Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଅନଗ୍ରସର ଛାତ୍ରଛାତ୍ରୀମାନଙ୍କୁ ଟିଏଲ୍ଏମ୍ କିଟ୍ ବଣ୍ଟନ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀ ମାନଙ୍କୁ ସ୍ଥାନୀୟ ଏ.ଜେ.ଓ. ଉଚ୍ଚ ବିଦ୍ୟାଳୟରେ ଗତକାଲି ଠାରୁ ଟି.ଏଲ୍.ଏମ୍. କିଟ୍ ବଣ୍ଟନ ଆରମ୍ଭ ହୋଇଛି । ମୁଖ୍ୟ ଅତିଥିଭାବେ ଯୋଗଦେଇ କନ୍ଧମାଳ ଜିଲ୍ଲାପାଳ ପାଟିଲ୍ ଆଶିଷ ଇଶ୍ୱର ଏହି ବଣ୍ଟନ କାର୍ଯ୍ୟକ୍ରମକୁ ଉଦ୍ଘାଟନ!-->…
Read More...
Read More...
ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନୂତନ କୀର୍ତ୍ତିମାନ,ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କିମ୍ସ ସୁପରସ୍ପେଶିଆଲିଟି ଓ କ୍ୟାନ୍ସର…
ଭୁବନେଶ୍ୱର, ୨୯ ।୭: ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନୂତନ କୀର୍ତ୍ତିମାନ ସ୍ଥାପନ ହୋଇଛି । କିମ୍ସ ସୁପର ସ୍ପେଶିଆଲିଟି ଓ କିମ୍ସ କ୍ୟାନ୍ସର ସେଣ୍ଟରକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି । ଓଡ଼ିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର!-->…
Read More...
Read More...
ଭୁବନେଶ୍ୱରରେ ଇ-ବସ ଓ ଇ-ରିକ୍ସା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର airport ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ବାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ!-->…
Read More...
Read More...
ନବରଙ୍ଗପୁର ଜିଲ୍ଲା ସ୍ତରୀୟ ୭୬ ତମ ସ୍ୱାଧିନତା ଦିବସ ପାଳନ ପ୍ରସ୍ତୁତି ବୈଠକ
ନବରଙ୍ଗପୁର:ନବରଙ୍ଗପୁର ଜିଲ୍ଲାସ୍ତରୀୟ ୭୬ତମ ସ୍ୱାଧିନତା ଦିବସ ପାଳନ ନିମନ୍ତେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଡକ୍ଟର ମିଶ୍ର ସମସ୍ତଙ୍କୁ ସ୍ୱାଗତ ଜଣାଇ ଜାତୀୟ ଦିବସ ଉତ୍ସବ ପାଳନରେ!-->…
Read More...
Read More...
ଦଶପଲ୍ଲାରେ ଉଜ୍ଜ୍ୱଳ ଭାରତ, ଉଜ୍ଜ୍ୱଳ ଭବିଷ୍ୟତ କାର୍ଯ୍ୟକ୍ରମ ଅନୁଷ୍ଠିତ
ଦଶପଲ୍ଲା : ଭାରତର ସ୍ୱାଧୀନତାର ୭୫ ତମ ବର୍ଷ ପାଳନ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମ "ଆଜାଦୀ କା ଅମୃତ ମହୋତ୍ସବ' ଅନ୍ତର୍ଗତ ବିଦ୍ୟୁତ ମହୋତ୍ସବ ବିଦ୍ୟୁତ ମନ୍ତ୍ରାଳୟ ଓ ରାଜ୍ୟ ସରକାରଙ୍କର ସହଯୋଗରେ ଆଜି ଅପରାହ୍ନ ୫ ଘଟିକା ସମୟେ, ଦଶପଲ୍ଲା ଏସ୍ ଆର୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ!-->…
Read More...
Read More...
ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ
ଫୁଲବାଣୀ: ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀ ପରିସରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବିଜ୍ଞାନ ମେଳାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ରଥ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ!-->…
Read More...
Read More...
ମିଳିତ ନାଗରିକ କମିଟି ପକ୍ଷରୁ ସ୍ୱର୍ଗତ ବ୍ରହ୍ମା ବେହେରାଙ୍କୁ ଶ୍ରଦ୍ଧାଞ୍ଜଳି
ଫୁଲବାଣୀ: ମିଳିତ ନାଗରିକ କମିଟିର ସକ୍ରିୟ ସଦସ୍ୟ ସ୍ୱର୍ଗତ ବ୍ରହ୍ମା ବେହେରା ଗତ ୨୭ ତାରିଖରେ ପରଲୋକ ହୋଇଯାଇଛି । ସାମ୍ବାଦିକ ଭବନ ଫୁଲବାଣୀ ଠାରେ ମିଳିତ ନାଗରିକ କମିଟି ପକ୍ଷରୁ ଡ ଅନନ୍ତ ଚରଣ ମିଶ୍ରଙ୍କ ପୌରୋହିତ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ସ୍ୱର୍ଗତ ବେହେରାଙ୍କ!-->…
Read More...
Read More...
ଅଧ୍ୟକ୍ଷଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ଜହ୍ନାପଙ୍କ:ବୌଦ୍ଧ ବ୍ଳକ ଅନ୍ତର୍ଗତ ଜହ୍ନାପଙ୍କ ଗନ୍ଧରାଢୀ ମହାବିଦ୍ୟାଳୟର ଅଧ୍ୟକ୍ଷ ରମାକାନ୍ତ ପଣ୍ଡା ଜୁନ ୩୦ ତାରିଖରେ ତାଙ୍କ ଚାକିରୀ ରୁ ଅବସର ଗ୍ରହଣ କରିଥିଲେ । ଆଜି ମହାବିଦ୍ୟାଳୟରେ ତାଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି ।ଏହି ଉପଲକ୍ଷେ ଆୟୋଜିତ ସଭାରେ ଅଧ୍ୟାପକ ଧ୍ରୁବ!-->…
Read More...
Read More...
୧୩୦ ଗ୍ରାମ ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ
ପୁରୀ:ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ମୋବାଇଲ ସ୍କ୍ୱାଡର ନିରୀକ୍ଷକ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ସତ୍ୟବାଦୀ ଥାନା ଅଧୀନ କାଦୁଆ ଛକଠାରେ ଚଢ଼ାଉକରି ଗୋବିନ୍ଦ ମୁଦୁଲି(୩୪)ଙ୍କୁ ଗିରଫ କରିଛନ୍ତି । ଅଭିଯୁକ୍ତଠାରୁ ୧୩୦ ଗ୍ରାମ!-->…
Read More...
Read More...
ସ୍ୱତନ୍ତ୍ର କୋଶଲ ପ୍ରଦେଶ ଗଠନ ପାଇଁ ଶୋଭାଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ
ସମ୍ବଲପୁର: କୋଶଲ ରାଜ୍ୟ ଗଠନ ଦାବିରେ ଆଜି ଏକ ଶୋଭାଯାତ୍ରା ଓ ପରିଶେଷରେ ଏଠାକାର ରାଜସ୍ୱ ଆୟୁକ୍ତ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ପଶ୍ଚିମ ଓଡିଶାର ଚାରୋଟି ସ୍ଥାନରେ ପୂର୍ବ ଓଡିଶାକୁ ସଂଯୋଗ କରୁଥିବା ରାଜରାସ୍ତାକୁ କୋଶଲ ସଂଗଠନ ଗୁଡ଼ିକ ପକ୍ଷରୁ ଅର୍ଥନୈତିକ!-->…
Read More...
Read More...