Browsing Category

ରାଜ୍ୟ

ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ ଏବଂ ୱାପକୋସ୍ ଲିମିଟେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର:ଭବିଷ୍ୟତର ଶକ୍ତି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ପାଇଁ ଭାରତର ପ୍ରତିବଦ୍ଧତା ସ୍ୱରୂପ, ଭାରତ ସରକାର ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୫୦୦ ଗିଗାୱାଟ କ୍ଷମତା ହାସଲ କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପରିପ୍ରେକ୍ଷିରେ ଆଜି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ,
Read More...

ଅଳ୍କକେ ବର୍ତ୍ତିଲେ କୃଷ୍ଣଚନ୍ଦ୍ର ପାତ୍ର, ଯୋଗାଣ ମନ୍ତ୍ରୀଙ୍କ ଗାଡିକୁ ଧକ୍କା ଦେଲା ଟ୍ରକ୍

ଭୁବନେଶ୍ୱର: ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ବଜାର ନିକଟରେ ରାଜ୍ୟ ଯୋଗାଣ ମନ୍ତ୍ରୀଙ୍କ ଗାଡ଼ି ସହିତ ଗୋଟିଏ ଟ୍ରକ୍‌ ଧକ୍କା ହୋଇଛି। ଫଳରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।ପ୍ରକାଶ ଯେ, ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ମନ୍ତ୍ରୀ
Read More...

ଡରାଇଲା କୋରନା, ଖୁବଶୀଘ୍ର ଆସିବ ମାର୍ଗଦର୍ଶିକା

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ତଥାପି ରାଜ୍ୟ ସରକାର ଖୁବଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ବୋଲି ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। ରାଜ୍ୟରେ ପ୍ରତିଦିନ କିଛି କିଛି କରୋନା ରୋଗୀ ଚିହ୍ନଟ ହେଉଥିବା
Read More...

ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌

ବରଗଡ଼ : ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍‌ଙ୍କ ଶୁକ୍ରବାର ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ ରୋଗ ପାଇଁ ବରଗଡ଼ର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲା। ସକାଳ ପ୍ରାୟ ୬ଟା ୩୦ମି
Read More...

ବୌଦ୍ଧ ଜିଲ୍ଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳିତ, ଯୋଗଦେଲେ ବୌଦ୍ଧ ବିଧାୟକ

ବୌଦ୍ଧ : ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଜଙ୍ଗଲ ସମ୍ପଦରେ ଭରପୁର ବୌଦ୍ଧ ଜିଲ୍ଲାର ବିଭିନ୍ନ ଜଙ୍ଗଲ ଧିରେ ଧିରେ ଅବକ୍ଷୟ ସହ ପରିବେଶ ପ୍ରଦୂଷଣ ହେବାରେ ଲାଗିଛି। ବିଶେଷ ଭାବରେ ପଲିଥିନ ଭଳି କଠିନ ବର୍ଜ୍ୟ ସାମଗ୍ରୀ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ହୋଇଛି।
Read More...

ଆସନ୍ତାକାଲି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ୍‌‌ ବୈଠକ

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ମେ’ ୬ ତାରିଖ (ଶୁକ୍ରବାର) ଦିନ ରାଜ୍ୟ କ୍ୟାବିନେଟ୍‌‌ ବୈଠକ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି। ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌‌ ବୈଠକ ବସିବ। ବୈଠକରେ ଉଚ୍ଚଶିକ୍ଷା, ଭିତ୍ତିଭୂମି ନିର୍ମାଣ
Read More...

ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୫ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଓଡ଼ିଆ ସାଂସ୍କୃତିକ ମହାଚେତନାର ମୂଳପିଣ୍ଡ ହେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ନିରନ୍ତର ପ୍ରବହମାନ ଶ୍ରୀଜଗନ୍ନାଥ ପରମ୍ପରାକୁ ନେଇ ଓଡ଼ିଆ ଅସ୍ମିତା, ଅଧ୍ୟାତ୍ମ ଓ ଆତ୍ମପରିଚିତି ସାରା ବିଶ୍ୱରେ ସୁପ୍ରତିଷ୍ଠିତ । ମାନବବାଦର ଶ୍ରେଷ୍ଠ ପ୍ରତୀକ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ
Read More...

ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ ହେଲା ବାସୁଙ୍ଗା ପାଟ

ଭୁବନେଶ୍ୱର:ସ୍ଥାନୀୟ ଶହୀଦ ନଗରସ୍ଥିତ ଓଡିଶା ସମବାୟ ଟସର ଓ ରେଶମ ମହାସଂଘ (ସେରିଫେଡ୍) କାର୍ଯ୍ୟାଳୟ ପରିସରରୁ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଆଜି ପ୍ରେରଣ କରାଯାଇଛି । ଏହି ପବିତ୍ର କାର୍ଯ୍ୟକୁ ମାନ୍ୟବର ମନ୍ତ୍ରୀ, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ
Read More...

ରାଜ୍ୟ ସରକାର ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱ:ଆଜି ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ
Read More...

ଏହି ସବୁ ଦେଶର ନାଗରିକଙ୍କୁ ଆମେରିକା ମନା

ଓ୍ବାଶିଂଟନ: ବିଦେଶୀ ନାଗରିକଙ୍କ ପାଇଁ ଆମେରିକାରେ କଟକଣା। ୧୨ ଦେଶର ଲୋକଙ୍କୁ ଆମେରିକା ମନା। ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ। ଏଥିସହ ଅନ୍ୟ ୭ଟି ଦେଶରୁ ଆସୁଥିବା ଲୋକଙ୍କ ଉପରେ ଆଂଶିକ କଟକଣା ଲାଗୁ କରାଯାଇଛି। ଏ ସମ୍ପର୍କିତ ନୂଆ ଘୋଷଣାପତ୍ର ଜାରି କରିଛି ଟ୍ରମ୍ପ
Read More...