Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବିଷାକ୍ତ ସାପ କାମୁଡାରେ ବାଳକର ମୃତ୍ୟୁ
ନବରଙ୍ଗପୁର: ବିଷାକ୍ତ ସାପ କାମୁଡାରେ ଜଣେ ୧୪ ବର୍ଷର ନାବାଳକ ମୃତ୍ୟୁ ଘଟିଛି । ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡି ଗୁଡା ପଞ୍ଚାୟତ ଦଲାଗୁଡା ଗାଁର ନାରାୟଣ ଭୂମିଆଙ୍କ ଘରେ ନନ୍ଦହାଣ୍ଡି ବ୍ଲକ ସିନ୍ଧିଗୁଡ଼ା ପଞ୍ଚାୟତ ରଙ୍ଗମାଟିଗୁଡା ଗାଁର ତାଙ୍କ ୧୪ ବର୍ଷର ଭଣଜା ଅର୍ଜୁନ ଭୂମିଆ!-->…
Read More...
Read More...
ଫୁଲବାଣୀ ବିଧାୟକଙ୍କ ବାଲନ୍ଦାପଡା-ନାରାୟଣପ୍ରସାଦ ରାସ୍ତା ନିର୍ମାଣ ପାଇଁ ଆଲୋଚନା
ଫୁଲବାଣୀ: କନ୍ଧମାଳ-ବୌଦ୍ଧ ମଧ୍ୟରେ ଥିବା ଦୂରତା ହ୍ରାସ କରି ଉଭୟ ଜିଲ୍ଲା ମଧ୍ୟରେ ସମ୍ପର୍କକୁ ନିବିଡ ଓ ମଜଭୁତ କରିବା ପାଇଁ ଏକ ସର୍ଟକଟ ସ୍ଥାୟୀ ରାସ୍ତା ନିର୍ମାଣ କରିବା ଲାଗି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ବିଶେଷ ଆଗ୍ରହ ପ୍ରକାଶ କରିଛନ୍ତି । ଏଥିରେ ଫିରିଙ୍ଗିଆ ବିଡିଓ ରଶ୍ମିରଞ୍ଜନ!-->…
Read More...
Read More...
ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ୫୭ନଂ ଜାତୀୟ ରାଜପଥ ଅବରୋଧ
ବୌଦ୍ଧ/ଜହ୍ନ ।ପଙ୍କ,୨୩/୬- ଆଜି ସକାଳ ପ୍ରାୟ ୬ ଟା ସମୟରେ ବୌଦ୍ଧ-ବଲାଙ୍ଗୀର ଜାତୀୟ ରାଜପଥ ନଂ ୫୭ ତାଳସରଡା ଗ୍ରାମପଞ୍ଚାୟତ ବାଉଁଶୁଣି ଥାନା ସିଦ୍ଧପୁର ଛକ ନିକଟରେ ଗ୍ରାମର ସରୋଜ କୁମାର ମେହେର ଶୌଚପାଇଁ ଯାଉଥିବା ବେଳେ ବୌଦ୍ଧ ପଟୁ ବଲାଙ୍ଗିର ଅଭିମୁଖେ ଯାଉଥିବା ଏକ ଅଜଣା ଗାଡ଼ି ତାଙ୍କୁ!-->…
Read More...
Read More...
ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ
ବୌଦ୍ଧ,୨୩/୬- ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ମହାସମାରୋହରେ ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ଜିଲ୍ଲାସ୍ତରରେ, ଶକ୍ତି କେନ୍ଦ୍ର ଓ ମଣ୍ଡଳ ସ୍ତରରେ ପାଳିତ ହୋଇଯାଇଛି । ଆଜିର କାର୍ଯ୍ୟକ୍ରମରେ ସ୍ୱର୍ଗତ ମୁଖାର୍ଜୀଙ୍କ ଦେଶର ଏକତା ଓ ଅଖଣ୍ଡତା ପାଇଁ ନିଜ ଜୀବନକୁ କିପରି ଉତ୍ସର୍ଗ!-->…
Read More...
Read More...
ପାଣିରେ ବୁଡ଼ି ୪ ନାବାଳକଙ୍କ ମୃତ୍ୟୁ
କୋରାପୁଟ : କୋରାପୁଟର ଦଶମନ୍ତପୁର ବ୍ଲକ ମାଝୀଗୁଡ଼ା ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି । ରାସ୍ତା ନିର୍ମାଣ ପାଇଁ ଖୋଳାଯାଇଥିବା ଗାଢରେ ଜମିଥିବା ପାଣିରେ ବୁଡି ୪ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି । ଏହି ଘଟଣା ସାରା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି । ପ୍ରଥମେ ୨ ଜଣ ପ୍ରାଣ!-->…
Read More...
Read More...
ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ଓଡିଶା ରାଜସ୍ୱ ଅମଲା ସଂଘର କର୍ମକର୍ତ୍ତାଙ୍କ ସାକ୍ଷାତ
ନବରଙ୍ଗପୁର,୨୩/୬- ଆଜି ନବରଙ୍ଗପୁର ସର୍କିଟ ହାଉସ ଠାରେ ଓଡିଶା ସରକାରଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ଓଡିଶା ରାଜସ୍ୱ ଅମଲା ସଂଘର କର୍ମକର୍ତ୍ତା ବୃନ୍ଦ ସାକ୍ଷାତ କରି ସଂଘର ନିମ୍ନଲିଖିତ ବିଭିନ୍ନ ଦାବି ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ୧. ଜିଲ୍ଲା!-->…
Read More...
Read More...
ହାତୀ ଶିକାର: ଜଣେ ଗିରଫ,ଜଣେ ଫେରାର
ସମ୍ବଲପୁର : ସ୍ଥାନୀୟ ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗାଁ ପୋଖରୀରେ କିଛିଦିନ ରହି ପରେ ଗହନ ଚିକିତ୍ସା ସତ୍ତେ୍ୱ ମରିଯାଇଥିବା ଦନ୍ତାହାତୀ ବିଷୟରେ ଆଜି ବନବିଭାଗର ସ୍ପଷ୍ଟୀକରଣ ସାମ୍ନାକୁ ଆସିଛି । ଏ ବିଷୟରେ ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଡିଏଫଓ ବିଶ୍ୱନାଥ ନିଳାମ୍ବର!-->…
Read More...
Read More...
ବଜ୍ରାଘାତରେ ଜଣେ ମୃତ, ଜଣେ ଗୁରୁତର
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ଆଜି କାଳବୈଶାଖୀ ବର୍ଷା ପ୍ରଭାବରେ ହୋଇଥିବା ବଜ୍ରାଘାତରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ଦେବେନ୍ଦ୍ର ମହାନ୍ତି ନାମକ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ!-->…
Read More...
Read More...
ସୁସ୍ଥ ଶରୀର ଓ ମନ ପାଇଁ ଯୋଗ ଅତ୍ୟାବଶ୍ୟକ
ସୁବର୍ଣ୍ଣପୁର: ଭାରତ ସ୍ୱାଭିମାନ ଓ ପତଞ୍ଜଳି ଯୋଗ ସମିତି ଆନୁକୂଲ୍ୟରେ ସୁବର୍ଣ୍ଣପୁର ଠାରେ ସୁବର୍ଣ୍ଣା ପରିସରରେ ଜିଲ୍ଲା ସ୍ତରୀୟ ବିଶ୍ୱ ଯୋଗ ଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି । ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ଭାରତ ସ୍ୱାଭିମାନ ପ୍ରଭାରୀ ଗୋରେଖନାଥ ସାହୁ ମାର୍ଗ ଦର୍ଶନ କରିଥିଲେ ।!-->…
Read More...
Read More...
ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ
ପୁରୀ : ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ସରି ସରି ଆସୁଛି ।ତିନିରଥରେ ଋଷିପଟା ଲଗାଯାଇଛି । ତେରପରସ୍ତ ପୋଟଳ ତଳେ ଋଷିପଟା ସଂଯୋଗ କରାଯାଇଛି । ରଥବେଦି ସମ୍ମୁଖ ଭାଗରେ ପଟାବାଡ଼ିଆ ଶେଷ ହୋଇଛି । ରୂପକାର ସେବକମାନେ ରଥଚକ ଏବଂ ଗୁଜ ସମେତ ବିଭିନ୍ନ ଅଂଶ ରଙ୍ଗ କରୁଛନ୍ତି । କଳସରେ!-->…
Read More...
Read More...