Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସ୍ମାର୍ଟ ସ୍କୁଲରେ ଛାତ୍ରୀଙ୍କୁ ଶିକ୍ଷୟତ୍ରୀଙ୍କ ସ୍ମାର୍ଟ ପନିସମେଣ୍ଟ୍, ଥାନାରେ ଏତଲା
ବାଲିଗୁଡ଼ା :ଦଣ୍ଡ ମୁକ୍ତ ଅଂଚଳରେ ଛାତ୍ରୀଙ୍କୁ କଠୋର ଦଣ୍ଡ । ସ୍ମାର୍ଟ ସ୍କୁଲରେ ୧୦ମ ଛାତ୍ରୀଙ୍କୁ ଶିକ୍ଷୟତ୍ରୀଙ୍କ ସ୍ମାର୍ଟ ପନିସମେଣ୍ଟ୍ । ଶିକ୍ଷୟତ୍ରୀଙ୍କ ମାଡ଼ରେ ଦଶମ ଶ୍ରେଣୀ ଛାତ୍ରୀ ଆହତ । ପରିବାର ପକ୍ଷରୁ ଥାନାରେ ଏତଲା । ଏଭଳି ଘଟଣା କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ!-->…
Read More...
Read More...
ବସ-ଟ୍ରକ୍ ମୁହାଁମୁହିଁ ଧକ୍କା; ୪ ମୃତ,୨୦ ଆହତ
ଲାଖୀପୁର: ଶୁକ୍ରବାର ୟୁପିର ଲାଖୀପୁର ଖେରୀରେ ଏକ ବଡ଼ ଦୁର୍ଘଟଣା ଘଟିଛି । ରାଜପଥରେ ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୨୦ ଜଣ ଗୁରୁତର ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ୪ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଦୁଇଜଣଙ୍କ ପରିଚୟ ମିଳିପାରି ନାହିଁ । ସମସ୍ତ!-->…
Read More...
Read More...
ମନୋଜ ପଟ୍ଟନାୟକ ହେଲେ ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘର ଅଧ୍ୟକ୍ଷ
ନବରଙ୍ଗପୁର,୨୪/୬- ନବରଙ୍ଗପୁର ଜିଲ୍ଲାରେ କିନ୍ନର ମାନଙ୍କ ବିଭିନ୍ନ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବା ଏବଂ ଏଗୁଡିକର ତୁରନ୍ତ ସମାଧାନ ନିମନ୍ତେ ନବରଙ୍ଗପୁର ଜିଲ୍ଲାର ସମସ୍ତ କିନ୍ନରମାନେ ମିଶି ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘ ନାମରେ ଜିଲ୍ଲାପାଳ କାର୍ଯ୍ୟାଳୟରେ ୦୬/୨୦୨୨ ପତ୍ର!-->…
Read More...
Read More...
ବରିଷ୍ଠ ସିନେ ଅଭିନେତା ରାଇମୋହନଙ୍କ ଆତ୍ମହତ୍ୟା
ଭୁବନେଶ୍ୱର : ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା । ଆଜି ନିଜ ଭୁବନେଶ୍ୱର ସ୍ଥିତ ପ୍ରାଚୀ ବିହାର ସ୍ଥିତ ତାଙ୍କ ବାସଭବନରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଘଟଣା ସ୍ଥଳରେ ମଞ୍ଚେଶ୍ୱର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେ କେଉଁ କାରଣରୁ ଆତ୍ମହତ୍ୟା!-->…
Read More...
Read More...
ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା
ପୁରୀ :ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଓଡିଶାରୁ ପ୍ରଥମ ମହିଳା ଭାବେ ରାଷ୍ଟ୍ରପତି ନିର୍ବାଚନରେ ସାମିଲ ହୋଇଛନ୍ତି । ସେ ଓଡିଶାର ଗର୍ବ ଆଉ ଗୌରବ । ସେ ଓଡିଶାର ଝିଅ ହୋଇଥିବାରୁ ଦଳମତ ନିର୍ବିଶେଷରେ ସମସ୍ତେ ତାଙ୍କୁ ସମର୍ଥନ କରିବା!-->…
Read More...
Read More...
ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ପୁରୀ : ମହାମାରୀ କରୋନା ପାଇଁ ଦୁଇ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା । ତେବେ ଚଳିତ ବର୍ଷ କରୋନା ର ପ୍ରକୋପ ହ୍ରାସ ପାଇଥିବାରୁ ଭକ୍ତଙ୍କ ମେଳରେ ରଥଯାତ୍ରା ହେବ । ପୂର୍ବାପେକ୍ଷା ଅଧିକ ଜନସମାଗମର ଆକଳନ କରାଯାଉଛି । ତେଣୁ ଶାନ୍ତି ଶୃଙ୍ଖଳା ରକ୍ଷା ସହ!-->…
Read More...
Read More...
ଖାଲମଡା ସେବା ସମବାୟ ସମିତିରେ ସଭାପତି ଭାବେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରକାଶ
ଦଶପଲ୍ଲା : - ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଖାଲମଡା ସେବା ସମବାୟ ସମିତିରେ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଖାଲମଡା ଗ୍ରାମର ପ୍ରକାଶ ପ୍ରଧାନ ଏକମାତ୍ର ସଭାପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ନିର୍ବାଚନ ଅଧିକାରୀ ସୁକାନ୍ତ!-->…
Read More...
Read More...
ମନରେଗାରେ ଶ୍ରମିକ ବଦଳରେ ମେସିନ, ଘଟଣାର ତଦନ୍ତ କେବେ…?
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକରେ ମନରେଗାରେ ଦୁର୍ନୀତି । ଖବର ପ୍ରକାଶ ପରେ ମଧ୍ୟ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିଘା ନାହିଁ । ମନରେଗା ଯୋଜନାରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ଗ୍ରାମାଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହେଉଛି । ମନରେଗା ଯୋଜନାରେ ଜଳ!-->…
Read More...
Read More...
ଗାତରେ ପଡ଼ି ୪ ଶିଶୁଙ୍କ ମୃତ୍ୟୁ ଘଟଣା,ସହାୟତା ରାଶି ଘୋଷଣା
କୋରାପୁଟ: କୋରାପୁଟ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଦଶମନ୍ତପୁର ବ୍ଲକ ମାଝୀଗୁଡ଼ା ଗାଁରେ ଗାତରେ ଜମିଥିବା ପାଣିରେ ବୁଡ଼ି ଗତକାଲି ୪ ଶିଶୁ ଆଖି ବୁଜିଥିଲେ। ଏହି ଘଟଣା ପରେ ପୁରା ଗାଁରେ ଶୋକର ଛାୟା ଖେଳି ଯାଇଥିବା ବେଳେ କମ୍ପାନୀ ତଥା ପ୍ରଶାସନ ପକ୍ଷରୁ ଘୋଷଣା ହୋଇଛି ସହାୟତା ରାଶି।
!-->!-->…
Read More...
Read More...
ପାରଳା ପୌର ପରିଷଦ ପକ୍ଷରୁ ହେଲ୍ପ ଲାଇନ ଓ ଜନ ଶୁଣାଣୀ ସକାଶେ ସମ୍ବାଦିକ ସମ୍ମିଳନୀ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ପୌର ପରିଷଦ କାର୍ଯ୍ୟାଳୟଠାରେ ଥିବା କନଫେରାନ୍ସ ହଲରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ, ସହକାରୀ!-->…
Read More...
Read More...