Browsing Category

ରାଜ୍ୟ

ଆସନ୍ତା କାଲି ସିବିଏସଇ ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ଦ୍ୱାଦଶ ବୋର୍ଡ ରେଜଲ୍ଟ। ଗୁରୁବାର ଦିନ ସାଢେ ୧୨ଟାରେ ସିବିଏସଇ ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇବ । www.cbse.nic.in ରେ ରେଜଲ୍ଟ ଉପଲବ୍ଧ ହେବ।
Read More...

ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା : ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିବା ପୋଲିସଙ୍କୁ ମାଡ

ନବରଙ୍ଗପୁର: ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ଝରିଗୁଡା ଗ୍ରାମରେ ମହିଳାଙ୍କ ଆତ୍ମହତ୍ୟାକୁ କେନ୍ଦ୍ର କରି ଉତ୍ତେଜନା ଦେଖା ଦେଇଛି । ଏହାକୁ ହତ୍ୟା ସନ୍ଦେହ କରି ଗ୍ରାମବାସୀ ଉତ୍ତେଜିତ ହୋଇ ପଡିଛନ୍ତି । ସୂଚନାଯୋଗ୍ୟ ଡାବୁଗାଁ ଥାନା ପୂଜାରୀଗୁଡା ଲଛମୀ ପନକାଙ୍କ ଝିଅ ଭଦ୍ରିକା
Read More...

୨୧ରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ

ଭୁବନେଶ୍ଵର: ଦିନକ ପାଇଁ ବର୍ଷାରେ ବିରାମ ଲାଗିଥିଲା । ଆଗକୁ ପୁଣି ବର୍ଷିବ । ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ବୁଧବାର କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଭଳି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ରାଜ୍ୟର ଅଧିକାଂଶ ନଦୀର
Read More...

ପୁରୀରେ ଅଭଡା ଯୋଜନାରେ ନିର୍ମାଣ ହେବ ଅତ୍ୟାଧୁନିକ ଧର୍ମଶାଳା

ପୁରୀ : ପୁରୀରେ ଅଭଡା ଯୋଜନାରେ ନିର୍ମାଣ ହେବ ଅତ୍ୟାଧୁନିକ ଧର୍ମଶାଳା । ରାଜ୍ୟ କ୍ୟାବିନେଟ ୧୩୫ କୋଟି ୬୦ଲକ୍ଷ ଟଙ୍କାର ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ପୁରୀ ବାସେଳିସାହି ମୌଜାର ଖଣ୍ଡିଆବନ୍ଧ ନିକଟରେ ଏହି ଧର୍ମଶାଳା ନିର୍ମାଣ ହେବ । ଜମି ଚିହ୍ନଟ ପ୍ରକ୍ରିୟା ସରିବା ପରେ ପଥର
Read More...

୩୭ଜଣ ଓଏଏସଙ୍କ ବଦଳି

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ୩୭ଜଣ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି । ସେମାନଙ୍କ ମଧ୍ୟରେ ୩୦ଜଣଙ୍କୁ ବିଡିଓ ଭାବେ ବିଭିନ୍ନ ବ୍ଲକରେ ଅବସ୍ଥାପିତ କରାଯାଇଥିବାବେଳେ ଅନ୍ୟ ୭ଜଣଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗକୁ ଫେରାଇ ଦିଆଯାଇଛି । ଆଜି ପଂଚାୟତିରାଜ ବିଭାଗ ପକ୍ଷରୁ ଜାରି
Read More...

ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ୨ ଗିରଫ

ପୁରୀ : ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶକ୍ରମେ କୋଣାର୍କ ଅବକାରୀ ଥାନା ଅଧିକାରୀ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ ଗୋପ ଥାନା ଅଧୀନ ସାରଡ଼ା ଛକ ଏବଂ ଗୋପ ଦେବି ମଣ୍ଡପଛକ ଠାରେ ଚଢ଼ାଉକରୀ ଦୁଇ ଜଣ ଅସମୀଙ୍କୁ ବେଆଇନ ଚୋରା ବ୍ରାଉନ ସୁଗାର ବିକ୍ରି କରିବା
Read More...

ଅବକାରୀ ଚଢାଉ: ବିପୁଳ ପରିମାଣରେ ଦେଶୀ ମଦ ଜବତ, ୩ ଗିରଫ

ପୁରୀ :ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ଅବକାରୀ ସ୍କ୍ୱାଡର ନିରୀକ୍ଷକ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ସତ୍ୟବାଦୀ ଥାନା ଅଧୀନ ସାକ୍ଷୀଗୋପାଳ ଷ୍ଟେସନ ବଜ଼ାର, କାଦୁଆ ଛକ ଏବଂ ବାଲିସାହିରେ ଚଢ଼ାଉ କରି ମିନତି ବେହେରା
Read More...

ବିନିକା ବ୍ଲକଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା
Read More...

ମୃତ ମା ଝିଅଙ୍କ ପରିବାରଙ୍କୁ ସହାୟତାର ହାତ ବଢ଼େଇଲା କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ

ଫୁଲବାଣୀ,୧୮/୭:- କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ ତରଫରୁ ତ୍ରିଦେବ ନଗର ବସ୍ତିରେ ପାଚେରୀ ଭାଙ୍ଗି ମୃତ୍ୟୁବରଣ କରିଥିବା ସୁରତି ମାଝି ତାଙ୍କ ଚାରି ବର୍ଷର ଝିଅ ସହାନୀ ମାଝୀଙ୍କର ପରିବାର ଆହତ ହୋଇ ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧିନ ଥିବା ବ୍ରଜବନ୍ଧୁ ମାଝିଙ୍କ ଅନାଥ ଦୁଇ ବର୍ଷର ଛୁଆକୁ
Read More...

ନବ ନିର୍ବାଚିତ ସରପଞ୍ଚ ମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି,୧୮/୭- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ନବ ନିର୍ବାଚିତ ସରପଞ୍ଚମାନଙ୍କୁ ନେଇ ୫ ଦିନିଆ ଚାଲିଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ପାଞ୍ଚ ଦିନିଆ ତାଲିମ କାର୍ଯ୍ୟକ୍ରମରେ ଜିଲ୍ଲାର ତିନୋଟି
Read More...