Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଦେଶର ଭାଇଚାରାକୁ ସୁଦୃଢ କରେ ହର୍ ଘର ତ୍ରିରଙ୍ଗା
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାର ଟିର୍ଲି ଆମ୍ବଗୁଡା ଠାରେ ଥିବା ଆଦର୍ଶ ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ଆଜାଦି କା ଅମୃତ ମହୋତ୍ସବ ଅବସରରେ ହର୍ ଘର ତ୍ରିରଙ୍ଗା ସଚେତନତା କାର୍ଯ୍ୟକ୍ରମ ଏବଂ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଭାରତମାତାର!-->…
Read More...
Read More...
ସ୍ୱର୍ଣ୍ଣିମ ଭବନଠାରେ ଆଲୌକିକ ରକ୍ଷାବନ୍ଧନ ଉତ୍ସବ ଅନୁଷ୍ଠିତ
ସୁବର୍ଣ୍ଣପୁର: ଈଶ୍ୱର ଏକ ସେ ହେଲେ ରକ୍ଷାକାରୀ । ସମସ୍ତଙ୍କୁ ସ୍ନେହର ଡୋରୀରେ ବାନ୍ଧିବା ପାଇଁ ହିଁ ଏଭଳି ପର୍ବର ଆୟୋଜନ ହୋଇଥାଏ । ଏହି ପର୍ବ କେବଳ ଭାଇ ଓ ଭଉଣୀଙ୍କ ମଧ୍ୟରେ ସୀମିତ ନରହି ସମସ୍ତ ପ୍ରକାର ସମ୍ପର୍କ ମଧ୍ୟରେ ଶାନ୍ତି, ମୈତ୍ରୀ ଓ ସୁରକ୍ଷା କବଚର ଉତ୍ସବ ଭାବରେ ସବୁ ଆଡେ ପାଳିତ!-->…
Read More...
Read More...
ଜିଏମୟୁରେ ଗଙ୍ଗାଧର ମେହେର ଜୟନ୍ତୀ
ସମ୍ବଲପୁର: ସ୍ଥାନୀୟ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆଜି ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୧ତମ ଜନ୍ମ ଜୟନ୍ତୀ ଅବସରରେ ଏକ ସ୍ମାରକୀ ବକ୍ତୃତା ଆୟୋଜିତ ହୋଇଥିଲା । ଏଥିରେ ପ୍ରୋ ଚିନ୍ତାମଣି ଭାରତୀ ସ୍ୱଭାବ କବି ରଚିତ "ପ୍ରଣୟ ବଲ୍ଲରୀ" ମହାକାବ୍ୟର ବିଭିନ୍ନ ଦିଗରୁ ଆଲୋଚନା ସହିତ!-->…
Read More...
Read More...
ଗଜପତିରେ ପବିତ୍ର ରକ୍ଷା ବନ୍ଧନ ଓ ଗହ୍ମା ପର୍ବ ପାଳିତ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହ ଜିଲ୍ଲାର ପୁର ପଲ୍ଲୀରେ ଆନନ୍ଦ ଉଲ୍ଲାସରେ ପବିତ୍ର ରକ୍ଷା ବନ୍ଧନ ଓ ଗହ୍ମା ପୂର୍ଣ୍ଣିମା ପାଳିତ ହୋଇଯାଇଛି । ଏହି ପର୍ବ ଘରେ ଘରେ ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ପାଳିତ ହୋଇଯାଇଛି । ବଳଭଦ୍ରଙ୍କ ଜନ୍ମ ପବିତ୍ର ରକ୍ଷା!-->…
Read More...
Read More...
ବୃତ୍ତଗ ନଦୀରେ ଭାସିଯାଇ ଜଣେ ମୃତ
ଦଶପଲ୍ଲା : ଦଶପଲ୍ଲା ପଶ୍ଚିମାଞ୍ଚଳ ବାଣୀଗୋଛା ଥାନା ଅନ୍ତର୍ଗତ ଗୁଣ୍ଡୁରୀବାରୀ ଗ୍ରାମର ଉଦ୍ୟନାଥ ଜାନୀ (ପେଟୁ) ଗତକାଲି ଅପରାହ୍ନରେ ନିକଟସ୍ଥ ବୃତ୍ତଗ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ନଦୀର ପ୍ରଖର ସୁଅରେ ଭାସିଯାଇଥିଲେ । ଖବରପାଇ ଗ୍ରାମବାସୀ ଓ ଆତ୍ମୀୟସ୍ୱଜନ ଗତକାଲି ରାତିସାରା ଖୋଜାଖୋଜି!-->…
Read More...
Read More...
ବାଲିଗୁଡ଼ାରେ ଏସବିଆଇ ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଗୁଡ଼ା: ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...
ହରିଶଙ୍କରରେ ସିଆରପିଏଫ୍ର ହର ଘର ତ୍ରିରଙ୍ଗା ମୋଟର ସାଇକେଲ ଶୋଭାଯାତ୍ରାର ଶୁଭାରମ୍ଭ, ବାଣ୍ଟିଲେ ଜାତୀୟ ପତାକା
ଖପ୍ରାଖୋଲ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପବିତ୍ର ପୁଣ୍ୟ କ୍ଷେତ୍ର ହରିଶଙ୍କରଠାରୁ ହରିଶଙ୍କର ଠାରେ ଅବସ୍ଥାପିତ ସିଆରପିଏଫ ୧୮୯/ଏ ବାଟାଲିୟନ ପକ୍ଷରୁ ଆଜାଦି କା ଅମୃତ ମହୋତ୍ସବ ଅବସରରେ ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଗୁରୁବାର ଶୁଭାରମ୍ଭ ହୋଇଯାଇଛି । କମାଣ୍ଡାଣ୍ଟ ପବନ କୁମାର!-->…
Read More...
Read More...
ପୂର୍ବତନ ଟ୍ରେଜେରୀ ଆକାଉଣ୍ଟାଣ୍ଟଙ୍କୁ ୩ ବର୍ଷ ଜେଲ ଓ ଜରିମାନା
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀର ସ୍ୱତନ୍ତ୍ର ଭିଜିଲାନ୍ସ ଜଜ ସନ୍ତୋଷ କୁମାର ଜେନା ଏକ ଲାଞ୍ଚ ମାମଲାର ବିଚାର କରି ପୂର୍ବତନ ବୌଦ୍ଧ ଜିଲ୍ଲା ଟ୍ରେଜେରୀ ଆକାଉଣ୍ଟାଣ୍ଟ ଓ ବର୍ତ୍ତମାନର ସବ ଟ୍ରେଜେରୀ ଅଫିସ ବାଲିଗୁଡାରେ କାର୍ଯ୍ୟରତ ନାରାୟଣ ମଲ୍ଲିକଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ!-->…
Read More...
Read More...
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀଠାରେ ଅନୁଷ୍ଠିତ ହେଲା ରକ୍ଷା ବନ୍ଧନ ଓ ଗୋପୂଜନ ଉତ୍ସବ
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୁଲ୍ୟରେ ପବିତ୍ର ରକ୍ଷା ବନ୍ଧନ ଓ ଗୋପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସକାଳେ ଶିଶୁମାନଙ୍କ ଦ୍ୱାରା ରକ୍ଷାବନ୍ଧନ, ଗୋପୂଜନ, ଦୀପ ପ୍ରଜ୍ୱଳନ, ସମସ୍ତ ଗୁରୁଜୀ ଗୁରୁମା ଫୁଲବାଣୀ ସହରର ପ୍ରତ୍ୟେକ ୱାର୍ଡର ବିଭିନ୍ନ!-->…
Read More...
Read More...
୧୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ସୃଷ୍ଟି ହେଲାଣି ବନ୍ୟା ଆଶଙ୍କା
ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ଏ ଲଘୁଚାପ ପ୍ରକୋପ ସରିନି, ଆଉ ଗୋଟିଏ ଦାନା ବାନ୍ଧିଲାଣି । ତା’ ପଛକୁ ପୁଣି ଗୋଟିଏ ଆସିବ । ଆସନ୍ତା ୧୩ରେ ଆସିବ ଚଳିତ ଅଗଷ୍ଟ ମାସର ଦ୍ୱିତୀୟ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ୧୬ ତାରିଖ ଯାଏଁ । ପୁଣି ୧୭ ତାରିଖରେ ଆସିବ ଆଉ!-->…
Read More...
Read More...