Browsing Category

ରାଜ୍ୟ

ତୁମୁଡିବନ୍ଧ ଶିଶୁ ବିଦ୍ୟା ମନ୍ଦିରରେ ଯୋଗ ଦିବସ ପାଳିତ

ଫୁଲବାଣୀ,୨୧/୬:- ସ୍ଥାନୀୟ ଡ଼ଃ ଆମ୍ବେଦକର ଛକ ତୁମୁଡିବନ୍ଧ ଠାରେ ଅବସ୍ଥାପିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଅଷ୍ଟମ ଯୋଗ ଦିବସ ପାଳିତ ହୋଇ ଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀ, ଗୁରୁମା ଗୁରୁଜୀ, ସେବକ ସେବିକା, ପରିଚାଳନା ସମିତି ଅଭିଭାବକ ଓ ଅଭିଭାବିକାମାନେ ଯୋଗ ଦେଇଥିଲେ ।
Read More...

ଚଟୁଅନକା ପଞ୍ଚାୟତରେ ଯୋଗ ଦିବସ ପାଳିତ

କଣ୍ଟାବାଞ୍ଜି:ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଚଟୁଅନକା ଗ୍ରାମରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି । ଚଟୁଅନକାସ୍ଥିତ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା କବ ମାଷ୍ଟର ବିରଞ୍ଚି ନାରାୟଣ ଦାଶଙ୍କ ନେତୃତ୍ୱରେ ବିଦ୍ୟାଳୟରେ ଛାତ୍ରଛାତ୍ରୀ
Read More...

ଜିଲ୍ଲାପାଳଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ

ଦଶପଲ୍ଲା : ଆଜି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଟାକରା ଗ୍ରାମପଞ୍ଚାୟତରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟରେ ଦିନ ୧:୩୦ରେ ନୟାଗଡ଼ ଜିଲ୍ଲାପାଳ ପୋମା ଟୁଡୁ ଅଚାନକ ପରିଦର୍ଶନ କରିଥିଲେ । ଜିଲ୍ଲାପାଳଙ୍କ ସହ ଦଶପଲ୍ଲା ମଣ୍ଡଳ ଉନ୍ନୟନ ଅଧିକାରୀ ବିଶ୍ୱ ରଞ୍ଜନ ବିଶ୍ୱାସ, ଜିଲ୍ଲା ମଂଗଳ ଅଧିକାରୀ
Read More...

ମଧୁବାବୁ ପେନସନ ଯୋଜନାରେ ନୂତନ ହିତାଧିକାରୀଙ୍କୁ ଭତ୍ତା ଓ ଉଦ୍ୟୋଗୀ ଭିତ୍ତିକ ଋଣ ବଣ୍ଟନ ଶିବିର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ଠାରେ ମଙ୍ଗଳବାର ଦିନ ମଧୁବାବୁ ପେନସନ ଯୋଜନାରେ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ ଓ ଉଦ୍ୟୋଗୀ ଭିତ୍ତିକ ଋଣ ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଦାଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଘୁ. ଉଦୟଗିରି କଂଗ୍ରେସ ପକ୍ଷରୁ ସମିତି ଓ ଏନଏସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ଘୁ.ଉଦୟଗିରି: ସ୍ଥାନୀୟ ବ୍ଲକ ଏବଂ ନଗର କଂଗ୍ରେସ ପକ୍ଷରୁ ଆଜି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ବ୍ଲକ କଂଗ୍ରେସ ସଭାପତି ସଦାନନ୍ଦ ନାୟକ ଏବଂ ଜିଲ୍ଲା କଂଗ୍ରେସ ସାଧାରଣ ସମ୍ପାଦକ ଯାକେଶ ପ୍ରଧାନଙ୍କ ନେତୃତ୍ୱରେ ଏକାଧିକ କଂଗ୍ରେସ କର୍ମୀ
Read More...

ପୁରୀ ରେଳଷ୍ଟେସନ ଖୁବ ଶୀଘ୍ର ହେବ ବିଶ୍ୱସ୍ତରୀୟ ରେଳ ଷ୍ଟେସନ

ପୁରୀ : ପୁରୀ ରେଳଷ୍ଟେସନ ଖୁବ ଶୀଘ୍ର ହେବ ବିଶ୍ୱସ୍ତରୀୟ ରେଳ ଷ୍ଟେସନ । ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ପୁରୀ ଗସ୍ତ ରେ ଆସି ଏହି ସୂଚନା ଦେଇଛନ୍ତି । ଏଥିପାଇଁ ୩୬୪ କୋଟି ଟଙ୍କାର ଟେଣ୍ଡର ହୋଇଛି । ଆଉ ଦୁଇ ମାସ ଭିତରେ କାମ ଆରମ୍ଭ ହେବ । ପୁରୀକୁ ବିଶ୍ୱ ସ୍ତରୀୟ ହେରିଟେଜ ସିଟି ପାଇଁ
Read More...

ଯୋଗ ହିଁ ସ୍ୱାସ୍ଥ୍ୟ ପାଇଁ ଅମୂଲ୍ୟ ବରଦାନ,ହୋମିଓପାଥିକ କଲେଜରେ ଯୋଗ ଦିବସ

ସମ୍ବଲପୁର: ଯୋଗ ହିଁ ସୁସ୍ଥ ସ୍ୱାସ୍ଥ୍ୟ ପାଇଁ ବରଦାନ । ଏଣୁ ଏବିଷୟରେ ଜନ ସଚେତନତା ବୃଦ୍ଧି ପାଇଲେ ନିରୋଗ ଜୀବନ ସମ୍ଭବ ବୋଲି ଆଜି ସରକାରୀ ହୋମିଓପାଥି ମେଡିକାଲ କଲେଜ ଓ ରିସର୍ଚ୍ଚ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସରେ ବକ୍ତାମାନେ ଗୁରୁତ୍ୱ ଦେଇଛନ୍ତି ।ନିର୍ଦ୍ଦେଶକ ଆୟୁଷ ଓଡିଶା ସରକାର ଓ
Read More...

ଯାଜପୁର ଜିଲ୍ଲା ସ୍କୁଲରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଯାଜପୁର : ଯାଜପୁର ଜିଲ୍ଲା ସ୍କୁଲରେ ସକାଳ ୬ ଘଟିକା ସମୟରୁ ସକାଳ ୭ଟା ୩୦ ମିନିଟ୍‌ ମଧ୍ୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଅଛି । ଏହି ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଆଲୋକ କୁମାର ବନ୍ଧ କହିଥିଲେ ଯେ ଯୋଗ ଦ୍ୱାରା ମନୁଷ୍ୟର ମାନସିକ, ବୌଦ୍ଧିକ,ଶାରିରୀକ ବିକାଶ ହୋଇଥାଏ । ତତ୍‌
Read More...

୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ସମଗ୍ର ରାଜ୍ୟକୁ ଅଗ୍ରସର ହୋଇ ଯାଇଥିବା ବେଳେ ଗତକାଲି ଠାରୁ ତମାମ୍‌ ରାଜ୍ୟରେ ମୌସୁମୀ ବର୍ଷା ଲାଗିରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହା ଗତ ୨୪ ଘଣ୍ଟାର ସ୍ୱାଭାବିକ
Read More...

ସୁବର୍ଣ୍ଣଶ୍ରୀ ମହିଳା ଉତ୍ପାଦକ ଗୋଷ୍ଠୀ ଦ୍ୱାରା ସ୍ୱତନ୍ତ୍ର ମ୍ୟାଙ୍ଗୋ ଆଇସକ୍ରିମ ପ୍ରସ୍ତୁତିର ଶୁଭାରମ୍ଭ

ସୁବର୍ଣ୍ଣପୁର - ସହର ନିକଟସ୍ଥ ହିକୁଡିର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପରିଚାଳିତ କାଫେଟେରିଆଠାରେ ସୁବର୍ଣ୍ଣଶ୍ରୀ ଉତ୍ପାଦକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ମ୍ୟାଙ୍ଗୋ ଆଇସକ୍ରିମର ଶୁଭାରମ୍ଭ କରାଯାଇଛି । ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେଙ୍କ ଦ୍ୱାରା ସ୍ୱତନ୍ତ୍ର ଆଇସକ୍ରିମ
Read More...