Browsing Category

ରାଜ୍ୟ

ମହିଳାର ମୃତ ଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଦ୍ୱାରା ଉଦ୍ଧାର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଫୁଲବାଣୀ ସହର ନିକଟସ୍ଥ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରର ପଛ ପାର୍ଶ୍ୱ ଏକ ଗଛରେ ଜଣେ ମହିଳାର ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଉଦ୍ଧାର କରିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ ସେହି ଶିଳ୍ପ ତାଲିମ କେନ୍ଦ୍ର ପଛପଟ ଶିଳ୍ପ ତାଲିମ
Read More...

ଫସଲ ବୀମା ରାଶି ଦାବିରେ ପାଟଣାଗଡ଼ କୃଷକ ସେନା ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ପାଟଣାଗଡ଼ : ପାଟଣାଗଡ଼ ଅଞ୍ଚଳର କୃଷି ଓ କୃଷକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଚାଷୀମାନଙ୍କ ଅବସ୍ଥା ଦୋହଲି ପଡ଼ିବା ସହ ମେରୁଦଣ୍ଡ ଭାଙ୍ଗି ପଡୁଛି । ଅନ୍ୟ ପକ୍ଷରେ ଅନ୍ନଦାତା ଚାଷୀମାନଙ୍କୁ ଅଣଦେଖା ଓ ଶୋଷଣ କରାଯାଇଛି । ଏବଂ ବର୍ଷନୁବର୍ଷ ଧରି ମରୁଡି ପ୍ରଭାବିତ ହେତୁ ଆହୁରି
Read More...

ରାଜ୍ୟରେ ୫ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଦିନ ପ୍ରାକ୍‌-ମୌସୁମୀ ବର୍ଷା ହୋଇଛି। ଏହା ରାଜ୍ୟର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବା ପାଇଁ ବାଟ ଫିଟାଇଛି। ଆଜିଠାରୁ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା (୭୦ରୁ ୧୧୦ ମିମି)ରୁ ଅତିପ୍ରବଳ ବର୍ଷା
Read More...

ରାତ୍ରୀକାଳୀନ ଚଢ଼ାଉ କଲେ ଉପଜିଲ୍ଲାପାଳ ; ହାଇୱା ଜବତ, ଏକଲକ୍ଷ ଜରିମାନା

ସୁବର୍ଣ୍ଣପୁର : ଗତ ରାତିରେ ତେଲ ନଦୀରୁ ଗୋଟିଏ ହାଇୱା ବେନିୟମ ବାଲି ଚାଲାଣ କରୁଥିବା ସମୟରେ ବ୍ଲକ ଛକ ଠାରେ ସୋନପୁର ଉପଜିଲ୍ଲାପାଳ ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ତତ୍ୱାବଧାନରେ ତହସିଲଦାର ନବୀନ କିଶୋର ପାଢ଼ୀ ଓ କାର୍ଯ୍ୟାଳୟର ସୁପରଭାଇଜର ପ୍ରମୁଖ ଚଢ଼ାଉ କରି ବେନିୟମ ବାଲି ଚାଲାଣ
Read More...

ଭୁବନେଶ୍ଵରରେ ଟେଲି ଅଭିନେତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ଵର : ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା। ଭଡ଼ା ଘରୁ ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ଭୁବନେଶ୍ଵର ନୟାପଲ୍ଲୀ ଥାନା ଅନ୍ତର୍ଗତ ବଡ଼ ସାହିରେ ଏକ ଭଡ଼ା ଘରେ ରହୁଥିଲେ। ଘର ଭିତରୁ ନୟାପଲ୍ଲୀ ଥାନା ପୋଲିସ ଏକ ସୁଇସାଇଡ୍ ନୋଟ୍ ଜବତ କରିଛି। ଧାରାବାହିକ
Read More...

ପିତୃ ଦିବସ ଅବସରରେ ବାଳ ମୁକୁନ୍ଦ କେନ୍ଦ୍ର ତରଫରୁ ବାଳ ସତସଙ୍ଗ

ପାରଳାଖେମୁଣ୍ଡି : ବାଳ ମୁକୁନ୍ଦ କେନ୍ଦ୍ର ତରଫରୁ ଆୟୋଜିତ ବାଳ ସତସଙ୍ଗରେ ପିତୃଦିବସ ଅବସରରେ ସ୍ଥାନୀୟ ଶ୍ରୀଧର ନଗରର ଦୀପକ ପାଣିଗ୍ରାହୀଙ୍କ ବାସଗୃହରେ ଜଗତ ପିତା ତଥା ଜଗଦଗୁରୁ ଶ୍ରୀକୃପାଳୁ ମହାରାଜଙ୍କ ପାଦପୂଜନ ସହ ପୂଜାଅର୍ଚ୍ଚନା କରି ଆରତୀ ଓ କୀର୍ତ୍ତନ କରି ପିଲାମାନେ ଅଭିନନ୍ଦନ
Read More...

ସିଏସ୍‌ଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଖଲ୍ଲିକୋଟ: ସିଏସ୍‌ଓଙ୍କ ଘରେ ପଶିଲା ଭିଜିଲାନ୍ସ ଟିମ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆସିବା ପରେ ଖାଦ୍ୟ ଓ ଯୋଗାଣ ବିଭାଗର ସିଏସ୍‌ଓ ଅନାଦି ଚରଣ ସେଠୀ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଏଥି ସହିତ ଏକାସାଙ୍ଗେ ୫ଟି ସ୍ଥାନରେ ରେଡ ଚାଲିଥିବା ସୂଚନା ମିଳିଛି। ସୂଚନା
Read More...

ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମ

ଫୁଲବାଣୀ: ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମ ଆଯୋଜିତ ହୋଇଯାଇଛି । ଜ଼ିଲ୍ଲାର ପର୍ଯ୍ୟଟନସ୍ଥଳୀ ଗୁଡିକରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଆନ୍ତର୍ଜାତିକ ଯୋଗ କାର୍ଯ୍ୟକ୍ରମ ପାଇଁ ଯୋଗ ଅଭ୍ୟାସ ଅନୁଷ୍ଠିତ ହୋଇଯାଇଛି । ନେହରୁ ଯୁବକେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା
Read More...

ଫୁଲୁରି ତେଲ ଲାଗି ହେଲେ ମହାପ୍ରଭୁ

ପୁରୀ : ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡିତ ଚତୁର୍ଦ୍ଧା ମୁର୍ତ୍ତି । ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ମହାପ୍ରଭୁଙ୍କୁ ଆୟୁର୍ବେଦୀୟ ଉପଚାର କରୁଛନ୍ତି । ରବିବାର ହେଉଛି ଅଣସରର ପଞ୍ଚମ ଦିବସ । ଏବେ ମହାପ୍ରଭୁଙ୍କୁ ଗରମ
Read More...

ବନ୍ୟାର ସଫଳ ମୁକାବିଳା ନିମନ୍ତେ ଜିଲ୍ଲାର ସମସ୍ତ ବ୍ଲକରେ ପ୍ରଶାସନ ତରଫରୁ ମକଡ୍ରିଲ

ସୁବର୍ଣ୍ଣପୁର: ସମ୍ଭାବ୍ୟ ବନ୍ୟାର ସଫଳ ଓ ତ୍ୱରିତ ମୁକାବିଲା ନିମନ୍ତେ ଆଜି ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ତରଫରୁ ଜିଲ୍ଲାରେ ଥିବା ବିଭିନ୍ନ ୬ଟି ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ଠାରେ ସାମୁହିକ ଅଭ୍ୟାସ ବା ମକଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଛି । ଏହି କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ
Read More...