Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଘାଟିରୁ ଖସି ଜଳିଗଲା ମାଛ ବୋଝେଇ ଟ୍ରକ୍
ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବଡଘାଟିରୁ ୩୦ ଫୁଟ୍ ତଳକୁ ଖସି ଜଳିଗଲା ମାଛ ବୋଝେଇ ଟ୍ରକ୍ । ସୌଭାଗ୍ୟ ବଶଃତ ଏତେ ବଡ ଦୁଃଘଟଣାରୁ ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ!-->…
Read More...
Read More...
ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ନବୀନ ପଟ୍ଟନାୟକଙ୍କ ଅପିଲ୍
ଭୁବନେଶ୍ୱର: ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଅପିଲ କରିଛନ୍ତି। ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସର୍ବସମ୍ମତି କ୍ରମେ ଶ୍ରୀମତୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ସେ କହିଛନ୍ତି। ଏଥିସହ ଓଡ଼ିଶାର ଝିଅ!-->…
Read More...
Read More...
ନୂତନ ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଦାୟୀତ୍ୱ ଗ୍ରହଣ
ଫୁଲବାଣୀ : କନ୍ଧମାଳ ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବୁଧବାର ଦାୟୀତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଥିବା ଜିଲାପାଳ ଡା. ବୃନ୍ଦା ଡିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ବୃନ୍ଦା ଡିଙ୍କୁ ଓଏସଏମସିଏଲ, ଭୁବେନଶ୍ୱରକୁ ବଦଳି ହୋଇଛି । ଆଶିଷ ଈଶ୍ୱର ପାଟିଲ ଏଥି!-->…
Read More...
Read More...
ପୋପ୍ ଫ୍ରାନ୍ସିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଭାଟିକାନସିଟିରେ ପୋପ୍ ଫ୍ରାନ୍ସିସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ରୋମରେ ରହଣୀ ସମୟରେ ଆଜି ପୋପ୍ ଫ୍ରାନ୍ସିସଙ୍କୁ ଭେଟିଛନ୍ତି।ସୂଚନାଯୋଗ୍ୟ, ୨୬ ତାରିଖ ଯାଏ ମୁଖ୍ୟମନ୍ତ୍ରୀ ରୋମରେ ଅବସ୍ଥାନ କରିବେ ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନସଚିବ!-->…
Read More...
Read More...
ଟ୍ବିନସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ଭୁବନେଶ୍ୱର: ଟ୍ବିନସିଟିରେ ପ୍ରବଳ ବର୍ଷା । ଭୁବନେଶ୍ବର, କଟକରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଆକାଶରେ ପ୍ରବଳ ମେଘ ଘୋଟି ଅସିଥିବା ସହ ଜୋରରେ ବର୍ଷା ହେଉଛି । ଫଳରେ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି । ସେପଟେ ରାଜ୍ୟରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ପୂର୍ବ ଝାଡ଼ଖଣ୍ଡ!-->…
Read More...
Read More...
ବାଲ୍ୟବିବାହକୁ ରୋକିବା ନିମନ୍ତେ ଜିଲ୍ଲା ପ୍ରଶାସନ ଓ ଜାତି ସମାଜର ସମନ୍ୱୟ ବୈଠକ
ନବରଙ୍ଗପୁର: ଜିଲ୍ଲାରେ ବାଲ୍ୟବିବାହକୁ ରୋକିବା ନିମନ୍ତେ ଆଜି ସ୍ଥାନୀୟ ମିଶନଶକ୍ତି ସଭାଗୃହ ଠାରେ ସମାଜ କଲ୍ୟାଣ ବିଭାଗ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ୟୁନିସେଫ, ଆକ୍ସନଏଡ ଓ ବିଭିନ୍ନ ଜାତି ସମାଜର ମୁଖ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସମନ୍ୱୟ!-->…
Read More...
Read More...
ପାଲିଆଟିଭ୍ କେୟାର ହସ୍ପିଟାଲରେ ଆସିୟୁ କକ୍ଷ ଉଦଘାଟିତ,ଉନ୍ନତ ମାନର ସେବା ପାଇବେ ସାଧାରଣ ଲୋକ
ଭୁବନେଶ୍ୱର: ଭୁବନେଶ୍ୱର ପଟିଆ ସ୍ଥିତ ରିହାବିଟେସନ୍ ଆଣ୍ଡ ପାଲିଆଟିଭ୍ କେୟାର ହସ୍ପିଟାଲରେ ନୂତନ ଆଇସିୟୁ କକ୍ଷ ଉଦଘାଟିତ ହୋଇଯାଇଛି । ରାଉଣ୍ଡଟେବୁଲ ଇଣ୍ଡିଆ ଓ ଲେଡିଜ ସର୍କଲ ଇଣ୍ଡିଆର ସହେଯାଗରେ ନିର୍ମିତ ଏହି ବାର ଶଯ୍ୟା ବିଶିଷ୍ଠ କକ୍ଷକୁ ରାଉଣ୍ଡଟେବୁଲ୍ ଇଣ୍ଡିଆର ଓଡିଶା ମୁଖ୍ୟ ମାଣିକ!-->…
Read More...
Read More...
୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ବର ୨୨।୬: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।
ଏହି ନୂତନ!-->!-->!-->…
Read More...
Read More...
ଭେଣ୍ଡିଂ ଜୋନ ନିର୍ମାଣରେ ଦୁର୍ନୀତି ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବିକଲା ବିଜେଡ଼ି
କଣ୍ଟାବାଞ୍ଜି,୨୨/୬- ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଏନଏସି ଅଂଚଳରେ ଉଠାଦୋକାନୀ ମାନଙ୍କ ଥଇଥାନ ପାଇଁ ଡାକ୍ତରଖାନା ସାମ୍ନା ଭେଣ୍ଡିଙ୍ଗ ଜୋନ ନିର୍ମାଣରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ବିଜେଡ଼ି ବିଧାୟକ ପ୍ରାର୍ଥୀ ଅଜୟ ଦାସ । ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଶ୍ରୀ ଦାସ କହିଛନ୍ତି ଯେ ୮୦!-->…
Read More...
Read More...
ଦୁର୍ଘଟଣାରେ ପ୍ରଧାନ ଶିକ୍ଷକ ଗୁରୁତର
ଦଶପଲ୍ଲା : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସମ୍ପଡ଼ା ଗ୍ରାମ ୫୭ ନଂ ଜାତୀୟ ରାଜପଥରେ ବାଇକ୍ ଦୁର୍ଘଟଣାରେ ନୂଆଗାଁ ହାଇସ୍କୁଲ୍ ପ୍ରଧାନ ଶିକ୍ଷକ କୁଳମଣି ନାୟକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ତାଙ୍କ ନିଜ ପଲସର୍ ବାଇକ୍ ଯୋଗେ ନୂଆଗାଁ ହାଇସ୍କୁଲ୍କୁ ଆସୁଥିବା ସମୟରେ!-->…
Read More...
Read More...