Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବୌଦ୍ଧ: ଶ୍ରୀଜୀଉମାନଙ୍କ ସ୍ନାନ ପୂର୍ଣ୍ଣିମା ଓ ଗଜାନନ ବେଶ
ବୌଦ୍ଧ,୧୪/୬- ବୌଦ୍ଧସହରରେ ବିରାଜିତ ଶ୍ରୀଶ୍ରୀ ଜଗନ୍ନାଥଙ୍କ ମନ୍ଦିରର ସ୍ନାନମଣ୍ଡପରେ ଶ୍ରୀଜୀଉମାନଙ୍କ ସ୍ନାନଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି । ଠାକୁରଙ୍କ ସମସ୍ତ ନୀତିକାନ୍ତି ଓ ଭୋଗଲାଗି ହେବାପରେ ବ୍ରାହ୍ମଣମାନେ ଠାକୁରମାନଙ୍କୁ ମନ୍ଦିର ଗମ୍ଭୀରାରୁ ପହଣ୍ଡିରେ ଆଣି ସ୍ନାନ ମଣ୍ଡପରେ!-->…
Read More...
Read More...
ମୃତ ହୋମଗାର୍ଡଙ୍କ ପରିବାରଙ୍କୁ ସହାୟତା କଲେ କନ୍ଧମାଳ ହୋମଗାର୍ଡ ସଂଘ
ଫୁଲବାଣୀ :-ଆଦର୍ଶ ଟାଉନ ଥାନାରେ କାର୍ଯ୍ୟରତ ମହିଳା ହୋମଗାର୍ଡ ଅନୁ ବେହେରାଙ୍କର ଗତ ମେ ମାସ ୩୧ ତାରିଖରେ ଅକାଳ ବିୟୋଗ ହୋଇଥିଲା । ଫୁଲବାଣୀ ଟାଉନ ଥାନାର ହୋମଗାର୍ଡ ସଂଘ ଏବଂ ଟାଉନ ଥାନାର ସମସ୍ତ ଶୃଙ୍ଖଳୀତ ହୋମଗାର୍ଡ ଭାଇ ଭଉଣୀ ମାନଙ୍କ ଆଲୋଚନା ଓ ସହଯୋଗ ପ୍ରକାରେ ମୃତ ଅନୁ ବେହେରାଙ୍କ!-->…
Read More...
Read More...
ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ସରପଞ୍ଚଙ୍କ ସହ ଜିଲ୍ଲାପାଳଙ୍କ ବୈଠକ
ସୁବର୍ଣ୍ଣପୁର: ବିନିକା ବ୍ଲକ ପ୍ରଶାସନ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ବିନିକା ବ୍ଲକ ସଭା ଗୃହଠାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ବ୍ଲକ ଅନ୍ତର୍ଗତ ସମସ୍ତ ୧୬ ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ସହ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଆରକ୍ଷୀ!-->…
Read More...
Read More...
ରେମୁଣାରେ ଇମାମୀ-କିସ୍ ଆବାସିକ ବିଦ୍ୟାଳୟର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ବର ଜିଲ୍ଲାର ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍ଘାଟନ କରିଛନ୍ତି। ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ!-->…
Read More...
Read More...
ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
ପାଟଣାଗଡ଼:ରାଜ୍ୟସଭା ସାଂସଦ ଭାବରେ ନିରଞ୍ଜନ ବିଶି ମନୋନୀତ ହେବା ପରେ ପ୍ରଥମ କରି ବେଳପଡା ଗସ୍ତ କରିଥିଲେ । ବେଳପଡା ଶିବ ମନ୍ଦିର ଦର୍ଶନ କରିବା ପରେ ଆଦିବାସୀ କର୍ମଚାରୀ ସଂଘ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଶୋଭାଯାତ୍ରାରେ ବାଜାର ତାଳେ ତାଳେ ସହର ପରିକ୍ରମା କରି ମାରବାଡି!-->…
Read More...
Read More...
ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ରାୟଗଡ ବ୍ଳକ ର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ରହ୍ମ ପୁର ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ରିବନ କାଟି ଶୁଭ ଉଦଘାଟନ!-->…
Read More...
Read More...
କ.ନୂଆଗାଁରେ ଶ୍ରୀରାମଚରିତ ମାନସ ଉଦଯାପିତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କ.ନୂଆଗାଁ ପଶୁ ଚିକିତ୍ସାଳୟ ନିକଟରେ ଗତ ନବଦିନ ବ୍ୟାପୀ ଶ୍ରୀରାମଚରିତ ମାନସ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଅଧିବାସ ଓ କଳସ ଯାତ୍ରା ସହ ଶିକ୍ଷକ ସୁକାନ୍ତ କୁମାର ମହାପାତ୍ରଙ୍କ ଦ୍ୱାରା ନିର୍ମିତ ମୃଣୟମୂର୍ତ୍ତି!-->…
Read More...
Read More...
ଚାନ୍ଦାହାଣ୍ଡି ବ୍ଲକ୍ ସ୍ତରୀୟ ଜନଶୁଣାଣୀ ଶିବିର
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଚାନ୍ଦାହାଣ୍ଡି ବ୍ଲକ୍ସ୍ତରୀୟ ଜନଶୁଣାଣୀ ଶିବିର ଆଜି ଚାନ୍ଦାହାଣ୍ଡି ପଞ୍ଚାୟତ ସମିତି ସଭା ଗୃହରେ ଜିଲ୍ଲାପାଳ ଡକ୍ଟର କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଥିଲା । ଏଥିରେ ଚାନ୍ଦାହାଣ୍ଡି ପଞ୍ଚାୟତ ସମିତିର ବିଭିନ୍ନ ଅଞ୍ଚଳରୁ ଜିଲ୍ଲାପାଳଙ୍କୁ!-->…
Read More...
Read More...
ଯୁବ ମୋର୍ଚ୍ଚା ପକ୍ଷରୁ ବିକାଶ ତୀର୍ଥ ବାଇକ ରାଲି ସମାବେଶ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା କାର୍ଯ୍ୟାଳୟ ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଠ ବର୍ଷ ପୂର୍ତ୍ତି ଉପଲକ୍ଷେ ଭାରତୀୟ ଜନତା ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ସଭାପତି ତେଜସ୍ୱି ସୁରିୟା ଜୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସଭାପତି!-->…
Read More...
Read More...
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା!-->…
Read More...
Read More...