Browsing Category

ରାଜ୍ୟ

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୫ ବର୍ଷ ଜେଲ

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରା ଜଜ ଏବଂ ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପୀଡ଼ିତାଙ୍କ ବୟାନ ଆଧାରରେ ମାମଲାର ଅଭିଯୁକ୍ତ ଜିରିମିଆ ପ୍ରଧାନ (୨୭)କୁ ଦୋଷୀ…
Read More...

ସାମ୍ବାଦିକଙ୍କ ମାତୃ ବିୟୋଗ

ପୁରୀ : ପୁରୀ ବଲଗଣ୍ଡି ରାୟ ବାହାଦୁର ଲେନ୍‌ର ସ୍ୱର୍ଗତ ପଦ୍ମନାଭ ଦାଶଙ୍କ ଧର୍ମପତ୍ନୀ ରମାମଣି ଦାଶଙ୍କର ୮୯ ବର୍ଷ ବୟସରେ ପରଲୋକ ଘଟିଛି । ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଅବସ୍ଥାରେ ଶଯ୍ୟାଶାୟୀ ଥିଲେ । ମଙ୍ଗଳବାର ଅପରାହ୍ନ ଗୋଟାଏ ତିରିଶ ମିନିଟ୍‌ ସମୟରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା ।…
Read More...

ଭୋଟର ପରିଚୟପତ୍ର ସହ ଆଧାର ନମ୍ବର ସଂଯୋଗୀକରଣ ପ୍ରକ୍ରିୟା ଆରମ୍ଭ

ପାରଳାଖେମୁଣ୍ଡି : ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ତା - ୦୧ : ୦୮ :୨୦୨୨ରିଖ ଠାରୁ ତା - ୩୧.୦୩.୨୦୨୩ରିଖ ପର୍ଯ୍ୟନ୍ତ ଆଧାର ନମ୍ବର ସହ ଭୋଟର ପରିଚୟ ପତ୍ରର ନମ୍ବରକୁ ସଂଯୋଗକରଣ କରିବା ପ୍ରକ୍ରିୟା ଆରମ୍ଭ ହୋଇଅଛି । ଯେଉଁ ଭୋଟରମାନଙ୍କର ମୂଳ ଭୋଟର ତାଲିକାରେ ନାମ ଥିବ ସେମାନେ…
Read More...

ଗଛରେ ପିଟିହେଲା କାର; ଜଣେ ମୃତ,୪ ଆହତ

ଫୁଲବାଣୀ : ଆଜି ଅପରାହ୍ନ ତିନିଟାରେ ଏକ କାର ଫୁଲବାଣୀ -ଭୁବେନଶ୍ୱର ରାସ୍ତା ଖଜୁରୀପଡା ଥାନା ଅନ୍ତର୍ଗତ ବାରପୋଲିଆ ଠାରେ ଭାରସାମ୍ୟ ହରାଇ ରାସ୍ତାକଡ଼ ଗଛରେ ପିଟିହୋଇଯିବା ଫଳରେ ଜଣକର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଚାରି ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବର ପାଇ…
Read More...

ବହୁଚର୍ଚ୍ଚିତ କାଷ୍ଟିଂ କାଉଚ୍ ମାମଲା: ନିର୍ଦ୍ଦୋଷରେ ଖଲାସ ହେଲେ ଅଭିନେତା ପପୁ ପମପମ୍

ଭୁବନେଶ୍ବର: ଭୁବନେଶ୍ୱରର ବହୁଚର୍ଚ୍ଚିତ କାଷ୍ଟିଂ କାଉଚ୍ ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ଅଭିନେତା ପପୁ ପମପମ୍ ଓ ତାଙ୍କର ସହଯୋଗୀ ଗିଟୁ। ପୋକ୍ସୋ କୋର୍ଟ ଉଭୟଙ୍କୁ କ୍ଲିନଚିଟ୍ ଦେଇଛନ୍ତି।ଜଣେ ନାବାଳିକାଙ୍କୁ ଚଳଚ୍ଚିତ୍ରରେ ଅଭିନୟ କରିବାର ସୁଯୋଗ ଦେବା ବାହାନାରେ ଓଡ଼ିଆ ଫିଲ୍ମ…
Read More...

ସମ୍ବଲପୁରରେ ସ୍ତନ୍ୟପାନ ସପ୍ତାହ ପାଳନ

ସମ୍ବଲପୁର : ଗତକାଲିଠାରୁ ଆରମ୍ଭ ହୋଇଥିବା ସପ୍ତାହ ବ୍ୟାପୀ ସ୍ତନ୍ୟପାନ ସପ୍ତାହ ଆଜି ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବରେଇପାଲି ଅଙ୍ଗନୱାଡି କେନ୍ଦ୍ରଠାରେ ପାଳିତ ହୋଇଯାଇଛି । ଆଜି ଆୟୋଜିତ ମମତା ଦିବସ ଅବସରରେ ନଗର ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସ୍ତନ୍ୟପାନ ଦ୍ୱାରା ମାଁ ଓ…
Read More...

ନାବାଳିକାକୁ ଗଣବଳତ୍କାର ଅଭିଯୋଗରେ ୬ ଅଟକ

ସମ୍ବଲପୁର : ଜଣେ ୧୬ ବର୍ଷୀୟା ନାବାଳିକା ସହିତ ବଳପୂର୍ବକ ବଳାତ୍କାର ଅଭିଯୋଗରେ ସ୍ଥାନୀୟ ବୁର୍ଲା ପୁଲିସ ୬ଜଣକୁ ଅଟକ ରଖି ପଚରାଉଚରା ଜାରି ରଖିଛି । ଗତ ୩୧ ଅଗଷ୍ଟ ରବିବାର ଦିନ ସ୍ଥାନୀୟ ହୀରାକୁଦ ରେଲୱେ ଷ୍ଟେସନ ପଛପଟେ ମଡ଼ିଆ ଡୁଙ୍ଗୁରି ନିବାସୀ ଆସି ବୁର୍ଲା ପୁଲିସ ଥାନାରେ ଲିଖିତ…
Read More...

ସମ୍ବଲପୁରୀ ବସ୍ତ୍ରାଳୟ ଆନୁକୂଲ୍ୟରେ ସ୍ୱତନ୍ତ୍ର ପ୍ରଦର୍ଶନୀ

ପୁରୀ : ପୁରୀ ଅର୍ବାନ ହାଟ ପରିସରରେ ସମ୍ବଲପୁରୀ ବସ୍ତ୍ରାଳୟ ଆନୁକୁଲ୍ୟରେ ଆରମ୍ଭ ହୋଇଛି ସ୍ୱତନ୍ତ୍ର ପ୍ରଦର୍ଶନୀ । ରାଜ୍ୟ ହସ୍ତତନ୍ତ, ହସ୍ତଶିଳ୍ପ, ବୟନଶିଳ୍ପ ମନ୍ତ୍ରଣାଳୟ ସହଯୋଗରେ ଆୟୋଜିତ ଏହି ପ୍ରଦର୍ଶନୀକୁ ଅତିରିକ୍ତ ଜିଲ୍ଲାପାଳ କୈଳାସ ନାୟକ ଉଦଘାଟନ କରିଥିଲେ । ସମ୍ବଲପୁର…
Read More...

ଦଣ୍ଡମୁକ୍ତ ଅଞ୍ଚଳରେ ଦଣ୍ଡର ପ୍ରହାର, ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର

ଫୁଲବାଣୀ: କେନ୍ଦ୍ର ସରକାର, ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଶିକ୍ଷାର ମାନ ବୃଦ୍ଧି ନିମନ୍ତେ ବିଭିନ୍ନ ଯୋଜନା ସୃଷ୍ଟି କରାଯାଉଛି । ଏପରିକି ଘରୋଇ ଶିକ୍ଷାନୁଷ୍ଠାନରେ ଯାହା ସବୁ ଦିଆଯାଉଛି ତା' ଠାରୁ ଆହୁରି ଅଧିକ ସୁବିଧା ପାଇବା ପାଇଁ ନୂତନ ଶୈଳୀରେ ଉଚ୍ଚ ବିଦ୍ୟାଳୟମାନଙ୍କୁ କୋଟି କୋଟି…
Read More...

ଭବାନୀପାଟଣାରେ ଯୁଗ୍ମ ଜନଶୁଣାଣି ଶିବିର

ଭବାନୀପାଟଣା: ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍‌…
Read More...