Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ
ଭୁବନେଶ୍ୱର: କିଛିଦିନର ଆଶ୍ୱସ୍ତି ପରେ ପୁଣି ଫେରିଛି ତାତି। ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ବାୟୁମଣ୍ଡଳରେ ଆର୍ଦ୍ରତା ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ସେପଟେ ଏବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗୁଆ ଓଡ଼ିଶା ଛୁଇଁଥିଲେ ମଧ୍ୟ ରାଜ୍ୟକୁ ପଶ୍ଚିମା ଶୁଷ୍କ!-->…
Read More...
Read More...
୭ ମାସର ନିଷ୍ପାପ ଶିଶୁକୁ କଚାଡ଼ି ମାରିଲା ବାପା
ଢେଙ୍କାନାଳ : ବାପା ନା କଂସେଇ ? ସ୍ତ୍ରୀ ସହ ଲାଗି ରହୁଥିବା କଳହର ରାଗ ସାରିଦେଲା କୁନି ଝିଅ ଉପରେ। ୭ ମାସର ନିଷ୍ପାପ ଶିଶୁକୁ କଚାଡ଼ି ମାରିଲା ଜହ୍ଲାଦ ବାପା। ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ଗ୍ରାମରେ ଘଟିଛି ଏଭଳି ସ୍ପର୍ଶକାତର ହୃଦୟବିଦାରକ ଘଟଣା। ପରିବାର ଲୋକଙ୍କ!-->…
Read More...
Read More...
ଆଉପାଦେ ଆଗେଇଲା ଖୋର୍ଦ୍ଧାରୋଡ୍-ବଲାଙ୍ଗୀର ରେଳପଥ ପ୍ରକଳ୍ପ ; ସରିଲା ୭ ସୁଡ଼ଙ୍ଗ ଖନନ କାର୍ଯ୍ୟ
ଦଶପଲ୍ଲା : ଆଉପାଦେ ଆଗେଇଲା ଖୋର୍ଦ୍ଧାରୋଡ୍-ବଲାଙ୍ଗୀର ନୂତନ ଓସାରିଆ ରେଳପଥ ପ୍ରକଳ୍ପ । ଇତ୍ୟାବସରରେ ସମସ୍ତ ସୁଡ଼ଙ୍ଗର କାର୍ଯ୍ୟ ଶେଷ ହୋଇଛି । ନୟାଗଡ଼ ଜିଲ୍ଲାରର ବୁଗୁଡ଼ା ,ଦଶପଲ୍ଲା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ( ଟନେଲ ୨ ) ଖନନ କାର୍ଯ୍ୟ ଶେଷ ହେବା ସହ ପ୍ରକଳ୍ପ ମଧ୍ୟରେ ସମସ୍ତ । ୭ଟି!-->…
Read More...
Read More...
ଖୁବଶୀଘ୍ର ନୂଆ ମଦ ନୀତି ଆଣିବେ ସରକାର
ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଚଳିତ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ନୂଆ ମଦ ନୀତି ରାଜ୍ୟରେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ନୂଆ ମଦ ନୀତିରେ ନୂଆ ଦୋକାନ!-->!-->!-->…
Read More...
Read More...
କୃଷିଜାତ ସାମଗ୍ରୀର ଉତ୍ପାଦନ ବଢାଇବା ଆମର ଉଦ୍ଦେଶ୍ୟ – ଧର୍ମେନ୍ଦ୍ର ପ୍ରଧାନ
ରେଙ୍ଗାଲି/ସମ୍ବଲପୁର:ସମ୍ବଲପୁର ଜିଲ୍ଲାରେ ଚାଷୀଙ୍କ ଆୟକୁ ବଢାଇବା ସହ ସବୁ ପ୍ରକାର ଚାଷର ଉତ୍ପାଦନ ବଢାଇବା ଆମର ମୂଳ ଉଦ୍ଦେଶ୍ୟ ବୋଲି ସୋମବାର ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଠାରେ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର!-->…
Read More...
Read More...
ପୂଣ୍ୟଶ୍ଳୋକା ଅହିଲ୍ୟାବାଈ ହୋଲକାରଙ୍କ ୩୦୦ ତମ ରାଜ୍ୟ ସ୍ତରୀୟ ଜୟନ୍ତୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଅହିଲ୍ୟାବାଈ କେବଳ ଏକ ଶାସକ ନଥିଲେ, ସେ ଥିଲେ ଜଣେ ସମାଜ ସଂସ୍କାରକ। ତାଙ୍କ ଜୀବନ ଓ କାର୍ଯ୍ୟ ଆମ ପାଇଁ ଏକ ପ୍ରେରଣାର ଉତ୍ସ ଏବଂ ସେ ନାରୀ ଶକ୍ତି, ସୁଶାସନ ଓ ସମାଜ ସେବାର ଏକ ଅନନ୍ୟ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଜୟଦେବ ଭବନ ଠାରେ ଆୟୋଜିତ!-->…
Read More...
Read More...
ତମାଖୁଜନିତ ମୃତ୍ୟୁକୁ ରୋକିବା ପାଇଁ କେବଳ ଗୋଟିଏ ଉପାୟ ହେଉଛି ସଚେତନତା- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଭାରତରେ ପ୍ରାୟ ବର୍ଷକୁ ୧୪ ଲକ୍ଷ ଲୋକ ତମାଖୁ ସେବନ ଯୋଗୁ ଜୀବନ ହରାଉଛନ୍ତି। ପ୍ରତି ବର୍ଷ ଭାରତରେ ବିଭିନ୍ନ କାରଣରୁ ଯେତିକି ମୃତ୍ୟୁ ହେଉଛି, ତା’ର ପ୍ରାୟ ୧୦ ପ୍ରତିଶତ କେବଳ ତମାଖୁଜନିତ । ଜନସାଧାରଣ, ବିଶେଷକରି ଯୁବ ସମାଜ ଏଥିରୁ କିପରି ମୁକ୍ତି ପାଇବେ, ସେ ବିଷୟକୁ ଆଜି!-->…
Read More...
Read More...
ପତଣ୍ଡା ଗ୍ରାମରୁ ପୁଣି ଏକ ହରିଣ ଉଦ୍ଧାର କଲା ବନବିଭାଗ
ଗଣିଆ - ଗଣିଆ ବ୍ଳକ କିଶୋର ପ୍ରସାଦ ପଞ୍ଚାୟତ ପତଣ୍ଡା ଗ୍ରାମ ଭିତରୁ ଗତକାଲି ଏକ ହରିଣ ଉଦ୍ଧାର କରାଯାଇଥିବା ବେଳେ ଆଜି ଅପରାହ୍ନରେ ପୁଣି ଏକ ହରିଣ ଉଦ୍ଧାର କରିଛି ବନବିଭାଗ । ହରିଣଟିକୁ କୁକୁର ଗୋଡ଼ାଇ କାମୁଡି ଖଣ୍ଡିଆ ଖାବରା କରିଥିବା ଜଣାପଡିଛି । ଗ୍ରାମବାସୀଙ୍କ ଠାରୁ ଖବର ପାଇ ଫରେଷ୍ଟର!-->…
Read More...
Read More...
କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ ଗିରଫ
ଭୁବନେଶ୍ବର- ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗର କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଆଜି ତାଙ୍କୁ ଗିରଫ କରିବା ପରେ କୋର୍ଟରେ ହାଜର କରାଯିବ ବୋଲି ସୂଚନା ମିଳିଛି ।
କାଲି କୁବେର ଯନ୍ତ୍ରୀଙ୍କ ଘରୁ ନଗଦ ୨.୫୬ କୋଟି!-->!-->!-->…
Read More...
Read More...
ସମ୍ବଲପୁର ଜମନକିରା ସ୍ଥିତ ଉଷାକୋଠି ଅଭୟାରଣ୍ୟ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଜମନକିରା/ସମ୍ବଲପୁର,:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସମ୍ବଲପୁର ଜମନକିରା ବ୍ଲକ ବଡ଼ରମା ସ୍ଥିତ ଉଷାକୋଠି ଅଭୟାରଣ୍ୟ ପରିଦର୍ଶନ କରିବା ସହ ଏହାର ସୁରକ୍ଷା ଏବଂ ବିକାଶ ନେଇ ଜିଲ୍ଲା ପ୍ରଶାସନିକ ଅଧିକାରୀ ଏବଂ ବନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।
!-->!-->!-->…
Read More...
Read More...