Browsing Category

ରାଜ୍ୟ

୨ ଟ୍ରକ୍ ମୁହାଁମୁହିଁ ଧକ୍କା,୨ ମୃତ

ନୂଆପଡ଼ା: ୩୫୩ ନମ୍ବର ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ ଗତ ରାତି ପ୍ରାୟ ୨ଟା ବେଳେ ନୂଆପଡ଼ା ଜିଲ୍ଲା କୋମନା ଥାନାର ତରବୋଡ଼ ଗାଁ ନିକଟରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲେ। ଏହାଫଳରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ
Read More...

ଶ୍ରୀ ସତ୍ୟସାଇ ସେବା ସଂଗଠନର ଅଖିଳ ଭାରତୀୟ ସଭାପତିଙ୍କ କନ୍ଧମାଳ ଜିଲ୍ଲା ଗସ୍ତ

ଫୁଲବାଣୀ : ସତ୍ୟସାଇ ସେବା ସଂଗଠନର ଅଖିଳ ଭାରତୀୟ ସଭାପତି ନିମିଶ ପାଣ୍ଡିଆ କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ସେବା ସମିତିରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ ତାଙ୍କ ସହିତ ସଂଗଠନର ଜାତୀୟ ଆଧ୍ୟାତ୍ମିକ ସଂଯୋଜକ ମୁରଲୀ ଯଜୁ, ଜାତୀୟ ଆଦିବାସୀ ଉନ୍ନୟନ ନିର୍ବାହକ ଡିଏସ
Read More...

କନ୍ଧମାଳର ବିକାଶ ନେଇ ସାଂସଦ ଓ ବିଧାୟକଙ୍କ ଆଲୋଚନା

ଫୁଲବାଣୀ:-କନ୍ଧମାଳ ଜିଲ୍ଲାର ବିକାଶ ନେଇ କନ୍ଧମାଳର ୩ ବିଧାୟକ ସାଲୁଗା ପ୍ରଧାନ, ଅଙ୍ଗଦ କହଁର ଓ ଚକ୍ରମଣି କହଁର ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ଭେଟିଥିଲେ । କନ୍ଧମାଳର ସାମୂହିକ ଉନ୍ନୟନ ଓ ସ୍ୱାସ୍ଥ୍ୟର ବିକାଶ ନେଇ ବିଧାୟକମାନେ ସାଂସଦଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ । ଜିଲ୍ଲାର ବିଭିନ୍ନ
Read More...

ପ୍ରେସ କ୍ଲବ୍‌ ଓ ବନ ବିଭାଗ ପକ୍ଷରୁ ମିଳିତ ଭାବରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଘୁ.ଉଦୟଗିରି: ଘୁ ଉଦୟଗିରି ବ୍ଲକ ଅଧିନରେ ଥିବା ଶିର୍କୀ ଘାଇ ନିକଟ ପାହାଡ଼ରେ ସ୍ଥାନୀୟ ପ୍ରେସ କ୍ଲବ୍‌ ଓ ବନ ବିଭାଗ ପକ୍ଷରୁ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସ୍ଥାନୀୟ ତହସିଲଦାର ଶୁଭ୍ରାଞ୍ଜଳି ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସ୍ଥାନୀୟ ବନ
Read More...

ଧଣ୍ଡାମୁଣ୍ଡା ସରସ୍ୱତୀ ଶିଶୁ ମନ୍ଦିରରେ ରଙ୍ଗୋଲୀ ପ୍ରତିଯୋଗିତା

ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ସରସ୍ୱତୀ ଶିଶୁ ମନ୍ଦିରରେ ରଙ୍ଗୋଲୀ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରୀଛାତ୍ରମାନେ ବିଭିନ୍ନ ରଙ୍ଗୋଲୀ ଝୋଟି ଆଙ୍କିଥିବା ବେଳେ ପ୍ରଥମରୁ ଚତୁର୍ଥ ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗ ନେଇଥିଲେ ।
Read More...

ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ବର: ଦୀର୍ଘଦିନ ପରେ ନୂଆ ବିରୋଧୀ ଦଳ ନେତା ବାଛିଛି ବିଜେପି । ବରିଷ୍ଠ ବିଜେପି ନେତା ଜୟ ନାରାୟଣ ମିଶ୍ରଙ୍କୁ ଦଳ ବିରୋଧୀ ଦଳ ନେତା କରିଛି । କରୋନା ପରେ ଗୁରୁତର ଅସୁସ୍ଥ ଥିବା ବିରୋଧୀ ଦଳ ନେତା ପ୍ରଦୀପ ନାଏକ ଏଯାବତ ବି ସୁସ୍ଥ ହୋଇନାହାନ୍ତି । ଫଳରେ ଗତ ଦେଢ଼ ବର୍ଷ ଧରି
Read More...

ଅସରାଏ ବର୍ଷାରେ ବିଦ୍ୟାଳୟ ପରିସରରେ ଆଣ୍ଠୁଏ ପାଣି

ଫୁଲବାଣୀ:- କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକ ଅନ୍ତର୍ଗତ ସଙ୍କରାଖୋଲ ଗ୍ରାମ ପଞ୍ଚାୟତର ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୁର୍ଦ୍ଦଶା କହିଲେ ନ ସରେ । ବିଦ୍ୟାଳୟ ପରିସରରେ ଆଣ୍ଠୁଏ ପାଣି, ସେହି ଆଣ୍ଠୁଏ ପାଣି ଭିତରେ ଛାତ୍ରଛାତ୍ରୀମାନେ ପାଠ ପଢ଼ିବାକୁ ଯାଉଛନ୍ତି । ମୁଖ୍ୟ ରାଜରାସ୍ତାଠୁ ମାତ୍ର
Read More...

ତୁମାଣ୍ଡି ହାଇସ୍କୁଲଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା

ଦଶପଲ୍ଲା: ଦଶପଲ୍ଲା ବ୍ଲକ ଅନ୍ତର୍ଗତ ତୁମାଣ୍ଡି ପଞ୍ଚାୟତର ପଞ୍ଚାୟତ ହାଇସ୍କୁଲ, ତୁମାଣ୍ଡିର ହାଇସ୍କୁଲ ଓ ପଡିଆ ଚତୁପାର୍ଶ୍ୱରେ ବ୍ୟାପକ ବୃକ୍ଷରୋପଣ କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ ହୋଇଛି । ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ
Read More...

ଶିଶୁ ହୃଦ୍‌ ରୋଗୀଙ୍କ ମାଗଣା ଚିକିତ୍ସା ଶିବିର

ନବରଙ୍ଗପୁର: ରାଷ୍ଟ୍ରୀୟ ବାଲ୍‌ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ରାୟପୁର ଏନଏଚଏମଏଏମଆଇ ନାରାୟଣ ସୁପରସ୍ପେସିଆଲିଷ୍ଟ ହସ୍ପିଟାଲର ମିଳିତ ଆନୁକୁଲ୍ୟରେ ହୃଦ୍‌ ରୋଗୀଙ୍କ ମାଗଣା ଚିକିତ୍ସା ଶିବିର ନବରଙ୍ଗପୁର ଜିଲ୍ଲା ସଦର ମହକୁମା ହସ୍ପିଟାଲ ଠାରେ ଅନୁଷ୍ଠିତ ହୋଇଯାଇଅଛି ।
Read More...

ଦୁଇଦିନିଆ ସୌନ୍ଦର୍ଯ୍ୟ କର୍ମଶାଳା ଆୟୋଜିତ

ସମ୍ବଲପୁର: ଏଠାରେ ପ୍ରଥମ ଥର ପାଇଁ ସୌନ୍ଦର୍ଯ୍ୟ ଅର୍ଥାତ୍‌ ମେକ ଅପ ଆର୍ଟିଷ୍ଟ କର୍ମଶାଳା ଆୟୋଜିତ ହୋଇଯାଇଛି । ମହିଳାମାନେ ନିଜେ କିପରି ନିଜ ଗୋଡ଼ରେ ଠିଆହୋଇ ଆତ୍ମନିର୍ଭରଶୀଳ ହୋଇ ପାରିବେ, ଏହାକୁ ଦୃଷ୍ଟିରେ ରଖି ଏହି ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏଥିପାଇଁ ସ୍ଥାନୀୟ ଏକ
Read More...