Browsing Category

ରାଜ୍ୟ

ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେଯେ, ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ
Read More...

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା, ୧୦ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

ବ୍ରହ୍ମପୁର ୧୭।୦୬ : ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ପୋଲିସ କବଜାରେ ୧୦ ଅଭିଯୁକ୍ତ । ସୋମବାର ୭ ଜଣଙ୍କୁ ଅଟକ ରଖି ପୁଲିସ ତଦନ୍ତ କରୁଥିବା ବେଳେ ଫେରାର ୩ ଜଣଙ୍କୁ ଆଜି ଧରିଛି ପୁଲିସ । ଆଜି ସମସ୍ତ ୧୦ ଜଣଙ୍କର ଡାକ୍ତରୀ ମାଇନା କରାଯିବ । ଘଟଣା ସ୍ଥଳରେ ସ୍ଥିତି
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ
Read More...

୧୬ ତମ ମା’ ଅକ୍ଷରଶିଳା କ୍ରିକେଟ ଟୁର୍ଣ୍ଣାମେଂଟ ଉଦଯାପିତ

ଦେବଗଡ-ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ବଲଣ୍ଡା ଗ୍ରାମପଂଚାୟତ ଅକ୍ଷରଶିଳା ଗ୍ରାମରେ ଅନୁଷ୍ଠିତ ଦ୍ୱିଦୀବସିୟ ୧୬ ତମ ମା’ ଅକ୍ଷରଶିଳା କ୍ରିକେଟ ଟୁର୍ଣ୍ଣାମେଂଟ ଆଜି ଉଦଯାପିତ ହୋଇଯାଇଛି । ୧୬ ଟି ଦଳକୁ ନେଇ ଅନୁଷ୍ଠିତ ଏହି କ୍ରିକେଟ ଟୁର୍ଣ୍ଣାମେଂଟର ଫାଇନାଲ ମ୍ୟାଚରେ ବାହାଡାପସି ଦଳକୁ ପରାସ୍ତ
Read More...

ପାଣ୍ଡରାସିଙ୍ଗା ହତ୍ୟାକାଣ୍ଡ ଘଟଣାରେ ୪ ଜଣଙ୍କୁ କୋର୍ଟ ଚାଲାଣ

ଗଣିଆ: ଗଣିଆ ଥାନା କିଶୋର ପ୍ରସାଦ ପଞ୍ଚାୟତ ପାଣ୍ଡରାସିଙ୍ଗା ଗ୍ରାମରେ ସାଙ୍ଗକୁ ଛୁରି ଭୂସି ହତ୍ୟା ଘଟଣାରେ ଅଟକ ଥିବା ୪ ଜଣଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି ଗଣିଆ ପୋଲିସ । ଏହି ଘଟଣାରେ ହତ୍ୟାକାରୀ ଗଙ୍ଗାଧର ରାଉତ(ସନିଆ),ଭାଉଜ ନିବାସୀ ରାଉତ, ପୁତୁରା ଶୁଭମ ରାଉତ ଏବଂ
Read More...

କଳା ବ୍ୟାଜ ପିନ୍ଧିଲେ ବନ କର୍ମଚାରୀ

ଦଶପଲ୍ଲା :କଳାବ୍ୟାଜ୍ ପିନ୍ଧିଲେ ମହାନଦୀ ବନ୍ୟପ୍ରାଣୀ ଡିଭିଜନ ର ବନ କର୍ମଚାରୀ । ଗତ ୧୫ ତାରିଖ ଠାରୁ ୨୧ ତାରିଖ ପର୍ୟନ୍ତ ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ୩୬ ଜଣ ବନରକ୍ଷୀ, ବନପାଳ ଓ ଉପ - ବନାଂଚଳ ଅଧିକାରୀ କଳାବ୍ୟାଜ୍ ପିନ୍ଧି କାର୍ଯ୍ୟ କରୁଥିବାବେଳେ ,ଏହି ଅବଧି ମଧ୍ୟରେ କୈlଣସି
Read More...

ଜ୍ୱରରେ କମ୍ପୁଛନ୍ତି ତିନିଠାକୁର, ଆଜି ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଅଣସରରେ ତିନି ଠାକୁର। ୧୦୮ ଗରା ପାଣିରେ ଗାଧୋଇ ପଡିଛନ୍ତି ଜ୍ୱରରେ। ଏହି ଜ୍ୱରର ଉପଚାର ପାଇଁ ଆବଶ୍ୟକ ହୋଇଥାଏ “ଫୁଲୁରି ତେଲ’ ଓ “ଦଶମୂଳ ମୋଦକ’ । ଆଜି ଏହି ଫୁଲିରି ତେଲ ଶ୍ରୀ ବିଗ୍ରହଙ୍କ ପାଦରେ ଘସାଯିବ । ଏହାଦ୍ୱାରା ମହାପ୍ରଭୁଙ୍କୁ ଜ୍ୱର ଛାଡି ଯାଏ ବୋଲି କୁହାଯାଏ । ଆଷାଢ଼ କୃଷ୍ଣ
Read More...

୨୦ରେ ଖୋଲିବ ସ୍କୁଲ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ଉପସ୍ଥିତ ରହିବେ। ଏଥିପାଇଁ ବିଦ୍ୟାଳୟ ଓ
Read More...

ମଙ୍ଗଳପୁର ଗ୍ରାମରେ ଜଳ କଷ୍ଟ

କୋକସରା: ଖରା, ବର୍ଷା, ଶୀତ,ବର୍ଷର ୧୨ ମାସ, ସବୁବେଳେ ଗାଁରେ ଦେଖା ଦେଇଥାଏ ଜଳ ସମସ୍ୟା। ଯାହା ଫଳରେ ପାନୀୟ ଜଳ ଟିକକ ପାଇଁ ନିଇତି ଦୁର୍ଦ୍ଦଶା ଭୋଗୁଛନ୍ତି ଗାଁ ଲୋକେ। ଏମିତି ଏକ ଚିତ୍ର ଦେଖିବାକୁ ମିଳୁଛି କୋକସରା ବ୍ଳକ ମଙ୍ଗଳପୁର ଗ୍ରାମରେ। ଗାଁରେ ପାଖାପାଖି ୫ ଶହ ଜନସଂଖ୍ୟା ରହିଛି। ଏ
Read More...

ହତ୍ୟା ଘଟଣାର ହେଲା ସିନ୍ ରିକ୍ରିଏସନ, ପରିତ୍ୟକ୍ତ କୂଅରୁ ମିଳିଲା ହତ୍ୟାରେ ବ୍ୟବହୃତ ଛୁରୀ

ଗଣିଆ: ଗଣିଆ ଥାନା କିଶୋର ପ୍ରସାଦ ପଞ୍ଚାୟତ ପାଣ୍ଡରାସିଙ୍ଗା ଗ୍ରାମରେ ସାଙ୍ଗକୁ ଛୁରି ଭୁସି ଅତି ନିର୍ମମ ଭାବେ ହତ୍ୟା ଘଟଣାର ଆଜି ସିନ୍ ରିକ୍ରିଏସନ କରିଛି ଗଣିଆ ପୋଲିସ । ଅଭିଯୁକ୍ତ ଗଙ୍ଗାଧର ରାଉତ (ସନିଆ) କିଭଳି ଗ୍ରାମର ପୁରୁଷୋତ୍ତମ ପ୍ରଧାନଙ୍କୁ ଛୁରୀ ଭୁସି ହତ୍ୟା କଲା ସେ  ସମସ୍ତ
Read More...