Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆନ୍ତର୍ଜାତୀୟ ନିଶା ନିବାରଣ ଓ ଅନୈତିକ ଚାଲାଣ ଦିବସ ପାଳିତ
ନବରଙ୍ଗପୁର: ଆଜି ଆନ୍ତର୍ଜାତୀୟ ଅବୈଧ ନିଶା ସେବନ ଓ ମାଦକ ଦ୍ରବ୍ୟ କାରବାର ଦିବସ ଅବସରରେ ନବରଙ୍ଗପୁର ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଅବକାରୀ ବିଭାଗ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଦ୍ୱାରା ସଚେତନତା ରଥ ଗାନ୍ଧୀଙ୍କ!-->…
Read More...
Read More...
ସଙ୍ଗୀତ ବିଦ୍ୟାଳୟର ବାର୍ଷିକ ଉତ୍ସବ
ଗଜପତି/ପାରଳାଖେମୁଣ୍ଡି , (ହୀ.ପ୍ର)- ପାରଳାଖେମୁଣ୍ଡିର ଅଗ୍ରଣୀ ଅନୁଷ୍ଠାନ ଭକ୍ତିସଙ୍ଗୀତ ସଂସଦ ପରିଚାଳିତ ସଙ୍ଗୀତ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଦେବୀ ମଠର ମହନ୍ତ ଶ୍ରୀ ରାମାନନ୍ଦ ଦାସଜୀ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ!-->…
Read More...
Read More...
୨ ଫରେଷ୍ଟର ନିଲମ୍ଵିତ,୩ୱାଚର୍ ଗିରଫ
ଅନୁଗୁଳ: ସଙ୍କଟରେ ଗଜରାଜ। ପୁଣି ହାତୀ କଙ୍କାଳ ଉଦ୍ଧାର। ଅନୁଗୁଳ ସାତକୋଶିଆ ବନଖଣ୍ଡ ଅଧୀନସ୍ଥ କଟକ ଜିଲ୍ଲା ଜିଲିଣ୍ଡା ରେଞ୍ଜ ସତ୍ୟଜୟପୁର ପତ୍ରା ଜଙ୍ଗଲରୁ ଏକ ଦନ୍ତା ହାତୀର କଙ୍କାଳ ଉଦ୍ଧାର ହୋଇଛି। ଦନ୍ତାହାତୀର ଦାନ୍ତ କଟାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ବନ ବିଭାଗର ୨ ଜଣ ଫରେଷ୍ଟର!-->…
Read More...
Read More...
ଆନ୍ତର୍ଜାତିକ ନିଶା ନିବାରଣ ଦିବସ ପାଳିତ
ଫୁଲବାଣୀ,(ହୀ.ପ୍ର):- ସ୍ଥାନୀୟ ଗାନ୍ଧୀସ୍ମୃତି ଭବନ ଠାରେ ଜିଲ୍ଳା ପ୍ରଶାସନ କନ୍ଧମାଳ ଓ ଅବକାରୀ ବିଭାଗ ତଥା ସାମାଜିକ ସୁରକ୍ଷା ବିଭାଗଙ୍କ ମିଳିତ ଆନୁକୂଲ୍ୟରେ ଆନ୍ତର୍ଜାତିକ ନିଶା ନିବାରଣ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ!-->…
Read More...
Read More...
ଡିପ୍ଲୋମା କୋର୍ସରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ପଲିଟେକ୍ନିକ୍ ଓ ଡିପ୍ଲୋମା ସ୍କୁଲରେ ୨୦୨୨-୨୩ ଶିକ୍ଷାବର୍ଷରେ ଡିପ୍ଲୋମା କୋର୍ସରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ଆସନ୍ତା ୨୭ ତାରିଖରୁ ଜୁଲାଇ ୨୩ ପର୍ଯ୍ୟନ୍ତ ଷ୍ଟୁଡେଣ୍ଟ ଏକାଡେମିକ୍ ମ୍ୟାନେଜମେଣ୍ଟ ସିଷ୍ଟମ୍!-->…
Read More...
Read More...
ମହାପ୍ରଭୁଙ୍କ ରାଜପ୍ରାସାଦ ବିଜେ ନୀତି
ପୁରୀ : ଅଣସର ଦ୍ୱାଦଶୀ ତିଥିରେ ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହୋଇଛି ରାଜପ୍ରାସାଦ ବିଜେ ନୀତି । ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯାଇଛି । ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ!-->…
Read More...
Read More...
ଆନ୍ତର୍ଜାତୀୟ ଡ୍ରଗ୍ସ ଅପବ୍ୟବହାର ଓ ଅନୈତିକ କାରବାର ବିରୋଧ ଦିବସ ପାଳିତ
ପୁରୀ : ନିଶା ଏକ ମାରାତ୍ମକ ବ୍ୟାଧି ।ଏଥିରେ ବିଶେଷ ଭାବରେ ଯୁବବର୍ଗ ପ୍ରଭାବିତ ହେଉଥିବାରୁ ସେମାନଙ୍କୁ ସଚେତନ କରି ଭଲ ବାଟକୁ ଫେରେଇ ଆଣିବା ସମସ୍ତଙ୍କ ଦାୟିତ୍ୱ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ମତ ଦେଇଛନ୍ତି । ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ମାଦକ ଦ୍ରବ୍ୟର ଅପବ୍ୟବହାର ତଥା ଅବୈଧ!-->…
Read More...
Read More...
ମହାନଦୀ ଉପରେ ନିର୍ମାଣ ହେବ ଆଉ ଏକ ସେତୁ
ଦଶପଲ୍ଲା : ମହାନଦୀ ଉପରେ ନିର୍ମାଣ ହେବ ଆଉ ଏକ ସେତୁ । ଏଥିପାଇଁ ସରକାରୀ ସ୍ତରରେ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି ସେତୁ ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ୍ ଅନ୍ତର୍ଗତ ବଡ଼ମୂଳରୁ ମହାନଦୀର ଅପରପାର୍ଶ୍ୱରେ ଥିବା କଟକ ଜିଲ୍ଲା ନରସିଂହପୁର ବ୍ଲକ୍ ବାଲିପୁଟ ସହିତ ସଂଯୋଗ ହେବ । ଏଥିପାଇଁ!-->…
Read More...
Read More...
ଦୁର୍ଘଟଣାରେ ଯୁବକ ମୃତ
ଦଶପଲ୍ଲା : ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥ ଶାଳିଆଗୋଛା ନିକଟରେ ଏକ କାର୍ ସହିତ ମୁହାଁମୁହିଁ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ବାଇକ ଆରୋହୀ ଜଣଙ୍କ ହେଲେ ତାଂଗନାଡି ଗାଁର ସଞ୍ଜୟ ବିନ୍ଧାଣୀ । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ବାଣୀଗୋଛା ଥାନା ଅନ୍ତର୍ଗତ!-->…
Read More...
Read More...
ମାଈହାତୀ ମୃତଦେହ ଠାବ
ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳ କଳାପାଟ ସଂରକ୍ଷିତ ଜଙ୍ଗଲ ଟୁଲୁକପଦା ଗାଁ ନିକଟରେ ମାଈହାତୀ ମୃତଦେହ ଠାବ ହୋଇଛି। କିଛି ସ୍ଥାନୀୟ ଲୋକ ଛତୁ ଖୋଜିବା ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସେଠାରେ ହାତୀଟି ମରି ପଡ଼ିଥିବା ଦେଖିବାକୁ ପାଇଥିଲେ।
ପରେ ଏନେଇ ଜଙ୍ଗଲ ବିଭାଗକୁ ଖବର!-->!-->!-->…
Read More...
Read More...