Browsing Category

ରାଜ୍ୟ

ପଞ୍ଚଭୂତରେ ଲୀନ ହେଲା ଖଣ୍ଡପଡ଼ା ରାଜାଙ୍କର ପାର୍ଥିବ ଶରୀର

ଖଣ୍ଡପଡ଼ା :ଖଣ୍ଡପଡ଼ା ରାଜା ବିଭୂତିଭୂଷଣ ସିଂହ ମର୍ଦ୍ଦରାଜଙ୍କର ବୁଧବାର ରାତିରେ ପରଲୋକ ହୋଇଥିବା ବେଳେ ସର୍ବସାଧାରଣଙ୍କ ଅନ୍ତିମ ଦର୍ଶନ ନିମନ୍ତେ ତାଙ୍କର ପାର୍ଥିବ ଶରୀରକୁ ଖଣ୍ଡପଡ଼ା ରାଜବାଟି ପରିସରସ୍ଥିତ ଏକ କକ୍ଷରେ ରଖାଯାଇଥିଲା। ଶୁକ୍ରବାର ଦିବା ୧୨ଘଣ୍ଟା ସମୟରେଏକ ସୁସଜ୍ଜିତ ଯାନ
Read More...

ମହାପ୍ରଭୁଙ୍କୁ ସପରିବାର ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ପରିବାର ସହ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ମହାପ୍ରଭୁ ଙ୍କୁ ଦର୍ଶନ ପରେ ମହାପ୍ରଭୁଙ୍କ ଚାଲିଥିବା ଝୁଲଣ ଯାତ୍ରା ମୁଖ୍ୟମନ୍ତ୍ରୀ ତାଙ୍କ ପତ୍ନୀଙ୍କ ସହ ରହି ଦେଖିଥିଲେ। ପରେ ମୁକ୍ତି ମଣ୍ଡପ
Read More...

ସବୁଜ ସଡକ ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ

ଭୁବନେଶ୍ୱର: ସହରାଞ୍ଚଳ ମାନଙ୍କରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଶ୍ରୀମତୀ ପାଢୀ ସହରାଞ୍ଚଳ
Read More...

ରାଜ୍ୟରେ ଜୈବ-ଅର୍ଥନୀତିର ବିକାଶ ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର:ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁକ ଯୋଗଦାନ କରିବାର
Read More...

ମାଧୁରୀ ଦୀକ୍ଷିତଙ୍କୁ ଏକ ବର୍ଷ ପାଇଁ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସାଡର ଭାବେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା "ଏକତା" କୁ ଉଦ୍ଘାଟନ କରି କହିଛନ୍ତି ଯେ ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ। ଆମର 'ହସ୍ତତନ୍ତ କ୍ଷେତ୍ର' କେବଳ ଏକ
Read More...

ଓଡ଼ିଶାର ହସ୍ତତନ୍ତ କାଳଜୟୀ ସୌନ୍ଦର୍ଯ୍ୟ ଓ ପରମ୍ପରାର ନିଚ୍ଛକ ନିଦର୍ଶନ-ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ଅଗଷ୍ଟ ୦୭ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ‘ଜାତୀୟ ହସ୍ତତନ୍ତ ଦିବସ’ ଅବସରରେ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତ ବସ୍ତ୍ର ପିନ୍ଧି ସଂସଦ କାର୍ଯ୍ୟରେ ସାମିଲ ହୋଇ ଖୁସିପ୍ରକାଶ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ସାଂସଦମାନଙ୍କ ସହିତ ଗର୍ବର ସହ
Read More...

ଚାକିରି ଆଶୟୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର, ଖବଶୀଘ୍ର ପୂରଣ ହେବ ଏତିକି ପଦବୀ

ଭୁବନେଶ୍ୱର,୭ା୮: ଓଡ଼ିଶା ସରକାର ୧୦ଟି ବିଭାଗରେ ଖାଲି ପଡ଼ିଥିବା ଗ୍ରୁପ୍ ‘ସି’ ଶ୍ରେଣୀର ୨୨,୮୯୬ଟି ପଦବୀ ଖୁବଶୀଘ୍ର ପୂରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ସଚିବ ଏହି ନିଯୁକ୍ତି ପ୍ରକ୍ରିୟା ୨୦୨୫ ଅଗଷ୍ଟ ୩୧ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା
Read More...

ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ବରିଷ୍ଠ ରାଜନେତା ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ବିଭୂତି ଭୂଷଣ
Read More...

ପ୍ରଥମଥର ପାଇଁ ଓଡ଼ିଶା ରାଜ୍ୟ ମହିଳା ଆୟୋଗ କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ନିମନ୍ତେ ଶିଶୁ ସ୍ତନ୍ୟପାନ କକ୍ଷ…

ଭୁବନେଶ୍ୱର:ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’ ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି । ଆଜି ମହିଳା ଓ ଶିଶୁ ବିକାଶ ବିଭାଗ
Read More...

ନୂଆଦିଲ୍ଲୀରେ ଏହି ସବୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ଅବସରରେ ବୁଧବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏନେଇ ସୂଚନା ପ୍ରଦାନ କରିଛନ୍ତି। ସେ ଲେଖିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ କେନ୍ଦ୍ରଗୃହ
Read More...