Browsing Category

ରାଜ୍ୟ

ପୁଣି ଏକ ବିମାନ ଦୁର୍ଘଟଣାଗ୍ରସ୍ତ, ସମସ୍ତ ଯାତ୍ରୀ ମୃତ

ଡେରାଡୁନ: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରବିବାର ସକାଳେ କେଦାରନାଥ ମାର୍ଗରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ମୋଟ ପାଞ୍ଚ ଜଣ ଥିଲେ। ସମସ୍ତ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। NDRF ଏବଂ SDRF ଦଳକୁ
Read More...

୨ ଦିନରେ ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର:ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେବଳ ଦକ୍ଷିଣ ଓଡ଼ିଶାରେ ସକ୍ରିୟ ରହିଛି। ରାଜ୍ୟର ଅନ୍ୟ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ହେଉଛି। ତେବେ ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହୋଇ ବର୍ଷା କରାଇବ। ମୌସୁମୀ ଋତୁରେ ଯେତିକି ବର୍ଷା ହୁଏ, ଚଳିତବର୍ଷ ଓଡିଶାରେ
Read More...

ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରୋଡ୍‌ ଶୋ କରିବେ ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ସେ ଭୁବନେଶ୍ବରରେ ଏକ ରୋଡ୍‌ ଶୋ’ କରିବା କାର୍ଯ୍ୟକ୍ରମ ରହିଥିବା ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଛନ୍ତି। ଜୁନ୍‌ ୨୦ ଅପରାହ୍ନ ୩ ଟାରେ ବିମାନବନ୍ଦରରେ
Read More...

ଦିନଦ୍ବି- ପ୍ରହରେ ଯୁବକଙ୍କୁ ଛୁରୀଭୁସି ହତ୍ୟା

ଗଣିଆ,୧୪/୦୬(ହୀପ୍ର): ଦିନଦ୍ବି- ପ୍ରହରେ ଯୁବକଙ୍କୁ ଛୁରୀଭୁସି ହତ୍ୟା । ଗଣିଆ ବ୍ଲକର କିଶୋର ପ୍ରସାଦ ପଞ୍ଚାୟତର ପାଣ୍ଡରାସିଙ୍ଘା ଗ୍ରାମରେ ୨ଜଣଙ୍କ ମଧ୍ୟରେ ସାଧାରଣ ବଚସାରୁ ଛୁରୀ ମାଡରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି । ମୃତକ ଯୁବକ ଜଣକ ହେଲେ ସ୍ଥାନୀୟ ପାଣ୍ଡରାସିଂହା ଗ୍ରାମର ନରୋତମ
Read More...

ବୋମା ମାଡରେ ଦୁଇ ଗୁରୁତର

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଛୋଟପୁର୍ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକ ସେହି ଗ୍ରାମର ଜଣେ ରାସନ୍ ଦୋକାନୀଙ୍କ ଉପରକୁ ବୋମା ମାଡ଼ କରିଛନ୍ତି । ବୋମା ମାଡ଼ରେ ଦୋକାନୀ ବ୍ରଜବନ୍ଧୁ ମହାପାତ୍ର ଓ ତାଙ୍କର ଜଣେ ସମ୍ପର୍କୀୟ ଆଲୋକ ମହାପାତ୍ର ଗୁରୁତର ହୋଇ
Read More...

ବିମାନ ଦୁର୍ଘଟଣାରେ ବଞ୍ଚିଥିବା ଏକମାତ୍ର ଯାତ୍ରୀ କହିଲେ ଛାତିଥରା କଥା

ଅହମ୍ମଦାବାଦ :ଗୁଜୁରାଟର ଅହମ୍ମଦାବାଦରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାରେ ୨୪୨ ଜଣଙ୍କ ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ ନିଶ୍ଚିତ ହୋଇଛି ଏବଂ ଏକମାତ୍ର ବଞ୍ଚିଥିବା ଯାତ୍ରୀଙ୍କ ନାମ ବିଶ୍ୱାସ କୁମାର ରମେଶ । ଭାରତୀୟ ବଂଶୋଦ୍ଭବ ବ୍ରିଟିଶ ନାଗରିକ ବିଶ୍ୱାସ କୁମାର ରମେଶଙ୍କ ବଞ୍ଚି ରହିବାକୁ
Read More...

୧୯ ଯାଏ ଜାରି ରହିବ ବର୍ଷା

ଭୁବନେଶ୍ୱର:ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେଉଥିବାବେଳେ ୧୯ ତାରିଖଯାଏ ଏହା ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ ଶୁକ୍ରବାର ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଆଦି ୪ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହିସବୁ ଜିଲାରେ ଘଣ୍ଟା
Read More...

ଲୋକଙ୍କ ସହିତ ଯୋଡି ହେବାର ପ୍ରୟାସ ଆମ ସରକାରଙ୍କ ହଲ୍‍ମାର୍କ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ, ସ୍ଥାନୀୟ ମହାତ୍ମାଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କରିଥିଲେ। ଏହି ଅବସରରେ ଉଦବୋଧନ ଦେଇ
Read More...

ଓଡ଼ିଶାରେ ଲୋକସେବାର ନୂଆ ପରମ୍ପରା ତିଆରି ହୋଇଛି – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶାରେ ଜନସେବାରେ ସମର୍ପିତ ବିଜେପି ସରକାର ଶାସନର ୧ ବର୍ଷ ପୂର୍ତ୍ତି ପାଳନ କରିବା ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇବା ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
Read More...

ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ନେଲେ ବିଡିଓ

ଜି.ଉଦୟଗିରି(ହୀ.ପ୍ର): କଳିଙ୍ଗା ପଞ୍ଚାୟତ ରାଇପଦା ଛକ ନିକଟ ରାସ୍ତା କଡ଼ରେ ଏକ ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ପାଇଁ ଜି.ଉଦୟଗିରି ବିଡିଓ ଶରତ କୁମାର ମଲ୍ଲିକ ନିଜ ଗାଡ଼ିରେ ଡାକ୍ତରଖାନା ନେଇ ଚିକିତ୍ସା କରାଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ କୁର୍ମୀଙ୍ଗିଆ ଗ୍ରାମର ସତ୍ୟ ରଞ୍ଜନ
Read More...