Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବିପୁଳ ପରିମାଣର ଦେଶୀ ମଦ ଜବତ, ୩ ଗିରଫ
ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଦଙ୍ଗିଆବାହାଲ ଓ ଇଲାପାଲି ଗାଁରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରି ବିପୁଳ ପରିମାଣର ଦେଶୀ ମଦ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ଅଲେଖ ବରିହା , କୈଳାସ ଭୁଏ ଓ ଜନକେସନ ମଲ୍ଲିକ । ମିଳିଥିବା ରିପୋର୍ଟ ମୁତାବକ, ବେଆଇନ!-->…
Read More...
Read More...
ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ଉପରେ ସଚେତନତା ବୈଠକ
ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକ ହରିଶଙ୍କର ଠାରେ ଯୋଗାଣ ବିଭାଗ ତରଫରୁ ଖରିଫ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ସମ୍ପର୍କିତ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଉପଖଣ୍ଡ ଯୋଗାଣ ଅଧିକାରୀ ମାୟାଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ରୂପେ ଖପ୍ରାଖୋଲ ତହସିଲଦାର!-->…
Read More...
Read More...
ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ କଳାହାଣ୍ଡି ଓ ବିବିଧ କ୍ଷେତ୍ରର ସ୍ୱୟଂସେବକ ତରଫରୁ ରାଲି ଓ ସାମୂହିକ ବନ୍ଦେ ମାତରଂ ଗାନ
ଭବାନୀପାଟଣା: ସ୍ୱାଧୀନତା ର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ଦେଶରେ ବିଭିନ୍ନ ସଙ୍ଗଠନ ତରଫରୁ ବିବିଧ କାର୍ଯ୍ୟକ୍ରମ କରାଯାଉଛି । ଏହି ଉପଲକ୍ଷେ ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ କଳାହାଣ୍ଡି ଓ ବିବିଧ କ୍ଷେତ୍ରର ସ୍ୱୟଂସେବକ ଓ କାର୍ଯ୍ୟକର୍ତ୍ତାମାନଙ୍କ ଦ୍ୱାରା ଆଜି ଭବାନୀାଟଣା ନଗରରେ!-->…
Read More...
Read More...
ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ ଲାପଟପ ପ୍ରଦାନ କଲେ ଜିଲ୍ଲାପାଳ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲାପାଳଙ୍କ କନଫରେନ୍ସିଂ ହଲ ଠାରେ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଲାପଟପ ବଣ୍ଟନ କରିଛନ୍ତି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓଡ଼ିଶା ପକ୍ଷରୁ ଦୃଷ୍ଟିହୀନ!-->…
Read More...
Read More...
ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କନଫରେନ୍ସିଂ ହଲ ଠାରେ ଜିଲ୍ଲା ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ!-->…
Read More...
Read More...
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମିଳିତ ଅଭିଯୋଗ ଶୁଣାଣି
ଫୁଲବାଣୀ: କନ୍ଧମାଳ ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଫୁଲବାଣୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କନ୍ଧମାଳ ଜିଲ୍ଲାପାଳ ପାଟିଲ ଆଶିଷ!-->…
Read More...
Read More...
ବାପା ନା ପିଶାଚ : ୪ ମାସର ଶିଶୁ କନ୍ୟାକୁ କଚାଡି ମାରିଲା
କଣ୍ଟାମାଳ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ନିକଟ ନାରାୟଣପ୍ରସାଦ ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଏବଂ ନୃଶଂସ ଘଟଣା, ଯେଉଁଠି ଜନ୍ମ କଲା ବାପା ନିଜ ୪ ମାସର ନିଷ୍ପାପ ଶିଶୁ କନ୍ୟାକୁ ସିମେଣ୍ଟ କଂକ୍ରିଟ ଉପରେ କଚାଡି ମାରି ଦେଇଛି । କଶ୍ଟାମାଳ ଥାନାରେ ହୋଇଥିବା ରିପୋର୍ଟ ପ୍ରକାରେ!-->…
Read More...
Read More...
ବାଉଁଶୁଣୀଠାରେ ସମ୍ବଲପୁର ଦିନ୍ ମହାସମାରୋହରେ ପାଳିତ
ଜହ୍ନାପଙ୍କ: ବାଉଁଶୁଣୀ ତୁଳସୀ କଲ୍ୟାଣ ମଣ୍ଡପ ପରିସରରେ ଅପରାହ୍ନ ୫ ଘଂଟା ସମୟରେ ପଶ୍ଚିମାଂଚଳ ଏକତା ମଂଚ ଓ ବାଉଁଶୁଣୀ ସାଂସ୍କୃତିକ ପରିଷଦ ତରଫରୁ ସମ୍ବଲପୁରୀ ଦିନ ଅବସରରେ ଏକ ସଭା ଆୟୋଜିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ କଂଟାମାଳ ବିଧାୟକ ମହିଧର ରଣା, ସମ୍ମାନୀତ ଅତିଥି ଭାବେ ବୌଦ୍ଧ!-->…
Read More...
Read More...
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର:ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ!-->…
Read More...
Read More...
ସୁବର୍ଣ୍ଣପୁରରେ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ
ସୁବର୍ଣ୍ଣପୁର: ପଶ୍ଚିମ ଓଡିଶା ବାସୀଙ୍କ ବ୍ୟବହାରିକ କୋଶଲି ଭାଷା ହେଉଛି ପୃଥିବୀର ଶ୍ରେଷ୍ଠ ଭାଷାମାନଙ୍କ ମଧ୍ୟରୁ ଅନ୍ୟତମ ବୋଲି ଆଜି କବି ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ପାଳନ ଅବସରରେ ବକ୍ତାମାନେ ସ୍ପଷ୍ଟ ମତ ଦେଇଥିଲେ । ପୌରାଣିକ, ଐତିହାସିକ ତଥା ପ୍ରତ୍ନତାତ୍ତ୍ୱିକ ଦୃଷ୍ଟିରୁ ଏବଂ!-->…
Read More...
Read More...