Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆଜି ଖ୍ରୀଷ୍ଟ ଧର୍ମଗୁରୁ ପୋପ୍ ଫ୍ରାନସିସଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ନୂଆଦିଲ୍ଲୀ: ଇଟାଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟେକ ଖ୍ରୀଷ୍ଟ ଧର୍ମଗୁରୁ ପୋପ୍ ଫ୍ରାନସିସଙ୍କୁ ଭେଟିବେ । ବିଶ୍ୱ ଜନସଂଖ୍ୟାର ପ୍ରାୟ ୬ ଭାଗରୁ ଭାଗେ ଲୋକଙ୍କ ଧର୍ମଗୁରୁ ପୋପ୍ ଫ୍ରାନସିସଙ୍କୁ ଭାଟିକାନ୍ ସିଟିରେ ଭେଟିବେ!-->…
Read More...
Read More...
ଅଷ୍ଟମ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ
ଫୁଲବାଣୀ: କନ୍ଧମାଳ ଜିଲ୍ଲାର ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀ ପରିସରରେ ଯୋଗ ମହୋତ୍ସବ ସମିତି ଫୁଲବାଣୀ ଏବଂ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀଙ୍କ ମିଲିତ ଆନୁକୂଲ୍ୟରେ ଅଷ୍ଟମ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଡ଼ଃ ଭବାନୀ ଶଙ୍କର!-->…
Read More...
Read More...
ଖପ୍ରାଖୋଲରେ ସିଆରପିଏଫ୍ ତରଫରୁ ନିଶା ନିବାରଣ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ
ଖପ୍ରାଖୋଲ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ସିଆରପିଏଫ୍ ୧୮୯ ବାଟାଲିୟନ ତରଫରୁ ନିଶା ନିବାରଣ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ କମାଣ୍ଡେଣ୍ଟ ପବନ କୁମାର ତିୱାରୀଙ୍କ ନିର୍ଦ୍ଦେଶରେ ଆସିଷ୍ଟାଣ୍ଟ କମାଣ୍ଡେଣ୍ଟ ଲକ୍ଷବିନ୍ଦର ସିଂଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଟିତ ହୋଇଯାଇଛି ।!-->…
Read More...
Read More...
ଆନ୍ତର୍ଜାତିକ ଯୋଗ ଦିବସ ଉପଲକ୍ଷେ ବାଲୁକା କଳା
ପୁରୀ : ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଆନ୍ତର୍ଜାତିକ ଯୋଗ ଦିବସ ଉପଲକ୍ଷେ ପୁରୀ ଲାଇଟ ହାଉସ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ।ସେ ଏହି ବାଲୁକା କଳାରେ ଯୋଗ କରିବା ଦ୍ୱାରା ଆମେ ସମସ୍ତେ ସୁସ୍ଥ ରହିବାର ବାର୍ତ୍ତା ଦେବା ସହିତ ବାଲୁକା କଳାରେ ସକାଳର ସୂର୍ଯ୍ୟ!-->…
Read More...
Read More...
ରଥଯାତ୍ରା : ପୁରୀ ପୁଲିସ ସହ ଛତିଶା ନିଯୋଗ ସଦସ୍ୟଙ୍କ ବୈଠକ
ପୁରୀ : ଆସନ୍ତା ଜୁଲାଇ ୧ ତାରିଖରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଚଳିତ ବର୍ଷ ଭକ୍ତଙ୍କ ଗହଣରେ ଏହି ଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ପ୍ରଶାସନିକ ସ୍ତରରେ ଜୋରଦାର ପ୍ରସ୍ତୁତି ଚାଲିଛି । ଆଜି ପୁରୀ ପୋଲିସ ସହ ଛତିଶା ନିଯୋଗ ସଦସ୍ୟଙ୍କ ବୈଠକ ବସିଥିବା ବେଳେ ଅନ୍ୟପଟେ ସୁରୁଖୁରୁରେ!-->…
Read More...
Read More...
ବକେୟା ବିଲ ନଦେବାରୁ ଯାତ୍ରୀ ବିଶ୍ରାମଗାରକୁ କଣ୍ଟାରେ ଆବଦ୍ଧ କଲେ ଶ୍ରମିକ
ଜହ୍ନାପଙ୍କ : ଯାତ୍ରୀମାନେ ବସକୁ ଅପେକ୍ଷା କରିବା ପାଇଁ ପ୍ରତି ଛକ ଗୁଡିକରେ ଜିଲ୍ଲା ପ୍ରଶାସନର ଉଦ୍ୟମରେ ଯାତ୍ରୀ ବିଶ୍ରାମଗାର ନିର୍ମାଣ କରାଯାଇଛି । ବିଡମ୍ବନା ଜହ୍ନାପଙ୍କ ଏକ ମୁଖ୍ୟ ଛକ ହୋଇଥିବା ବେଳେ ଏହି ଛକ ଉପରେ ଖୁଂଟବନ୍ଧ, ଲଷ୍ମୀପ୍ରସାଦ, ପଦ୍ମନପୁର, ତେଲିବନ୍ଧ, ମୁଣ୍ଡାପଡା,!-->…
Read More...
Read More...
ବୌଦ୍ଧ ସେବା ସମବାୟ ସମିତିର ସଭାପତି ହେଲେ ସତ୍ୟଜିତ ପଣ୍ଡା
ବୌଦ୍ଧ : ବୌଦ୍ଧ ଜିଲ୍ଲା ସଦର ମହକୁମାରେ ଥିବା ବୌଦ୍ଧ ସେବା ସମବାୟ ସମିତିର ସଭାପତି ଭାବେ ଆଜି ବରିଷ୍ଠ ସାମ୍ବାଦିକ ସତ୍ୟଜିତ କୁମାର ପଣ୍ଡା ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଆଜି ବୌଦ୍ଧ ସେବା ସମବାୟ ସମିତିର ସଭାପତି ନିର୍ବାଚନ ପାଇଁ ସକାଳ ୧୦ ଘଣ୍ଟା ଠାରୁ ୧୨ ଘଣ୍ଟା ମଧ୍ୟରେ!-->…
Read More...
Read More...
ଜିଲ୍ଲା ଷୌଣ୍ଢିକ ସମାଜର ପ୍ରତିଷ୍ଠା ଦିବସ
ଫୁଲବାଣୀ:-କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତ କେରେଡ଼ି ଉମା ମହେଶ୍ୱରୀ ମନ୍ଦିର ନିକଟରେ ଜିଲ୍ଲା ଷୌଣ୍ଢିକ ସମାଜର ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବରେ ଫୁଲବାଣୀ ବ୍ଲକ ଅଧ୍ୟକ୍ଷା ସସ୍ମିତା କହଁର ଯୋଗ ଦେଇଥିବା ବେଳେ!-->…
Read More...
Read More...
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି!-->…
Read More...
Read More...
ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବାୟୁ
ଭୁବନେଶ୍ଵର : ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ଟ୍ଵିଟ୍ କରି ସୂଚନା ଦେଇଛି।ସୂଚନାନୁଯାୟୀ, ମୌସୁମୀ ପ୍ରଭାବରେ ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। କନ୍ଧମାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ କଟକ!-->…
Read More...
Read More...