Browsing Category

ରାଜ୍ୟ

ବିକଶିତ ଓଡିଶା ପାଇଁ ସାମୂହିକ ସହଯୋଗ କାମନା କଲେ ଶିଳ୍ପ ମନ୍ତ୍ରୀ

ପୁରୀ- ବିକଶିତ ଭାରତ ଆମର ଲକ୍ଷ୍ୟ।୨୦୩୬ କୁ ବିକଶିତ ଓଡିଶା ଓ ୨୦୪୭ କୁ ବିକଶିତ ଭାରତ କରିବାର ଧାର୍ଯ୍ୟ ଲକ୍ଷ୍ୟକୁ ଆମେ ସମ୍ମିଳିତ ଉଦ୍ୟମ ରେ ପୂରଣ କରିବା ବୋଲି ଆହ୍ବାନ ଦେଇଛନ୍ତି ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ। ଆଜି ପୂର୍ବାହ୍ନରେ ଜିଲ୍ଲା
Read More...

ମହାସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ମହାସ୍ନାନ କରିଛନ୍ତି। ଏହି ଦିବ୍ୟ ସ୍ନାନକୁ ବଡ଼ଦାଣ୍ଡରେ ଥାଇ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ। ନୀତି ନିର୍ଘଣ୍ଟ ଅନୁଯାୟୀ, ଭୋର ୪.୩୦ରେ ମଙ୍ଗଳାର୍ପଣ, ଭୋର ୫ଟାରେ ଧାଡ଼ି ପହଣ୍ଡି କରାଯାଇଥିଲା।
Read More...

ଜୁନ୍‌ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ

ବଲାଙ୍ଗୀର: ଆସନ୍ତା ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଲାଙ୍ଗୀର ଗସ୍ତକୁ ନଜରରେ ରଖି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ୧୭ ତାରିଖରେ ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ହେବ । ସେଥିପାଇଁ ବୁଧବାର ସକାଳୁ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ନେତୃତ୍ୱରେ
Read More...

ଜୁନ୍ ୨୦ରେ ମୋହନ ଚରଣ ମାଝୀ ସରକାରଙ୍କର ବର୍ଷ ପୂର୍ତ୍ତି ଉତ୍ସବ

ଭୁବନେଶ୍ବର: ଆସନ୍ତା ଜୁନ୍ ୧୨ ତାରିଖ ବଦଳରେ ଜୁନ୍ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କର ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଭୁବନେଶ୍ବର ଜନତା ମୈଦାନରେ ଭବ୍ୟ
Read More...

ଆସୁଛି ବଡ଼ ଲଘୁଚାପ: ଆଗାମୀ ୩ ଦିନ ଛେଚିବ ବର୍ଷା

ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ତିନି ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଏକ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ପବନର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା
Read More...

କମିଶନରେଟ ପୋଲିସ ପାଇଁ ୪୨୫ଟି ଦୁଇ ଚକିଆ ଯାନ
ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍‍ଘାଟନ କରିଛନ୍ତି ।ସୂଚନାଯୋଗ୍ୟ ଯେ, ୨୨୭୨ ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରିମହଲା ବିଶିଷ୍ଟ ଏହି ନୂତନ
Read More...

ଓଜେଇଇ -୨୦୨୫ର ଫଳାଫଳ ପ୍ରକାଶିତ,କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2025) ର ଫଳାଫଳ ଆଜି ପ୍ରକାଶ ପାଇଛି । ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, SCTEVT ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ OJEE -2025 ର ଫଳାଫଳ
Read More...

ମହାପ୍ରଭୁଙ୍କ ସ୍ନାନଯାତ୍ରା ଅବସରରେ ବାଲୁକା ଚିତ୍ର କଳା

ପୁରୀ-ପବିତ୍ର ସ୍ନାନ ଯାତ୍ରା ଅବସରରେ ବାଲୁକା ଚିତ୍ର କଳାରେ ଶୁଭେଛା ଦେଇଛନ୍ତି ବାଲୁକା ଚିତ୍ର ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ସେ ଏକ ବାଲୁକା ଚିତ୍ରକଳା ତିଆରି କରିଛନ୍ତି। ବାଲୁକା ଚିତ୍ର କଳାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସ୍ନାନ ଯାତ୍ରାର ଝଲକ ସେ
Read More...

ଭାରତ ସହାନୁଭୂତି, ନୈତିକ ଏବଂ ସମାନତାପୂର୍ଣ୍ଣ ବିଜ୍ଞାନରେ ବିଶ୍ୱାସ କରେ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଭାରତ ସହାନୁଭୂତିଶୀଳ, ନୈତିକ ଏବଂ ସମାନତାପୂର୍ଣ୍ଣ ବିଜ୍ଞାନରେ ବିଶ୍ୱାସ କରେ ବୋଲି ମଙ୍ଗଳବାର ଆଇଆଇଟି ହାଇଦ୍ରାବାଦରେ ବିଶ୍ୱ ଯୁବ ବୈଜ୍ଞାନିକ ସମ୍ମିଳନୀ ଓ ଗ୍ଲୋବାଲ୍ ୟଙ୍ଗ୍ ଏକାଡେମୀର ବାର୍ଷିକ ସାଧାରଣ ସଭାରେ ଅଧ୍ୟକ୍ଷତା କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା
Read More...

ରଥଯାତ୍ରାରେ ପୁରୁଣାକଟକରୁ ଗଡିବ ରେଳ

ହରଭଙ୍ଗା :ପଶ୍ଚିମ ଓ ପୂର୍ବ ଓଡିଶାର ସମ୍ପର୍କର ସେତୁ ବହୁ ପ୍ରତିକ୍ଷୀତ ଖୋର୍ଦ୍ଧା- ବଲାଙ୍ଗୀର ରେଳ ଲାଇନର ପୁଣି ଥର ଯାଞ୍ଚ କରିଛନ୍ତି ପୂର୍ବତଟ ରେଳ ବିଭାଗର ଜି ଏମ ପରମେଶ୍ୱର ପଙ୍କୱାଲ । ମଙ୍ଗଳବାର ଦିନ ସ୍ୱତନ୍ତ୍ର ନିରୀକ୍ଷଣ ରେଳ ରେ ବୌଦ୍ଧ ଜିଲ୍ଲା ରେ ପହଁଚି ପ୍ରଥମେ ବୌଦ୍ଧ ରେଲୱେ
Read More...