Browsing Category

ରାଜ୍ୟ

ବିଭିନ୍ନ ବିଭାଗର ଉନ୍ନୟନ କାମର ସମୀକ୍ଷା କଲେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ସଚିବ

ବୌଦ୍ଧ,୩୧ା୭ : ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ସଚିବ ତଥା ବୌଦ୍ଧ ଜିଲା ନୋଡାଲ ଅଫିସର ଡ. ବିଜୟ କେତନ ଉପାଧାୟ ଦୁଇଦିନିଆ ବୌଦ୍ଧ ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର କ୍ଷେତ୍ର ପରିଦର୍ଶନ ପରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବିଭାଗୀୟ ସମୀକ୍ଷା କରିଥିଲେ । ଜିଲାପାଳଙ୍କ
Read More...

ଟ୍ରମ୍ପଙ୍କ ବିବାଦୀୟ ବୟାନକୁ ସମର୍ଥନ କଲେ ରାହୁଲ

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିବାଦୀୟ ବୟାନକୁ ସମର୍ଥନ କରିଛନ୍ତି ଯେଉଁଥିରେ ସେ ଭାରତକୁ ଏକ ମୃତ ଅର୍ଥନୀତି ବୋଲି କହିଥିଲେ। ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହି ବୟାନ ସତ୍ୟକୁ
Read More...

ଏହି ହିତାଧିକାରୀଙ୍କୁ ମିଳିବନି ସୁଭଦ୍ରାର ତୃତୀୟ କିସ୍ତି

ଭୁବନେଶ୍ବର: ଅଗଷ୍ଟ ୯ ତାରିଖରେ ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ମିଳିବ। କୋଟିଏ ରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଟଙ୍କା ମିଳିବ। ଜୟପୁରରୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ସରକାର ବାଣ୍ଟିବେ। ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବଙ୍କ
Read More...

ଶୀଘ୍ର ହେବ ଓଟିଇଟି ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ମାମଲାରେ ସାମିଲ ଥିବା‌ ୬ ଜଣ ଅଭିଯୁକ୍ତଙ୍କୁ ଓଡ଼ିଶା ପୁଲିସର କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଶିକ୍ଷକ କି ଯେତେ ବଡ଼ ଲୋକ ଥାଆନ୍ତୁ, କଠୋର କାର୍ଯ୍ୟାନୁଷ୍ଠାନ ହେବ। ଏହାର ତଦନ୍ତ ଚାଲିଛି।
Read More...

ଏଥର ସୂର୍ଯ୍ୟବଂଶୀଙ୍କ ଟାର୍ଗେଟରେ ରହିବେ ଅଷ୍ଟ୍ରେଲିଆ ବୋଲର

ନୂଆଦିଲ୍ଲୀ- ଇଂଲଣ୍ଡରେ ବିପର୍ଯ୍ୟୟ ଘଟାଇବା ପରେ ଭାରତୀୟ ୧୯ ବର୍ଷରୁ କମ୍ ଦଳର ଷ୍ଟାର ବ୍ୟାଟସମ୍ୟାନ୍ ବୈଭବ ସୂର୍ଯ୍ୟବଂଶୀ ଅଷ୍ଟ୍ରେଲିଆରେ ବିପର୍ଯ୍ୟୟ ଘଟାଇବାକୁ ପ୍ରସ୍ତୁତ। ବୁଧବାର ଦିନ, ବିସିସିଆଇ ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତ ୧୯ ବର୍ଷରୁ କମ୍ ଦଳ ଘୋଷଣା କରିଛି। ଆୟୁଷ ମହାତ୍ରେଙ୍କୁ
Read More...

ଶିକ୍ଷକ ବଦଳି ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

କଟକ: ରାଜ୍ୟରେ ଶିକ୍ଷକ ବଦଳି ଲାଗି ବିଧାୟକ ଓ ଏମ୍‌ପିଙ୍କ ସୁପାରିସ୍‌ ପ୍ରସଙ୍ଗ ଏବେ ଭିନ୍ନ ମୋଡ଼ ନେଇଛି। ଏ ସଂକ୍ରାନ୍ତୀୟ ଏକ ମାମଲାର ବିଚାରକରି ହାଇକୋର୍ଟଙ୍କ ପକ୍ଷରୁ ମଙ୍ଗଳବାର ଅନ୍ତରୀଣ ରହିତାଦେଶ ଜାରି କରାଯାଇଛି। ଏହାକୁ ନେଇ ଶିକ୍ଷକ, ସରକାର, ବିଧାୟକ ଏବଂ ଏମ୍‌ପିମାନେ ଏବେ
Read More...

ଆସନ୍ତାକାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଗତ ମେ’ ୧ରୁ ଦୀର୍ଘ ୩ ମାସ ଧରି ଆଜି ପର୍ଯ୍ୟନ୍ତ ଏହି ଜାତୀୟ ଉଦ୍ୟାନ ବନ୍ଦ ରହିଛି । ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିବାବେଳେ
Read More...

ବାତିଲ ହେଲା ଏହି ସବୁ ପରୀକ୍ଷା

କଟକ: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍‌ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍‌ସ୍ପେକ୍ଟର (ARI), ଅମିନ ଏବଂ ICDS ସୁପରଭାଇଜର ପଦବୀ ପାଇଁ ଆୟୋଜିତ କମ୍ବାଇନ୍‌ଡ ରିକ୍ରୁଟମେଣ୍ଟ ଏକ୍ସାମିନେସନ (CRE) ୨୦୨୪ର ପ୍ରିଲିମିନାରୀ ପରୀକ୍ଷା ବାତିଲ
Read More...

ଏଣିକି ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା

ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ
Read More...

ରାଜ୍ୟରେ ସର୍ବୋତ୍ତମ ମନ୍ଦିର ପରିଚାଳନା ନେଇ ଆସିବ ମାର୍ଗଦର୍ଶିକା:ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର-ରାଜ୍ୟରେ ଥିବା ପୁରାତନ ମନ୍ଦିର ଗୁଡିକର ଶୃଙ୍ଖଳିତ ରୀତିନୀତି ଓ ପରିଚାଳନା ନେଇ ସର୍ବୋତ୍ତମ ନୀତି ଆସିବ I ଏଥି ସହିତ ମନ୍ଦିରର ଉନ୍ନତିକରଣ ଓ ସଂରକ୍ଷଣକୁ ମଧ୍ୟ ଗୁରୁତ୍ୱ ଦିଆଯିବ I ଏଥିଲାଗି ଅନ୍ୟ ରାଜ୍ୟ ଯଥା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି
Read More...