Browsing Category

ରାଜ୍ୟ

କେନ୍ଦୁଝରରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ ହ୍ୟାଣ୍ଡବଲ ଷ୍ଟାଡିୟମ ଠାରେ ଜିଲ୍ଲା କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମବେତ
Read More...

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିଲେ ଆଇନ ମନ୍ତ୍ରୀ

ଆଜି ୧୧ ତମ ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପ୍ରଶାସନ ତରଫରୁ ସ୍ଥାନୀୟ ଗୋଦାବରୀଶ ମହାବିଦ୍ୟାଳୟ ଠାରେ ଥିବା ଇନଡୋର ଷ୍ଟାଡିଅମରେ ବିଶାଳ ଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
Read More...

ବଲାଙ୍ଗିରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅଵସରରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ପୃଥ୍ବୀରାଜ ଇଣ୍ଡୋର ଷ୍ଟାଡିୟମଠାରେ ସାମୁହିକ ଯୋଗାଭ୍ୟାସ ଅନୁଷ୍ଠିତ କରାଯାଇଛି । ଏହି ଯୋଗ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଈସାଲୱାର , ଅତିରିକ୍ତ ଜିଲ୍ଲାପାଳ ଡକ୍ଟର
Read More...

ଗଣିଆରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଗଣିଆ ( ହୀ ପ୍ର) ଗଣିଆରେ ଥିବା କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠରେ ପ୍ରଶାସନ ତରଫରୁ ବ୍ଳକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଶରୀର-ମନ ଓ ଆତ୍ମା ଏହି ତିନୋଟି ମଧ୍ୟରେ ସନ୍ତୁଳନ ରକ୍ଷା କରି ଯୋଗ ସକାରାତ୍ମକ ଚିନ୍ତାଧାରାକୁ ବିକଶିତ କରିଥାଏ । ଯୋଗାଭ୍ୟାସ କରିବା ଦ୍ବାରା
Read More...

ବୌଦ୍ଧ ଓ ପୁରୁଣାକଟକ ରେଳ ଷ୍ଟେସନ ଲୋକାର୍ପଣ ସହ ରେଳ ଚଳାଚଳକୁ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ବୌଦ୍ଧ- ଶେଷରେ ଦୀର୍ଘ ବର୍ଷର ଅପେକ୍ଷାର ହେଲା ଅନ୍ତ । ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଜିଲ୍ଲା ବୌଦ୍ଧ ଜିଲ୍ଲା ଦେଇ ସମୁଦାୟ ପ୍ରାୟ ଶହେ କିଲୋମିଟର ରେଳପଥ ଦୀର୍ଘ ଦିନ ହେଲା ନିର୍ମାଣ ଚାଲିଥିଲା । ସୋନପୁର ପଟରୁ ଉଭୟ ବୌଦ୍ଧ ଓ ପୁରୁଣାକଟକ ରେଳ ଷ୍ଟେସନ ପର୍ଯ୍ୟନ୍ତ
Read More...

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡ଼ୁଆ: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାକୁ ରଦ୍ଦ ପାଇଁ ବିଷ୍ଣୁପଦ ସେଠୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ହାଇକୋର୍ଟ ଆଜି ଏହି
Read More...

ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର

ରାଉରକେଲା: ଲଗାଣ ବର୍ଷା ଯୋଗୁଁ ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଫଳରେ ପାନପୋଷର ବାଲୁଘାଟ ଅଞ୍ଚଳରେ ପଶିଛି ପାଣି। ୨୫ ପରିବାର ସ୍ଥାନୀୟ ଏକ ସ୍କୁଲ ଘରେ ନେଇଛନ୍ତି ଆଶ୍ରୟ।କୋଏଲ ଓ ଶଙ୍ଖ ନଦୀର ଉପର ମୁଣ୍ଡରେ ହୋଇଛି ପ୍ରବଳ ବର୍ଷା। ଏହି ବର୍ଷା ଯୋଗୁଁ ଉଭୟ ନଦୀର ଜଳସ୍ତର
Read More...

ଚିକିତ୍ସା ପାଇଁ ମୁମ୍ୱାଇ ଗଲେ ବିଜେଡି ସୁପ୍ରିମୋ ନବୀନ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସର୍ଭାଇକାଲ ଆଥ୍ରାଇଟିସ ରୋଗରେ ପୀଡ଼ିତ । ଏହାର ଚିକିତ୍ସା ପାଇଁ ଆଜି ମୁମ୍ବାଇ ଯାଇଛନ୍ତି ନବୀନ । ଆସନ୍ତା ୨୨ ତାରିଖରେ ମୁମ୍ବାଇ ସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ସର୍ଭାଇକାଲ
Read More...

ଜାମିନ୍ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ୍ ଚକ୍‌ମା

କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଧୀମନ ଚକମା । ଜାମିନ୍ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ୍ ଚକ୍‌ମା। ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ସେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଜାମିନ ପାଇଁ ଆବେଦନ କରିଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ
Read More...

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ୬ ଛାତ୍ର କଂଗ୍ରେସ ନେତା ଅଟକ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ହେଲେ ମୋଦିଙ୍କ ଗସ୍ତ ପୂର୍ବରୁ କଂଗ୍ରେସର ଯୁବଛାତ୍ର ନେତାଙ୍କୁ ପୋଲିସ ଉଠାଇ ନେଇଛି। ସୟଦ ୟାସିର୍‌ ନୱାଜଙ୍କ ସମେତ ୬ଜଣ କଂଗ୍ରେସ ନେତା ଅଟକ ରହିଛନ୍ତି। ଭାଜପା ସରକାରର ବର୍ଷପୂର୍ତ୍ତି
Read More...