୍ଣ୍ଣାମେଂଟର ଫାଇନାଲ ମ୍ୟାଚରେ ବାହାଡାପସି ଦଳକୁ ପରାସ୍ତ!-->…
Read More...
Read More...
ପାଣ୍ଡରାସିଙ୍ଗା ହତ୍ୟାକାଣ୍ଡ ଘଟଣାରେ ୪ ଜଣଙ୍କୁ କୋର୍ଟ ଚାଲାଣ
ଗଣିଆ: ଗଣିଆ ଥାନା କିଶୋର ପ୍ରସାଦ ପଞ୍ଚାୟତ ପାଣ୍ଡରାସିଙ୍ଗା ଗ୍ରାମରେ ସାଙ୍ଗକୁ ଛୁରି ଭୂସି ହତ୍ୟା ଘଟଣାରେ ଅଟକ ଥିବା ୪ ଜଣଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି ଗଣିଆ ପୋଲିସ । ଏହି ଘଟଣାରେ ହତ୍ୟାକାରୀ ଗଙ୍ଗାଧର ରାଉତ(ସନିଆ),ଭାଉଜ ନିବାସୀ ରାଉତ, ପୁତୁରା ଶୁଭମ ରାଉତ ଏବଂ!-->…
Read More...
Read More...