Browsing Category

ରାଜ୍ୟ

ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ କଲେ ଏଏସ୍‌ଆଇର ବୈଷୟିକ ଟିମ୍‌, ୧୦ ଦିନରେ ସରିବ ରୋଷଘର ଚଟାଣ ମରାମତି କାର୍ଯ୍ୟ

ପୁରୀ : ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ପାଇଁ ପହଁଚିଲେ ଏଏସ୍‌ଆଇର ବୈଷୟିକ ଟିମ । ଆଇଆଇଟି ଚେନ୍ନାଇର ପ୍ରଫେସର ଅରୁଣ ମେନନ, ଦିଲ୍ଲୀର କଂଜରଭେସନ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଭିମା, ଏଏସଆଇ ଓଡିଶା ମୁଖ୍ୟ ଅରୁଣ ମଲ୍ଲିକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ସାମିଲ । ଗର୍ଭଗୃହ ଭିତରେ ଥିବା ଅବସ୍ଥା
Read More...

ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରାସ୍ତା କାଦୁଅ ପଚପଚ

ଖପ୍ରାଖୋଲ,୩/୭ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବର୍ଷାହେଲେ ରାସ୍ତା କାଦୁଅ ପଚପଚ ହେଉଥିବା ଦେଖାଯାଉଛି । ଏହି ଡାକ୍ତରଖାନା ଉପରେ ଖପ୍ରାଖୋଲ ଅଞ୍ଚଳ ଓ ଆଖପାଖ ବହୁସଂଖ୍ୟକ ଗାଁ ଓ ବେଲପଡା ବ୍ଲକର ଲୋକେ ମଧ୍ୟ ନିର୍ଭର କରିଥାନ୍ତି ।
Read More...

କବି କଳହଂସ ଗୋପାଳକୃଷ୍ଣ ପଟ୍ଟନାୟକଙ୍କ ୨୩୯ ତମ ଜୟନ୍ତୀ ପାଳିତ

ଗଜପତି,୩/୭- ପାରଳାଖେମୁଣ୍ଡିର ଗୌରବ ଓ ଗର୍ବ ତଥା ଗୌଡୀୟ ପରମ୍ପରାର ବରିଷ୍ଠ କବି କଳହଂସ ଗୋପାଳକୃଷ୍ଣ ପଟ୍ଟନାୟକଙ୍କ ୨୩୯ ତମ ଜୟନ୍ତୀ ସମାରୋହ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଭକ୍ତି ସଙ୍ଗୀତ ସଂସଦ ନାଟକ ଏକାଡେମୀର ଉପ ସଭାପତି ଶ୍ରୀ ମନ୍ମଥ କୁମାର ଶତପଥୀଙ୍କ ସଭାପତିତ୍ୱରେ ମହନ୍ତ ମହାରାଜ
Read More...

ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଘୁନସରରେ ୭୩ ତମ ବନ ମହୋତ୍ସବ ପାଳିତ

ଖପ୍ରାଖୋଲ,୩/୭ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଘୁନସରରେ ୭୩ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଖପ୍ରାଖୋଲ ବନପାଳ ଶ୍ରୀଯୁକ୍ତ ଗିରିଧାରୀ ନାଗ ମୁଖ୍ୟଅତିଥି , ମୋହନ ସୁନା ମୁଖ୍ୟବକ୍ତା , ଧଣ୍ଡାମୁଣ୍ଡା ବନରକ୍ଷକ,
Read More...

ଆଡପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ : ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ । ଆଜି ସକାଳୁ ଆଡ଼ପ ମଣ୍ଡପ ଦର୍ଶନ ପାଉଛନ୍ତି ଭକ୍ତ । ଗତ ଦୁଇ ବର୍ଷ ହେବ କୋଭିଡ କଟକଣା ହେତୁ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ହେଲେ ଚଳିତ ବର୍ଷ କୋଭିଡ ପ୍ରକୋପ କମ ଯୋଗୁ ସାଧାରଣ ଦର୍ଶନ ନେଇ କୌଣସି କଟକଣା ନାହିଁ । ତେବେ ମହାପ୍ରଭୁଙ୍କ
Read More...

ଜୁଲାଇ ୫ରେ ମାଟ୍ରିକ୍‌ ରେଜଲ୍ଟ !

ଭୁବନେଶ୍ୱର : ଆସନ୍ତା ୫ତାରିଖରେ ପ୍ରକାଶ ପାଇପାରେ ମାଟ୍ରିକ୍‌ ରେଜଲ୍ଟ । ଏନେଇ ଆସନ୍ତାକାଲି ବିଧିବଦ୍ଧ ଭାବେ ହୋଇପାରେ ଘୋଷଣା । ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୨୯ରୁ
Read More...

ସୋନପୁର ମହାବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର: ସୋନପୁର ମହାବିଦ୍ୟାଳୟର ପ୍ରତିଷ୍ଠା ଦିବସ ୨/୭/୧୯୬୪ କୁ ସ୍ମରଣ କରି ମହାବିଦ୍ୟାଳୟର ୧୧ ନମ୍ବର ଶ୍ରେଣୀ ଗୃହରେ ଅଧ୍ୟକ୍ଷ ରାଜୀବ ଲୋଚନ ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟ ଅତିଥି ଭାବରେ
Read More...

୭୩ତମ ବନ ମହୋତ୍ସବ ଅବସରରେ ବୃକ୍ଷରୋପଣ, ଯୁବ କାଉନସିଲର ଅମିତ୍‌ ପ୍ରଧାନଙ୍କ ପ୍ରଚେଷ୍ଟାକୁ ପ୍ରଶଂସା କଲେ ଜିଲ୍ଲାପାଳ

ନବରଙ୍ଗପୁର: ୭୩ ତମ ଜାତୀୟ ବନ ମହୋତ୍ସବ ସପ୍ତାହ ଅବସରରେ ନବରଙ୍ଗପୁର ଜିଲ୍ଲା ସଦର ମହକୁମା ମହିଳା ମହାବିଦ୍ୟାଳୟ ନିକଟରେ ଥିବା ଛତ୍ରଭଶଟ ଶ୍ମଶାନ ଠାରେ ଜିଲ୍ଲା ପ୍ରଶାସନ ଏବଂ ବନ ବିଭାଗ ପକ୍ଷରୁ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଁଳା, ଫାସି, ଆମ୍ବ, ପଣସ,
Read More...

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର: କୋଭିଡ୍ ଗାଇଡଲାଇନ୍ ମଧ୍ୟରେ ବିଧାନସଭାର ମୌସୁମୀ ଅଧିବେଶନ ଆଜିଠୁ ଆରମ୍ଭ ହୋଇଥିବାବେଳେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ସମେତ ମୋଟ ୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବିଧାନସଭା ଅଧିବେଶନରେ ସାମିଲ ହେଉଥିବା ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀ ଓ
Read More...

ଜନ୍ମବେଦୀ ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ, ଆଜିଠୁ ବାହାରିବ ପ୍ରଥମ ଆଡପ ଅବଢା

ପୁରୀ : ଜନ୍ମବେଦୀ ଆଡ଼ପମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ । ଆଜି ଠାରୁ ଭକ୍ତ ଶ୍ରଦ୍ଧାଳୁ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବେ, ଏଥିସହ ବାହାରିବ ପ୍ରଥମ ଆଡ଼ପ ଅବଢ଼ା । ଶନିବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଦ୍ୱିତୀୟ ଦିନରେ ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମସ୍ତ
Read More...