Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ?
ଭୁବନେଶ୍ୱର : ସ୍ୱାଧୀନତା ଦିବସରେ ରାଜ୍ୟର ୨୧ ଜିଲ୍ଲା ମୁଖ୍ୟାଳୟରେ ମନ୍ତ୍ରୀମାନେ ଜାତୀୟ ପତାକା ଉତ୍ତୋଳନ କରିବେ। ବ୍ରହ୍ମପୁର ଓ ରାଉରକେଲାରେ ଆର୍ଡିସି ପତାକା ଉତ୍ତୋଳନ କରିବେ। ବାକି ଜିଲ୍ଲାରେ ଜିଲ୍ଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସୂଚନା ଓ!-->…
Read More...
Read More...
ବୌଦ୍ଧ ଜେଏନଭି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା
ବୌଦ୍ଧ,୮ା୮ : ଜବାହର ନବୋଦୟ ବିଦ୍ୟାଳୟ ବୌଦ୍ଧରେ ହର ଘର ତ୍ରିରଙ୍ଗା ରାଲିର ଆୟୋଜନ କରାଯାଇଛି । ଏଥିରେ ସ୍କାଉଟ ଓ ଗାଇଡ, ଏନସିସି, ଏନଏମଏସର ଛାତ୍ରଛାତ୍ରୀମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନେ ବୌଦ୍ଧ ନବୋଦୟରୁ ବାହାରି ପାଖରେ ଥିବା ଏରେଡା ଗ୍ରାମ!-->…
Read More...
Read More...
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ବୌଦ୍ଧଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର
ବୌଦ୍ଧ,୮ା୮ : ବୌଦ୍ଧଜିଲ୍ଲା ହରଭଙ୍ଗା ପଂଚାୟତ ସମିତି ସଭାଗୃହ ଠାରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ବୌଦ୍ଧଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ବବିତାରାଣୀ ଦଳବେହେରା ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର!-->…
Read More...
Read More...
ସିଆଇଟିୟୁର ଆଇନ୍ ଅମାନ୍ୟ ଆନ୍ଦୋଳନ
ଦଶପଲ୍ଲା : ଆଜି ଅଗଷ୍ଟ ୮ ତାରିଖ ଦିନ ସିଆଇଟିୟୁ ,ଅଖିଳ ଭାରତ କୃଷକ ସଭା ଓ ଅଖିଳ ଭାରତ କ୍ଷେତ ମଜଦୂର ୟୁନିଆନ ପକ୍ଷରୁ ଦଶପଲ୍ଲାରେ ଆଇନ ଅମାନ୍ୟ ଆନ୍ଦୋଳନ ଅନୁଷ୍ଠିତ ହୋଇଯାଇଛି । ଦରଦାମ ବୃଦ୍ଧି ବିରୁଦ୍ଧରେ, ବେକାରଙ୍କୁ ନିଯୁକ୍ତି, ଠିକା ଶ୍ରମିକ ମାନଙ୍କୁ ଓ ଆଉଟ୍ ସୋର୍ଶିଂ ନିଯୁକ୍ତ!-->…
Read More...
Read More...
ଗୁଜରାଟର ରଜକୋଟକୁ ଦାଦନ ଖଟିବାକୁ ଯାଇ ମିଲନ ନାୟକ ନିଖୋଜ
ତୁମୁଡ଼ିବନ୍ଧ: କନ୍ଧମାଳ ଜିଲ୍ଲା ଏକ ଆଦିବାସୀ ବହୁଳ ଜିଲ୍ଲା ଯେଉଁଠାରେ ନାହିଁ କୌଣସି ଖଣି ଖାଦାନ କି ବଡ଼ କମ୍ପାନୀ,ଯେଉଁଠାରେ ଲୋକେ ଶ୍ରମିକ ଭାବରେ ରହି କାମକରି ରୋଜଗାର କରିବେ ଓ ଜୀବିକା ନିର୍ବାହ କରିବେ । ଏହିପରି ସ୍ଥଳେ ଅଞ୍ଚଳର ବହୁ ଯୁବା ଯୁବତୀ ଦାଦନ ଖଟିବାକୁ ବାହାର ରାଜ୍ୟକୁ!-->…
Read More...
Read More...
ଜୈବିକ କୃଷି ଶିକ୍ଷା କାର୍ଯ୍ୟକ୍ରମ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଆଠଗୋଟି ପଞ୍ଚାୟତ କାଟିଙ୍ଗିଆ, କୁମ୍ଭାରୀ ଗାଁ , ଝିଞ୍ଜିରିଗୁଡା, ଗଦାପୁର, ତାଜୁଙ୍ଗିଆ, ହତିମୁଣ୍ଡା, ସାରାମୁଳି ପଞ୍ଚାୟତର ଚାଷୀମାନଙ୍କୁ ନେଇ ଜୈବିକ ପଦ୍ଧତିରେ କୃଷିଜାତ ଫସଲ ଅମଳ କରିବାର!-->…
Read More...
Read More...
ଗିରାସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ
ବୌଦ୍ଧ,୮ା୮ : ବୌଦ୍ଧ ବ୍ଲକ ମୁର୍ଷୁଣ୍ଢିି ଗ୍ରାମପଞ୍ଚାୟତ ଗିରାସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲା ଯୋଗଦେଇ ଆୟୋଜିତ ସଭାରେ ପାଠ ପଢିବାରେ ଆଗ୍ରହ ରଖିବା, ଗଛ!-->…
Read More...
Read More...
ଦାରିଙ୍ଗବାଡ଼ିରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣୀ ସଶିବିର ଆଜି ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ବିଭିନ୍ନ ଅଞ୍ଚଳରୁ!-->…
Read More...
Read More...
ହରଘର ତ୍ରିରଙ୍ଗା ଅଭିଯାନରେ ଜିଲ୍ଲାବାସୀ ସାମିଲ ହେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ
ବୌଦ୍ଧ,୮ା୮ : ଆଜାଦୀକା ଅମୃତ ମହୋତ୍ସବ ଅବସରରେ ସ୍ୱାଧୀନତାର ୭୫ବର୍ଷର ସ୍ମରଣୀୟତା ପାଇଁ ଭାରତବର୍ଷର ପ୍ରତିଟି ଘରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ନିଜ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରିବାକୁ ପ୍ରେରଣା ଦେଇ ଲୋକଙ୍କ ହୃଦୟରେ ଦେଶଭକ୍ତିର ଭାବନାକୁ ଆହ୍ୱାନ କରିବା ଏହି ହରଘର!-->…
Read More...
Read More...
ଟ୍ରେଡ଼ ୟୁନିଅନ ସମନ୍ୱୟ ସମିତି ତରଫରୁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଟ୍ରେଡ଼ ୟୁନିଅନ ସମନ୍ୱୟ ସମିତିର କର୍ମକର୍ତ୍ତା ମାନେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଜିଲ୍ଲାର ଜନଜୀବନ ସହ ସମ୍ପୃକ୍ତ ଏକ ଦଶ ଦଫା ଦାବୀ ପତ୍ର ପ୍ରଦାନ କରିଥିଲେ । ପ୍ରମୁଖ ଦାବୀ ମାନଙ୍କ ମଧ୍ୟରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳପଥ!-->…
Read More...
Read More...